ଅନୁଗୋଳ

ଏମିତି ବି ଆସେ ମୃତ୍ୟୁ: ବଡ ଭାଇଙ୍କ ମୃତଦେହ ଦେଖି ଟଳିପଡ଼ିଲେ ସାନଭାଇ

ପାଲଲହଡା,୨।୧୧(ଡି.ଏନ୍‌.ଏ.): ଆଜିର ସମାଜରେ ଯେଉଁଠି ଭାଇଟିଏ ଭାଇର ଶତ୍ରୁ ପାଲଟୁଛି, ସେଠାରେ ବଡ଼ ଭାଇଙ୍କ ମୃତଦେହ ଦେଖି ସାନଭାଇ ଆଖି ବୁଜିଛନ୍ତି। ଏପରି ଏକ ଘଟଣା ଘଟିଛି ଅନୁଗୁଳ ଜିଲା ପାଲଲହଡା ଉପଖଣ୍ଡ ସିଡିଙ୍ଗ ଗ୍ରାମରେ। ସୂଚନାନୁଯାୟୀ, ଗତ କିଛିଦିନ ଧରି…

ସୁଧୁରୁନି ବଉଳିଗଡ଼ ବିଦ୍ୟାଳୟ ସମସ୍ୟା:୮ ଶ୍ରେଣୀକୁ ୩ କୋଠରି

ବଅଁରପାଳ, ୨ା୧୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବଉଳିଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଲାଗି ରହିଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପାଠପଢୁଥିବାବେଳେ ସ୍କୁଲରେ ଶିକ୍ଷାର ଗୁଣବତ୍ତା, ଭିତ୍ତିଭୂମି, ଶିକ୍ଷକ ନିଯୁକ୍ତି ଆଦି ଦିଗରେ…

ସଂରକ୍ଷିତ ଜଙ୍ଗଲରୁ ବ୍ୟାପକ ଗଞ୍ଜେଇ ଗଛ ଜବତ କଲା ଛେଣ୍ଡିପଦା ପୋଲିସ

ଛେଣ୍ଡିପଦା,୧।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ କର୍ଣ୍ଣପାଳ କଦମଘାଟ ନିକଟରେ ଶୁକ୍ରବାର ବନବିଭାଗ ଓ ଛେଣ୍ଡିପଦା ପୋଲିସ ମିଳିତ ଚଢ଼ାଉ କରି ବ୍ୟାପକ ଗଞ୍ଜେଇ ଗଛ ଜବତ କରିଛି। ଥାନାଧିକାରୀ ସତ୍ୟବ୍ରତ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଘାଟି ନିକଟସ୍ଥ…

ବନ୍ଦ ଖଣି ଚାଲୁ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ,୧।୧୧: ଅନୁଗୋଳ ଜିଲା ସୋଲଡ଼ା ଗ୍ରାମ ସହ ଖୁରିଙ୍ଗା, ସତ୍ୟବାଦୀପୁର, ନାଥଗାଁ ଓ ତେଲିପୁର ଗ୍ରାମର ଶତାଧିକ ଲୋକ ଜିଲାପାଳ ଓ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ତେବେ ବଳରାମ କୋଇଲା ଖଣି(ସୋଲଡା ପ୍ୟାଚ୍‌) ଚାଲୁ କରିବା ଦାବିରେ ଏହି…

ବେଆଇନ ଚିପ୍‌ସ, ବାଲି ଚାଲାଣ : ୧୨ ଟିପ୍ପର ଜବତ

ବଅଁରପାଳ,୧।୧୧(ଡି.ଏନ୍‌.ଏ.):ଅନୁଗୋଳ ଜିଲା ବଅଁରପାଳ ତହସିଲଦାର ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ଶୁକ୍ରବାର ଭୋର୍‌ ସମୟରେ ବେଆଇନ ବାଲି ଚିପିସି ଚାଲାଣ କରିଥିବା ୧୨ଟି ଟିପ୍ପର ଜବତ କରିଛନ୍ତି। କାଗଜପତ୍ର ଯାଞ୍ଚ ସହ ଗାଡ଼ିଗୁଡିକରୁ ଜରିମାନା ଆଦାୟ କରାଯାଇଛି।

ପୁଣି ବାହାରୁ ରୋଗୀ କିଣିଲେ ମେଡିସିନ: ସମ୍ପର୍କୀୟ ତାତିଲା ପରେ ଚେତିଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୧ା୧୧- ୫-ଟି ସଚିବଙ୍କ ତାଗିଦ ପରେ ବି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଅନେକଙ୍କୁ ବାହାରୁ ଔଷଧ କିଣିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ଗୁରୁବାର ଏପରି ଘଟଣାକୁ ନେଇ ପୁରୁଷ ଓ୍ବାର୍ଡରେ ଚିକିତ୍ସାଧୀନ ଜଣେ…

ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ‘ଲୋଭ ପରିହାର କର, ସଚ୍ଚୋଟ ହୁଅ’

ଅନୁଗୋଳ ଅଫିସ, ୧ା୧୧-ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଗୁରୁବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସଭା ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଯୋଗଦେଇ ଦୁର୍ନୀତି ନିବାରଣ ପାଇଁ…

ଥାନାରେ ଏତଲା ଦେଲେ ମହିଳା ମହାବିଦ୍ୟାଳୟ କର୍ତ୍ତୃପକ୍ଷ: ସର୍ଭେ କହି ଡାଟା ନେଇଯାଇଛନ୍ତି ଦୁଇ ଯୁବକ

ଅନୁଗୋଳ ଅଫିସ, ୧ା୧୧-ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସର୍ଭେ ପାଇଁ ଏକ କମ୍ପ୍ୟୁଟର ସଂସ୍ଥାରୁ ଆସିଥିବା କହି ଦୁଇ ଯୁବକ ଗତ ୨୯ ତାରିଖରେ ଅନୁଗୋଳ ମହିଳା ମହାବିଦ୍ୟାଳୟରୁ ଡାଟା ନେଇଯାଇଥିବା କର୍ତ୍ତୃପକ୍ଷ ଗୁରୁବାର ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରଛନ୍ତି। ତେବେ…

ଉପସ୍ଥାନ ଯାଞ୍ଚ କଲେ ଉପଜିଲାପାଳ

ବନ୍ତଳା,୧ା୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳାସ୍ଥିତ ଶ୍ରୀ ଚନ୍ଦ୍ରଶ୍ରେଖର ଜୁନିୟର ମହାବିଦ୍ୟାଳୟ, ଯୁକ୍ତ ତିନି ଉଚ୍ଚତର ଶିକ୍ଷା ମହାବିଦ୍ୟାଳୟ ଓ ପାତେଳି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୁରୁବାର ଉପଜିଲାପାଳ ବାସୁଦେବ ଶତପଥୀ ଅଚାନକ ଗ୍ରସ୍ତ କରିଥିଲେ। ପ୍ରଥମେ ପାତେଳି ପ୍ରାଥମିକ ବିଦ୍ୟାଳୟରେ ଉପଜିଲାପାଳ…

କିଶୋରନଗର ପଞ୍ଚାୟତ ସମିତି ବୈଠକ: ପ୍ରଶାସନିକ ଅଧିକାରୀ ଅଧିକ ଯତ୍ନବାନ ହୁଅନ୍ତୁ

ବଇଣ୍ଡା,୧ା୧୧(ଡି.ଏନ.ଏ.)- କିଶୋରନଗର ପଞ୍ଚାୟତ ସମିତିର ୯ମ ବୈଠକ ବ୍ଲକ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ସରକାରୀ ଯୋଜନା କିପରି ସିଧାସଳଖ ଲୋକଙ୍କ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ମାରୁଢିପ ଗାଁର ଅଚ୍ୟୁତ ମାଝି (୪୧)। ସୂଚନାଯୋଗ୍ୟ, ଉକ୍ତ ଗଁାର ଅଚ୍ୟୁତ ମାଝି…

ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ କରିଛନ୍ତି ସୋଲଡ଼ା ଗ୍ରାମବାସୀ। ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବୁଧବାର ଏ ସମ୍ପର୍କିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri