ଅନୁଗୋଳ

ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫

ବନ୍ତଳା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣା ପରେ ବୁଧବାର ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଟିମ୍‌ ସ୍କୁଲକୁ ଯାଇ…

ଅନୁଗୋଳ ଏନ୍‌କ୍ଲେଭର ଶିଳାନ୍ୟାସ: ୨ ପର୍ଯ୍ୟାୟରେ ନିର୍ମାଣ ହେବ ୬୧୩ ଘର

ଅନୁଗୋଳ ଅଫିସ, ୩୧ା୧୦ – ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅନୁଗୋଳ ଏନ୍‌କ୍ଲେଭର ଶିଳାନ୍ୟାସ କରାଯାଇଛି। ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱରେ ଏହି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ…

ମହିଳାଙ୍କଠାରୁ ୩୦ ହଜାର ଲୁଟ୍‌

ବଅଁରପାଳ, ୩୦ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମର ସଞ୍ଜୁକ୍ତା ଦେଓଙ୍କଠାରୁ ବୁଧବାର ଦୁର୍ବୃତ୍ତମାନେ ୩୦ ହଜାର ଟଙ୍କା ଲୁଟ୍‌ କରିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ସେ ନାଲ୍‌କୋ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ନାଲ୍‌କୋ…

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ ଘଟଣା : ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଅନୁଗୋଳ ଅଫିସ,୩୦।୧୦: ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ଉଚ୍ଛେଦକୁ ବିରୋଧ କରି ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଗ୍ରାମବାସୀଙ୍କ…

ଭଡ଼ା ବୃଦ୍ଧି ନିଷ୍ପତ୍ତି ପୁନର୍ବିଚାର ଦାବିରେ ଧାରଣା

ତାଳଚେର,୩୦ା୧୦(ନି.ପ୍ର.)-ତାଳଚେର ପୌର ପରିଷଦ ପକ୍ଷରୁ ଆବଣ୍ଟିତ ହୋଇଥିବା ଦୋକାନ ଘର ଗୁଡ଼ିକରେ ବ୍ୟବସାୟ କରୁଥିବା ଦୋକାନୀଙ୍କ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରାଯିବା ଦାବିରେ ମଙ୍ଗଳବାର ତାଳଚେର ମ୍ୟୁନିସିପାଲିଟି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ…

ଥଇଥାନ ନ କରି ଉଚ୍ଛେଦକୁ ନିନ୍ଦା

ତାଳଚେର, ୩୦ା୧୦(ନି.ପ୍ର.)- ତାଳଚେର ଭାଲୁଗାଡିଆ ଗ୍ରାମରେ ୪ଶହ ପରିବାର ବସବାସ କରୁଛନ୍ତି। ଗ୍ରାମର ୬୬୩.୫୪ ଏକର ଜମି ଅଧିଗ୍ରହଣ ନିମନ୍ତେ ୨୦୦୩ରେ ୪(୧) ନୋଟିସ ହୋଇଥିଲା। ୧୭ା୧୨ା୨୦୧୦ କଟଅଫ ଡେଟ ଥିଲା। ୬୦ ପ୍ରତିଶତ ଲୋକ ଚାକିରି ପାଇଥିବା ବେଳେ ଅବଶିଷ୍ଟ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ଅସୁସ୍ଥ: ଗୁଣିଆ ଡାକି ଝାଡ଼ିଲେ ଅଭିଭାବକ

ବନ୍ତଳା,୩୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅସୁସ୍ଥ ହୋଇପଡ଼ିଥିବା ୧୨ ଛାତ୍ରୀଛାତ୍ରଙ୍କୁ ଝଡ଼ାଫୁଙ୍କା କରିଛନ୍ତି ଗୁଣିଆ। ଶିକ୍ଷକମାନଙ୍କ ବାରଣ ସତ୍ତ୍ୱେ କେତେଜଣ ଅଭିଭାବକ ଏପରି ଅନ୍ଧବିଶ୍ୱାସର ସାହାରା ନେବା ଚର୍ଚ୍ଚାର ବିଷୟ…

ଅନୁଗୋଳ ମେଡିକାଲ ପରିଦର୍ଶନ କଲେ ୫-ଟି ସଚିବ: ବାହାରୁ ମେଡିସିନ୍‌ କିଣାକୁ ନେଇ ଖପ୍ପା

ଅନୁଗୋଳ ଅଫିସ, ୩୦ା୧୦-ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ମଙ୍ଗଳବାର ତାହାର ଅନୁଧ୍ୟାନ କରିଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ। ପୂର୍ବାହ୍ନ ୧୧ଟା ୫୦ରେ…

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ: ହିଙ୍ଗୁଳା ଖଣି ଅଞ୍ଚଳରେ ତୀବ୍ର ଉତ୍ତେଜନା

ତାଳଚେର, ୨୯ା୧୦(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ, ପ୍ରଶାସନ ସହାୟତାରେ ଖଣି କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟକୁ ବିରୋଧ ବେଳେ…

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ। ଏହାସହ ରାଜ୍ୟ ପର୍ଯ୍ୟଟନ ବିଭାଗ ସହାୟତାରେ ଏହି ଶୈବପୀଠକୁ ଜିଲାର…

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ

ଅନୁଗୋଳ ଅଫିସ,୨୯।୧୦: ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଙ୍ଗଳବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ମେଡିକାଲରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି। ମେଡିକାଲର ଯକ୍ଷ୍ମା ବିଭାଗ ସହ ମେଲ୍‌ଓ୍ବାଡ ଏବଂ…

ଭକ୍ତି ଆଣିଛି ସଂହତି

ଓଡାପଡା,୨୯ା୧୦ (ଦିନେଶ ଦାସ) ସମଗ୍ର ଗାଁ ଏବେ ପାଲଟିଛି ଗୋଟିଏ ଗୋଷ୍ଠୀ। ସାହି ସାହି ଭିତରେ ଏବେ ନା ଅଛି ମତାନ୍ତର ନା ମନାନ୍ତର। ପୁରୁଣା ମାନ ଅଭିମାନକୁ ସତେ ଯେମିତି କେବେଠୁ ଭୁଲି ସାରିଲେଣି ଗ୍ରାମବାସୀ। ସମସ୍ତେ ଗୋଟିଏ ସୂତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri