ପୋଲିସ ହାତରେ ବାଇକ୍ ଚୋରି ର଼୍ୟାକେଟ: ୪ ଗିରଫ, ୫ ବାଇକ୍ ଜବତ
ଅନୁଗୋଳ ଅଫିସ୍/ବଅଁରପାଳ, ୨୭ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ପୋଲିସ ରବିବାର ଏକ ବାଇକ୍ ଚୋରି ର଼୍ୟାକେଟକୁ ଧରିବାରେ ସଫଳ ହୋଇଛି। ଏହି ର଼୍ୟାକେଟର ୪ ଜଣଙ୍କୁ ଗିରଫ କରାଯିବା ସହ ୫ଟି ବାଇକ୍, ୪ଟି ମୋବାଇଲ, ୩ଟି ରେଞ୍ଚି ଜବତ କରାଯାଇଛି।…
ଶିକ୍ଷା ବିଭାଗର ଅଜବ ନୀତି: ସୁରଭି ପରଦିନ ଷାଣ୍ମାସିକ ପରୀକ୍ଷା
(ଦିନେଶ ଦେହୁରୀ) ବନ୍ତଳା,୨୭।୧୦ – ଅନୁଗୋଳ ଶିକ୍ଷା ଜିଲାରେ ଶିକ୍ଷା ବିଭାଗର ଅଜବ ନୀତି ପ୍ରତିଭା ବିକାଶରେ ଅନ୍ତରାୟ ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ଗଣ ଶିକ୍ଷାମନ୍ତ୍ରୀ ଆସନ୍ତା ୨୯ ତାରିଖରୁ ନଭେମ୍ବର ୨ ପର୍ଯ୍ୟନ୍ତ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହେବ…
ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ରାଜପଥରେ ଗଲାଣି ୧୩୮ ଜୀବନ
ଅନୁଗୋଳ ଅଫିସ, ୨୭ା୧୦ – ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥଗୁଡିକର ବିଭିନ୍ନ ସ୍ଥାନରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଉଦ୍ବେଗଜନକ ରହିଛି। ଚଳିତ ବର୍ଷ ଜାନୁୟାରୀରୁ ଅଗଷ୍ଟ ୩୧ ମଧ୍ୟରେ ୨୮୬ଟି ଦୁର୍ଘଟଣା ଘଟିଛି। ଏଥିରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ…
ଏମ୍ସିଏଲ୍ ଜଗନ୍ନାଥ କୋଇଲା ଖଣିରେ ଅଗ୍ନିକାଣ୍ଡ: ଜଳିଗଲା ପିସି ମେଶିନ
ତାଳଚେର,୨୬।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍ସିଏଲ୍ଠାରେ ଥିବା ଜଗନ୍ନାଥ କୋଇଲା ଖଣିରେ ଶନିବାର ଅଗ୍ନିକାଣ୍ଡ ଘଟି ଏକ ପିସି ମେଶିନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣାରେ ଗାଡ଼ିଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଖଣିରେ କାମ କରୁଥିବା ବେଳେ ହଠାତ୍ ପିସିରେ ନିଆଁ…
ଖୋଲିଲା ରେଙ୍ଗାଳି ଡ୍ୟାମର୍ ୯ ନମ୍ବର ଗେଟ୍
କଣିହାଁ,୨୬।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀନଦୀର ରେଙ୍ଗାଳି ଡ୍ୟାମ୍ର ଗୋଟିଏ ଗେଟ୍ ଶନିବାର ଖୋଲାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ପୂର୍ବାହ୍ନ ୯ଟା ୩୦ ମିନିଟ୍ରେ ଷଷ୍ଠ ଥର ପାଇଁ ୯ ନମ୍ବର ଗେଟ୍ ଖୋଲାଯାଇଛି। ନଦୀବନ୍ଧକୁ ପ୍ରତି ସେକେଣ୍ଡରେ ୨୪୫୬…
ଡିଏଲ୍ଆର କର୍ମଚାରୀ, ସଫେଇ କର୍ମଚାରୀଙ୍କ ଆନ୍ଦୋଳନ: ନୋଟିସ୍ ପଠାଇଲା ପୌରସଂସ୍ଥା
ଅନୁଗୋଳ ଅଫିସ, ୨୬ା୧୦ – ଆନ୍ଦୋଳନକୁ ଓହ୍ଲାଇଛନ୍ତି ପୌରପାଳିକାର ସଫେଇ କର୍ମଚାରୀ। ୧୦ ଡିଏଲ୍ଆର ସଫେଇ କର୍ମଚାରୀଙ୍କ ସହ ଠିକା ସଂସ୍ଥାର ୧୩୦ ସଫେଇ କର୍ମଚାରୀ ଶୁକ୍ରବାର ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରିଛନ୍ତି। ଫଳରେ ସହର ସଫେଇ ଏକ…
ବଳରାମ ଖଣି ବନ୍ଦକୁ ନେଇ ବଢ଼ୁଛି ବିବାଦ: ଖଣି କର୍ତ୍ତୃପକ୍ଷଙ୍କୁ ଦୋଷ ଦେଲା ଡଅଁରା ଗ୍ରାମ କମିଟି
ତାଳଚେର,୨୬ା୧୦(ନି.ପ୍ର.) – କୋଇଲା ପରିବହନକୁ ନେଇ ତାଳଚେର ବ୍ଲକ ଡଅଁରା ଓ ସୋଲଡା ଗ୍ରାମ ମଧ୍ୟରେ ଥିବା ବିବାଦ ଯୋଗୁ ତାଳଚେରସ୍ଥିତ ବଳରାମ କୋଇଲା ଖଣି ଗତ ୧୨ ତାରିଖଠାରୁ ବନ୍ଦ ରହିଛି। ତେବେ ରାଜନୀତି ଓ ହିଙ୍ଗୁଳା ଜେନେରାଲ ମ୍ୟାନେଜର…
ବର୍ଷାରେ ଦବିଲା ପୋଲ
ଛେଣ୍ଡିପଦା,୨୬।୧୦(ସ୍ବ.ପ୍ର.) – ଅନୁଗୋଳ ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଯୋଗୁ ଶୁକ୍ରବାର ଛେଣ୍ତିପଦା ବ୍ଲକ କୁମ୍ଭାରିଆ ନାଳ ଉପରେ ନିର୍ମିତ ପୋଲର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେବା ସହ ମଝିରୁ ଗୋଟିଏ ପାର୍ଶ୍ୱକୁ ଦବି ଯାଇଛି।…
ନାଲକୋ ସିପିପି ପ୍ଲାଣ୍ଟରେ ଅଗ୍ନିକାଣ୍ଡ
ବଅଁରପାଳ, ୨୫।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲ୍କୋ ସିପିପି ପ୍ଲାଣ୍ଟ ପରିସରରେ ଥିବା ୫ମ ୟୁନିଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ…
ନାଲ୍କୋ ସିପିପିରେ ଅଗ୍ନିକାଣ୍ଡ : ବ୍ୟାପକ କ୍ଷୟକ୍ଷତି
ତାଳଚେର,୨୫।୧୦(ନି.ପ୍ର.): ନାଲ୍କୋ ସିପିପି ପ୍ଲାଣ୍ଟର ୫ ୟୁନିଟ୍ରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ସର୍ଟ ଶର୍କିଟି ଯୋଗୁ ଏହି ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ନାଲ୍କୋ ସିଆଏସ୍ଏଫ୍ର ୩ଟି ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାଇବା…
ପ୍ରସ୍ତାବିତ ଧଉରାଗୋଠ ପ୍ରକଳ୍ପ ଦେଖିଲେ ସର୍ବୋଚ୍ଚ ଯନ୍ତ୍ରୀ: ଶୀଘ୍ର ମତାମତ ଦେବାକୁ ଗ୍ରାମବାସୀଙ୍କୁ ପରାମର୍ଶ
ଆଠମଲ୍ଲିକ/ବଇଣ୍ଡା,୨୫।୧୦(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଅକ୍ଷୟ କୁମାର ବାନାର୍ଜୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗୁରୁବାର ଆଠମଲ୍ଲିକ ଉପଖଣ୍ଡ ଅନ୍ତର୍ଗତ ପ୍ରସ୍ତାବିତ ଧଉରାଗୋଠ ପ୍ରକଳ୍ପ ଓ ନିର୍ମାଣାଧୀନ ମାନଜୋର ମଧ୍ୟମ ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ଇଂ.…
ଭିନ୍ନକ୍ଷମଙ୍କୁ ନେଇ ଅନୁଗୋଳରେ ଦଲାଲଙ୍କ ବେପାର: କାହାକୁ ମିଳୁଛି ମଜୁରି, କାହାକୁ ଦରମା
ଅନୁଗୋଳ ଅଫିସ, ୨୫।୧୦-ପାର୍ବଣ ବେଳେ ଭିଡ଼ରୁ ଭଲ ଆୟ କରିବା ଲକ୍ଷ୍ୟରେ କଲିକତାରୁ କିଛି ଦଲାଲ ଭିନ୍ନକ୍ଷମମାନଙ୍କୁ ଅନୁଗୋଳ ଆଣି ଭିକ୍ଷା ବେପାରରେ ଲଗାଇଛନ୍ତି। ଗତ ଲକ୍ଷ୍ମୀ ପୂଜା ବେଳେ ବିଭିନ୍ନ ସ୍ଥାନରେ ଏମାନଙ୍କୁ ବସାଇ ଦିନକୁ ହଜାର ହଜାର ଟଙ୍କା…

