ଅନୁଗୋଳ

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ମୁଖ୍ୟଅତିଥି, ଜିଲା ସଂସ୍କୃତି…

ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ ଲଗାଇଥିବା ଅଭିଭାବକମାନେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି। ସରକାର ବିଦ୍ୟାଳୟର ମରାମତି…

ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଜିଲା ଶିକ୍ଷା ଅଧିକାରୀ: ପିଲାଙ୍କ ସହ କଲେ ମଧ୍ୟାହ୍ନଭୋଜନ

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଥାନା ଅଞ୍ଚଳରେ ଥିବା କେତେକ ସ୍କୁଲକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ତାଙ୍କ ସହ ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାର ବେହେରା ଉପସ୍ଥିତ ଥିଲେ। ଜିଲା ଶିକ୍ଷା ଅଧିକାରୀ…

ଗାଧୋଇବା ବେଳେ ବୁଡ଼ିଗଲେ, ଜଣେ ମୃତ

ଛେଣ୍ଡିପଦା, ୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ଦୋଳବନ୍ଧ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଲେ ବାଗଡିଆ ଗ୍ରାମ ପଞ୍ଚାୟତ ବଣିଆନଟି ସାହିର ଜେନା ଗୋଛାୟତଙ୍କ ପୁଅ ଶରତ ଗୋଛାୟତ…

ବିପର୍ଯ୍ୟୟ ସହାୟତା

ପ୍ରାକୃତିକ ବିପର୍ଯ୍ୟୟ ତାଲିକାରେ ଆସୁଥିବା ବନ୍ୟା, ବାତ୍ୟା, ଅଂଶୁଘାତ, ବଜ୍ରପାତ, ଅଗ୍ନିକାଣ୍ଡ, ସର୍ପାଘାତ ଆଦିରେ କାହାର ମୃତ୍ୟୁ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇଦେବାର ବ୍ୟବସ୍ଥା ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି।…

୪ ତାରିଖରୁ ନିଖୋଜ ଥିଲେ ଯୁବକ : ରାସ୍ତା ପାର୍ଶ୍ୱରୁ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୯।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଜଣେ ଯୁବକ ଗତ ୪ ତାରିଖରୁ ନିଖୋଜ ଥିବାବେଳେ ଶୁକ୍ରବାର ତାଙ୍କ ମୃତଦେହ ସାକସିଙ୍ଗାରୁ ଅନୁଗୋଳ ପୋଲିସ ଉଦ୍ଧାର କରିଛି। ଚିହ୍ନଟ ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ…

କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି

ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍‌) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ ଟନ୍‌ କୋଇଲା ଆମଦାନୀ କରାଯାଉଛି। ଫଳରେ ଦେଶର ୨ଲକ୍ଷ ୭୧ କୋଟି ଟଙ୍କା…

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁମଣ୍ଡର ଅନିଲ ସେଠୀ, ହେମସୁରପଡ଼ାର ରାଜୁ…

ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି। ମାତ୍ର ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ, ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ଟି…

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ ୧୦ କିମି ଦୂରରେ ଏହି ଗ୍ରାମ ଥିଲେ ମଧ୍ୟ ଏହା ଉପରେ…

ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ

ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଓ ପୋକତୁଙ୍ଗା ଗ୍ରାମକୁ ଯାଇ ଆକ୍ରାନ୍ତଙ୍କୁ ଭେଟିଛନ୍ତି। ଏଥିସହ ଝାଡାବାନ୍ତି…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?