ଅନୁଗୋଳ

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି ସୁଫଳ…

ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା

ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍‌ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍‌ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ ଜିଲାପାଳ…

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ଭାଲୁମୁଣ୍ଡା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ…

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଖଲାସି ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପରିଚୟ…

ଚଳଚଞ୍ଚଳ କାଳୀମଣ୍ଡପ ପଡିଆ: ୩୦ ଲକ୍ଷରେ ପୂଜା ଆୟୋଜନ

ତାଳଚେର,୨୭ା୧୦(ନି.ପ୍ର.)- ମା’ ଶ୍ୟାମାକାଳୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ହୋଇଉଠିଛି ତାଳଚେର ଏମ୍‌ସିଏଲ ନନ୍ଦିରାସ୍ଥିତ କାଳୀମଣ୍ଡପ ପଡିଆ। ନନ୍ଦିରା ଭୂତଳ କୋଇଲା ଖଣି ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବରେ ଶ୍ୟାମାକାଳୀଙ୍କ ମୃଣ୍ମୟୀ ପ୍ରତିମା ଆକର୍ଷଣୀୟ ଭାବେ ନିର୍ମାଣ କରାଯାଇଛି। ମଣ୍ଡପ ସମ୍ମୁଖରେ ୭୫…

ପୋଲିସ ହାତରେ ବାଇକ୍‌ ଚୋରି ର଼୍ୟାକେଟ: ୪ ଗିରଫ, ୫ ବାଇକ୍‌ ଜବତ

ଅନୁଗୋଳ ଅଫିସ୍‌/ବଅଁରପାଳ, ୨୭ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ପୋଲିସ ରବିବାର ଏକ ବାଇକ୍‌ ଚୋରି ର଼୍ୟାକେଟକୁ ଧରିବାରେ ସଫଳ ହୋଇଛି। ଏହି ର଼୍ୟାକେଟର ୪ ଜଣଙ୍କୁ ଗିରଫ କରାଯିବା ସହ ୫ଟି ବାଇକ୍‌, ୪ଟି ମୋବାଇଲ, ୩ଟି ରେଞ୍ଚି ଜବତ କରାଯାଇଛି।…

ଶିକ୍ଷା ବିଭାଗର ଅଜବ ନୀତି: ସୁରଭି ପରଦିନ ଷାଣ୍ମାସିକ ପରୀକ୍ଷା

(ଦିନେଶ ଦେହୁରୀ) ବନ୍ତଳା,୨୭।୧୦ – ଅନୁଗୋଳ ଶିକ୍ଷା ଜିଲାରେ ଶିକ୍ଷା ବିଭାଗର ଅଜବ ନୀତି ପ୍ରତିଭା ବିକାଶରେ ଅନ୍ତରାୟ ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ଗଣ ଶିକ୍ଷାମନ୍ତ୍ରୀ ଆସନ୍ତା ୨୯ ତାରିଖରୁ ନଭେମ୍ବର ୨ ପର୍ଯ୍ୟନ୍ତ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହେବ…

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ରାଜପଥରେ ଗଲାଣି ୧୩୮ ଜୀବନ

ଅନୁଗୋଳ ଅଫିସ, ୨୭ା୧୦ – ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥଗୁଡିକର ବିଭିନ୍ନ ସ୍ଥାନରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଉଦ୍‌ବେଗଜନକ ରହିଛି। ଚଳିତ ବର୍ଷ ଜାନୁୟାରୀରୁ ଅଗଷ୍ଟ ୩୧ ମଧ୍ୟରେ ୨୮୬ଟି ଦୁର୍ଘଟଣା ଘଟିଛି। ଏଥିରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ…

ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିରେ ଅଗ୍ନିକାଣ୍ଡ: ଜଳିଗଲା ପିସି ମେଶିନ

ତାଳଚେର,୨୬।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ଠାରେ ଥିବା ଜଗନ୍ନାଥ କୋଇଲା ଖଣିରେ ଶନିବାର ଅଗ୍ନିକାଣ୍ଡ ଘଟି ଏକ ପିସି ମେଶିନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣାରେ ଗାଡ଼ିଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଖଣିରେ କାମ କରୁଥିବା ବେଳେ ହଠାତ୍‌ ପିସିରେ ନିଆଁ…

ଖୋଲିଲା ରେଙ୍ଗାଳି ଡ୍ୟାମର୍‌ ୯ ନମ୍ବର ଗେଟ୍‌

କଣିହାଁ,୨୬।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀନଦୀର ରେଙ୍ଗାଳି ଡ୍ୟାମ୍‌ର ଗୋଟିଏ ଗେଟ୍‌ ଶନିବାର ଖୋଲାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ଷଷ୍ଠ ଥର ପାଇଁ ୯ ନମ୍ବର ଗେଟ୍‌ ଖୋଲାଯାଇଛି। ନଦୀବନ୍ଧକୁ ପ୍ରତି ସେକେଣ୍ଡରେ ୨୪୫୬…

ଡିଏଲ୍‌ଆର କର୍ମଚାରୀ, ସଫେଇ କର୍ମଚାରୀଙ୍କ ଆନ୍ଦୋଳନ: ନୋଟିସ୍‌ ପଠାଇଲା ପୌରସଂସ୍ଥା

ଅନୁଗୋଳ ଅଫିସ, ୨୬ା୧୦ – ଆନ୍ଦୋଳନକୁ ଓହ୍ଲାଇଛନ୍ତି ପୌରପାଳିକାର ସଫେଇ କର୍ମଚାରୀ। ୧୦ ଡିଏଲ୍‌ଆର ସଫେଇ କର୍ମଚାରୀଙ୍କ ସହ ଠିକା ସଂସ୍ଥାର ୧୩୦ ସଫେଇ କର୍ମଚାରୀ ଶୁକ୍ରବାର ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରିଛନ୍ତି। ଫଳରେ ସହର ସଫେଇ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri