ଅନୁଗୋଳ

ଚାଷୀଙ୍କ ସମସ୍ୟା ସମାଧାନ କରିବ କୃଷି ବିଭାଗ: ପଞ୍ଚାୟତ ବୁଲି ଜ୍ଞାନ ବାଣ୍ଟିବେ ଗ୍ରାମୀଣ କୃଷି କର୍ମଚାରୀ

ଅନୁଗୋଳ ଅଫିସ, ୧୪।୧୧ – ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ଏଣିକି ଗାଁ ଗାଁ ବୁଲିବେ ଗ୍ରାମୀଣ କୃଷି କର୍ମଚାରୀ। ଚାଷୀଙ୍କ ସହ ବୈଠକ କରି ଉନ୍ନତ ଜ୍ଞାନକୌଶଳ ସମ୍ପର୍କରେ ସେମାନଙ୍କୁ ଅବଗତ କରାଇବେ। ଅନୁଗୋଳ ଜିଲାର କେତେକ ପଞ୍ଚାୟତରେ ଏପରି…

ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ

ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ। ସକାଳେ…

ପ୍ରାତଃଭ୍ରମଣରେ ଯିବାବଳେ ଅଘଟଣ, ମହିଳାଙ୍କ ଜୀବନ ଗଲା

ତାଳଚେର,୧୩।୧୧(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବ୍ଲକ ଡେରା ପେଟ୍ରୋଲ ପମ୍ପ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସୁଭାସିନୀ ନାଥ(୪୫ବର୍ଷ)। ତାଙ୍କ ଘର ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମରେ। ସେ ଡେରା…

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ ପୌରପାଳିକା ଏହାକୁ ନିଜେ ପରିଚାଳନା କରୁଥିଲା। କିନ୍ତୁ ପରେ ଚୁକ୍ତିଭିତ୍ତିରେ ଏକ ଘରୋଇ ସଂସ୍ଥାକୁ…

ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସେଠାକୁ ଯାଇ ତଦନ୍ତ କରିଛନ୍ତି। ଛାତ୍ରୀମାନଙ୍କୁ…

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଲୋଭୀ। ତେଣୁ ମା’ଙ୍କ ଏହି…

ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ସୋମବାର ଅନୁଷ୍ଠିତ…

ମୌଳିକ ସୁବିଧା କଥା ବୁଝିଲାନି ପ୍ରଶାସନ:ହଷ୍ଟେଲ ଛାଡ଼ିଲେ ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ

ପାଲଲହଡା,୧୨।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ଦୀର୍ଘଦିନରୁ ଲାଗି ରହିଥିବା ଅବ୍ୟବସ୍ଥା ପାଇଁ ସୋମବାର ହଷ୍ଟେଲ ଛାଡିଛନ୍ତି। ବାରମ୍ବାର ଦାବି ପରେ ବି ପ୍ରଶାସନ ମୌଳିକ ସୁବିଧା…

ଭୁବନେଶ୍ୱର ଚାଲାଣ ବେଳେ ମଦ ଜବତ: ଡ୍ରାଇଭର, ବେପାରୀ ଅଟକ

ବନ୍ତଳା,୧୧।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଶଙ୍ଖପୁର-ବନ୍ଦଣପଶି ରାସ୍ତାରେ ସୋମବାର ପୋଲିସ ଚଢ଼ାଉ କରି ୩୦୦ ଲିଟର ମଦ ଜବତ କରିଛି। ବେଆଇନ ମଦ ଚାଲାଣ କାରବାରରେ ସମ୍ପୃକ୍ତ ଏକ ସ୍କର୍ପିଓ ଗାଡ଼ି (ଓଆର୍‌ ୦୨ ଏଏ୦୫୮୬)କୁ ଜବତ କରାଯାଇଛି।…

ଅନୁଗୋଳ ପୋଲିସ ହାତରେ ୮ ଜଣିଆ ଗ୍ୟାଙ୍ଗ; ୩ ଘରେ ବୁଲାଇଥିଲେ କଳାକନା

ଅନୁଗୋଳ ଅଫିସ, ୧୧।୧୧: ସହରର ବିଭିନ୍ନ ସ୍ଥାନରୁ ଚୋରି କରି ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ଏକ ୮ ଜଣିଆ ଗ୍ୟାଙ୍ଗକୁ ଧରିବାରେ ସଫଳତା ପାଇଛି ଅନୁଗୋଳ ପୋଲିସ। ସେମାନଙ୍କ ନିକଟରୁ ଗୋଟିଏ ସୁନା ହାର, ମୁଦି, ମଙ୍ଗଳସୁତ୍ର, ୪ଟି…

ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା; ଖୁବ୍‌ଶୀଘ୍ର ପର୍ଦ୍ଦାଫାଶ କରିବ ପୋଲିସ

ଅନୁଗୋଳ ଅଫିସ, ୧୧।୧୧: ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁରା ନାଏକ(୧୯)ଙ୍କ ମୃତଦେହ ସାକସିଙ୍ଗା ରାସ୍ତା ପାର୍ଶ୍ୱରୁ ଶୁକ୍ରବାର ଅନୁଗୋଳ ପୋଲିସ ଉଦ୍ଧାର କରିବା ଘଟଣାର ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପରିବାର ଲୋକଙ୍କ ହତ୍ୟା ଅଭିଯୋଗକୁ ଆଧାର…

ପାହାଡ଼ରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ପାଲଲହଡ଼ା, ୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଆଲୁରି ପଞ୍ଚାୟତ ବୁରୁବୁରା ଗ୍ରାମର କୁଲାଡେରା ଜଙ୍ଗଲ ନିକଟ ପାହାଡ଼ ଉପରୁ ଶନିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଖମାର ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ମୁହଁଠାରୁ ଅଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?