୭ ସପ୍ତାହ ଧରି କୋଇଲା ସଙ୍କଟ; ନାଲ୍କୋର ୮୦ ପଟ୍ ବନ୍ଦ
ବଅଁରପାଳ, ୧୭।୧୦ (ଡି.ଏନ୍.ଏ.) ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ ହେଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲଡ୍ସ ଲିମିଟେଡ୍ (ଏମ୍ସିଏଲ୍)ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ…
ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ;୯ ମାସ ହେବ ଜମା ହେଉନି ଇପିଏଫ୍ ଅର୍ଥ
ଅନୁଗୋଳ ଅଫିସ, ୧୭ା୧୦: ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ ହେବ କର୍ତ୍ତୃପକ୍ଷଙ୍କ…
ଭିନ୍ନକ୍ଷମଙ୍କୁ ମିଳୁନି କାର୍ଯ୍ୟାଦେଶ, ଜିଲାପାଳଙ୍କ ଦ୍ୱାରସ୍ଥ
ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ କାନ୍ଥରେ ନାମ ଥାଇ ମଧ୍ୟ ହମାମିରାର ଭିନ୍ନକ୍ଷମ ହିତାଧିକାରୀ ଦୟାନିଧି ସାହୁଙ୍କୁ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯାଉ ନ ଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦୟାନିଧି ଦର୍ଶାଇଛନ୍ତି ଯେ,…
ଆବାସ ଯୋଜନାରେ ଦୁର୍ନୀତି ଘଟଣା; ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ
ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର…
ଟ୍ରକ-ପିକ୍ଅପ ଭ୍ୟାନ ମଧ୍ୟରେ ଧକ୍କା: ୨ ମୃତ
ଛେଣ୍ତିପଦା,୧୬।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଅନୁଗୋଳ-ସମ୍ବଲପୁର ୫୫ ନଂମ୍ବର ଜାତୀୟ ରାଜପଥର ମୁଣ୍ତା ସାହି ନିକଟରେ ବୁଧବାର ସକାଳ ୫ଟା ବେଳେ ଟ୍ରକ-ପିକ୍ଅପ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାରୁ ପ୍ରକାଶ ଯେ, ପିକ୍ଅପ…
ହୋମଗାର୍ଡ ମାନସଙ୍କ ମାନବିକତା: ପାଇଥିବା ମନିପର୍ସ ଫେରାଇଲେ
ତାଳଚେର,୧୬ା୧୦(ନି.ପ୍ର.)-ବ୍ୟସ୍ତବହୁଳ ଜୀବନରେ ତରବରିଆ ଥିବା ମଣିଷ ବେଳେ ବେଳେ ନିଜ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ହଜାଇ ଦେଇଥାନ୍ତି। କିଏ ନିଜ ଜରୁରୀ କାଗଜପତ୍ର ଗାଡ଼ିରେ ଛାଡ଼ି ଦେଇଥାନ୍ତି ତ ଆଉ କିଏ ପକେଟରୁ ପର୍ସ ଖସି ପଡ଼ିଲେ ବି ଜାଣି ନ ପାରି…
ଫିକା ପଡ଼ୁଛି ପୂଜାର ମଜା: ପୋଲିସର ଗାଡ଼ି ଯାଞ୍ଚକୁ ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୧୬ା୧୦- ପାର୍ବଣକୁ ନେଇ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଗାଡ଼ି ଯାଞ୍ଚ ନାମରେ ପୋଲିସର ଜୁଲମ୍ ଏବେ ଅସନ୍ତୋଷର କାରଣ ହୋଇଥିବା ଚର୍ଚ୍ଚା ହେଉଛି। ସରକାର ଦେଇଥିବା ଟାର୍ଗେଟ ପୂରଣ ପାଇଁ ପୋଲିସ ପୂଜା ପର୍ବ ଦେଖିବାକୁ…
୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ
ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ ଅଧିକାରୀମାନେ ସରକାରୀ କାର୍ଯ୍ୟାଳୟ, ଥାନା, ମେଡିକାଲ ପରିଦର୍ଶନରେ ଯାଉଛନ୍ତି। କର୍ତ୍ତବ୍ୟରେ ଅବହେଳା ଥିଲେ ତ୍ୱରିତ…
୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର
ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ ତଦାରଖ କରାଯାଉ ନାହିଁ କି ତାଗିଦ ମଧ୍ୟ ହେଉନାହିଁ। ତେଣୁ ମନମାନି କରୁଥିବା କର୍ମଚାରୀମାନେ…
ମଦ ଜବତ, ୩ ଗିରଫ
ଆଠମଲ୍ଲିକ,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗତ ୨ଦିନ ମଧ୍ୟରେ ୩୧ ଲିଟର ଚୋରା ମହୁଲି ମଦ, ୨୦୦ କେଜି ପୋଚ୍ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଭାଗ କର୍ମଚାରୀମାନେ ଚଢାଉ କରି ଆଠମଲ୍ଲିକ ଥାନା…
ରାଇନାଳୀ ଗ୍ରାମରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ
ବଇଣ୍ଡା,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ରାଇନାଳୀ ଗ୍ରାମରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀମାନେ ଗ୍ରାମାଭିମୁଖୀ ହୋଇ ଧାନ, ପନିପରିବା ଫସଲ ନଷ୍ଟ କରୁଛନ୍ତି। ଏଥିଯୋଗୁ ଗ୍ରାମବାସୀ ଭୟଭୀତ…
ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ
ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ ହୁଲୁରସିଂହା ପୂଜା ମଣ୍ଡପ ପକ୍ଷରୁ ପ୍ରଥମ ଥର ପାଇଁ ଲକ୍ଷ୍ମୀ ନାରାୟଣଙ୍କ ପାଇଁ…
Archives


