ଅନୁଗୋଳ

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ  ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି  ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ,  ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ  ଅନୁଷ୍ଠାନ  ପକ୍ଷରୁ ସମର୍ଥନ  କରାଯାଇଛି।…

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା

ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି। ସୂଚନାନୁଯାୟୀ,…

ବିପଦ ସଙ୍କେତ ଉପରେ ଜଳସ୍ତର

କଣିହାଁ, ୭ା୧୦ (ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଗୁରୁବାର ସାରୁ ୮ ନମ୍ବର ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏ ସମ୍ପର୍କରେ ଡ୍ୟାମ୍‌ ଡିଭିଜନର ଯନ୍ତ୍ରୀ ଶଙ୍କରାନନ୍ଦ ରଣା କହିଛନ୍ତି, ଜଳସ୍ତର…

୧୦ରେ ତାଳଚେର ବନ୍ଦ ଡାକରା

ତାଳଚେର, ୫ା୧୦ (ମନୋଜ ନନ୍ଦ)ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ଆସନ୍ତା ୧୦ ତାରିଖ ଦିନ ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…

ନର୍ସିଂହୋମରେ ଚିକିତ୍ସା କରୁଥିଲେ ନକଲି ଡାକ୍ତର

ତାଳଚେର,୨ା୧୦(ମନୋଜ ନନ୍ଦ): ୨୦୧୯ରୁ ନର୍ସିଂହୋମ୍‌ର ପଞ୍ଜୀକରଣ ନବୀକରଣ ହୋଇନାହିଁ। ଏଠାରେ ରୋଗୀ ଦେଖୁଥିବା ଡାକ୍ତରଙ୍କ ନିକଟରେ ଡାକ୍ତରୀ ଲାଇସେନ୍ସ ମଧ୍ୟ ନାହିଁ। ତଥାପି ଦୀର୍ଘଦିନ ହେଲା ଏଠାରେ ଚାଲିଥିଲା ରୋଗୀଙ୍କ ଚିକିତ୍ସା। ତେବେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ନେଇ ପୂର୍ବରୁ ପୋଲିସ ନିକଟରେ…

ଡ୍ରେନ୍‌ ନିର୍ମାଣ ସରୁନି, ଚିନ୍ତାରେ ଗ୍ରାମବାସୀ

ବଇଣ୍ଡା,୩୦।୯(ପରିକ୍ଷିତ ସାହୁ): କିଶୋରନଗର ବ୍ଲକ ବଇଣ୍ଡା ଛକ, କଦଳୀମୁଣ୍ଡା, ନନ୍ଦମୁଣ୍ଡା, ଶରଧାମୁଣ୍ଡା ଅଞ୍ଚଳରେ ଡ୍ରେନ୍‌ କାର୍ଯ୍ୟ ସରୁନାହିଁ। ଠିକାସଂସ୍ଥା ପକ୍ଷରୁ କାମ ସମାପ୍ତ କରାଯାଉ ନ ଥିବାରୁ ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ବାରମ୍ବାର ବଇଣ୍ଡା ଗ୍ରାମବାସୀ ରାସ୍ତା କାମ କରୁଥିବା…

୨୦ କି.ମି. ମଧ୍ୟରେ ୩ ଟୋଲ୍‌ଗେଟ୍‌

ପାଲଲହଡ଼ା,୩୦ା୯(ଦିବ୍ୟଜ୍ୟୋତି ଦାଶ): ଦେବଗଡ଼ ଓ କେନ୍ଦୁଝର ଜିଲାକୁ ଲାଗିକରି ଥିବା ଅନୁଗୋଳ ଜିଲାର ପାଲଲହଡା ଉପଖଣ୍ଡବସୀଙ୍କ ଉପରେ ବଢ଼ୁଛି ଟୋଲ୍‌ଗେଟ୍‌ ବୋଝ। ପାଲଲହଡ଼ା ଉପଖଣ୍ଡ ଠାରୁ ମାତ୍ର ୨୦ କି.ମି. ପରିଧି ମଧ୍ୟରେ ୪୯ ଏବଂ ୧୪୯ନଂ. ଜାତୀୟ ରାଜପଥରେ ୩ଟି…

ରାଜପଥ କାମ ନେଇ ବାମୁରରେ ଅସନ୍ତୋଷ

ବଇଣ୍ଡା,୨୯।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାର୍ଯ୍ୟ ଚାଲୁ ରହିଛି। କିଶୋରନଗର ବ୍ଲକ ବାମୁରଠାରେ ଗୁରୁବାର ରାସ୍ତାର କଂକ୍ରିଟକରଣ କରାଯାଉଥିବାବେଳେ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ କରିଛନ୍ତି ବାମୁର…

୩୧ କେଜି ଲଡୁ ୨୨ ଲକ୍ଷରେ ନିଲାମ

ତାଳଚେର,୨୯।(ମନୋଜ ନନ୍ଦ):ତାଳଚେର ଗଣପର୍ବର ଅନ୍ତିମ ପର୍ଯ୍ୟାୟରେ ଗୁରୁବାର ଗଜାନନଙ୍କ ଆଜ୍ଞାମାଳ ଓ ୩୧.୬୦ କେଜି ଲଡୁ ନିଲାମ ଅତି ଆଡମ୍ବର ପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଜ୍ଞାମାଳ ଓ ଲଡୁକୁ ଫାଷ୍ଟଗେଟସ୍ଥିତ ଗଣେଶ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ବିରାଟ ଶୋଭାଯାତ୍ରାରେ…

ନାଲ୍‌କୋ ଆଲୁମିନିୟମ ପାର୍କରେ ୬୦ ହାତୀ

ବଅଁରପାଳ,୨୮ା୯(ଉପେନ୍ଦ୍ର ରାଉତ)ଅନୁଗୋଳ ଜିଲା ନାଲ୍‌କୋ ଆଲୁମିନିୟମ ପାର୍କରେ ବୁଧବାର ୬୦ ହାତୀ ଉପଦ୍ରବ କରିଛନ୍ତି। ହାତୀପଲ ଗଛ ଭାଙ୍ଗି ନଷ୍ଟ କରିବା ସହ ଲୋକଙ୍କ ବଗିଚାରେ ପଶି ପନିପରିବା ଫସଲ କ୍ଷତି ଘଟାଇଛନ୍ତି। ହାତୀପଲକୁ ଦେଖି କୁଲାଡ଼, ଗିରାଙ୍ଗ, ତୁଳସୀପାଳ, ଲଙ୍ଗୁଳିଆବେଡା,…

୧୦ କୁକୁଡ଼ା ଗିଳିଦେଲା ଅଜଗର

ଅନୁଗୋଳ, ୨୬।୯(ଅମିତ କୁମାର ସାମଲ):ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ଗ୍ରାମର ଜନକ ନାୟକଙ୍କ କୁକୁଡ଼ା ଫାର୍ମରେ ସୋମବାର ଏକ ଅଜଗର ପଶି ୧୪ କୁକୁଡ଼ା ମାରିବା ସହ ୧୦ଟିକୁ ଗିଳି ଦେଇଥିବା ଅଭିଯୋଗ ହୋଇଛି। ଜନକଙ୍କଠାରୁ ଖବରପାଇ ସର୍ପ ଉଦ୍ଧାରକାରୀ…

ବ୍ରାହ୍ମଣୀରେ ବହଳିଆ କଳାପାଣି

ତାଳଚେର,୨୬ା୯(ମନୋଜ ନନ୍ଦ):ଅନୁଗୋଳ ଜିଲା ତାଳଚେର ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀରେ ସୋମବାର ଅପରାହ୍ନଠାରୁ ହଠାତ୍‌ ବହଳିଆ କଳାପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଥିଲା। ଏହି ଖବର ପାଇବା ପରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri