ଅନୁଗୋଳ

ନିଯୁକ୍ତି, ଥଇଥାନ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୪ା୧୦(ନି.ପ୍ର.) – ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବିରେ ତାଳଚେର ବ୍ଲକ ଗୋପାଳପ୍ରସାଦ ପଞ୍ଚାୟତ ମଲ୍ଲୀବନ୍ଧ ଗ୍ରାମବାସୀ ବୁଧବାର ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଖଣି ବନ୍ଦ ଆନ୍ଦୋଳନ କରିଥିଲେ। ଆନ୍ଦୋଳନକାରୀ ଖଣିର ଟାଇମ୍‌ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ…

ନିଯୁକ୍ତି ଦାବିରେ ଖଣି ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ମଲ୍ଲିବନ୍ଧ ଗ୍ରାମବାସୀ

ତାଳଚେର,୨୩।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ମଲ୍ଲିବନ୍ଧ ଗ୍ରାମବାସୀ ଖଣିରେ ନିଯୁକ୍ତି ଦାବିରେ ବୁଧବାର ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ହିଙ୍ଗୁଳା କୋଇଲା ଖଣିି କାର୍ଯ୍ୟ ସହ କୋଇଲା ପରିବହନ, ଉତ୍ତୋଳନ ବନ୍ଦ ରହିଛି। ବାରମ୍ବାର ଦାବି ଓ ଅଭିଯୋଗ…

ହୋଣ୍ଡା ଆକ୍ଟିଭା ୧୨୫ ବିଏସ୍‌ ୬ର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୩ା୧୦- ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡର ଅନୁଗୋଳସ୍ଥିତ ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ପ୍ରଥମ ବିଏସ୍‌-୬ ସ୍କୁଟର ଆକ୍ଟିଭା ୧୨୫ର ବଜାର ପ୍ରବେଶ କରାଯାଇଛି। କମ୍ପାନୀର ଏରିଆ ଇନ୍‌ଚାର୍ଜ (ସେଲସ୍‌) ଦିବ୍ୟେନ୍ଦୁ ଭୌମିକ…

ସୁଦୀପ ନାଗ ଏନ୍‌ଟିପିସି ନୂଆ ସିଜିଏମ୍‌

ତାଳଚେର,୨୩ା୧୦(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ନୂତନ ଚିଫ୍‌ ଜେନେରାଲ ମ୍ୟାନେଜର (ସିଜିଏମ୍‌) ଭାବେ ସୁଦୀପ ନାଗ ମଙ୍ଗଳବାରଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏକଜିକ୍ୟୁଟିଭ ଡାଇରେକ୍ଟର ରମେଶ ବାବୁ ଭି. ସିଏମ୍‌ଡି ଏବଂ ଡେଜିକନେଟେଡ ଡାଇରେକ୍ଟର(ଅପରେଶନ୍ସ) ପଦବୀକୁ ଉନ୍ନୀତ…

ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ…

ଟ୍ରକ ଧକ୍କାରେ ଜଣେ ମୃତ

ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି। ସେ ସାଇକେଲ ଯୋଗେ ବଅଁରପାଳରୁ ନିଜ ଗ୍ରାମକୁ ଫେରୁଥିବାବେଳେ ଅନୁଗୋଳରୁ ତାଳଚେର ଅଭିମୁଖେ ଆସୁଥିବା…

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ)ର ଏକ ୩…

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ ଆରମ୍ଭ କରି ମିନାବଜାର ପର୍ଯ୍ୟନ୍ତ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖାଯାଉଛି। ତେବେ ପୂଜା ଶେଷ…

ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌ ସିରପର ଚୋରା କାରବାର ବୃଦ୍ଧି ପାଉଥିବା ବେଳେ ଅସାଧୁ ବ୍ୟବସାୟୀମାନେ ମଧ୍ୟ ଚଢ଼ା…

ନିର୍ମାଣ ହେଉନି ସୁରେଶ୍ୱରୀ ପ୍ରକଳ୍ପ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଗଣଧାରଣା

ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ଏଥିପ୍ରତି ସରକାର ଦୃଷ୍ଟି ଦେଉ ନ ଥିବା ଯୋଗୁ ସୋମବାର ଜୀବନଜୀବିକା…

ଚାଷ ଜମି ବିବାଦରୁ ବୋମା ମାଡ଼

ବନ୍ତଳା, ୨୦ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଟାଇଁସି ତେନ୍ତୁଳି ସାହିରେ ଧାନ ବିଲକୁ ନେଇ ଗଣ୍ଡଗୋଳ ସହ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ମାମଲା ରୁଜୁ କରିବା ସହ ଘଟଣାସ୍ଥଳରୁ ଏକ ଜୀବନ୍ତ…

ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ଅନୁଗୋଳ ଅଫିସ, ୨୦ା୧୦ ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ ଥିବା କେତେଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ ପରେ ଜିଲାପାଳ ଉକ୍ତ ଫାଇଲ ମଗାଇ ଅନୁଧ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri