ଅନୁଗୋଳ

ହାତୀ ବେକରେ ଲାଗିଲା ରେଡିଓ କଲାର, ଓଡ଼ିଶାରେ ପ୍ରଥମ

ଛେଣ୍ଡିପଦା,୨୧।୨(ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳରେ ଗୁଳିବିଦ୍ଧ ଦନ୍ତାହାତୀକୁ ବନବିଭାଗ ତତ୍ତ୍ୱାବଧାନରେ ୫ଦିନ ଧରି ୩ଟି ଡାକ୍ତରୀ ଦଳ ଚିକିତ୍ସା କରିବା ପରେ ବୁଧବାର ଶୃଙ୍ଖଳ ମୁକ୍ତ କରାଯାଇଛି। ଜଙ୍ଗଲରେ ଛଡ଼ାଯିବା ପୂର୍ବରୁ ହାତୀ ବେକରେ ରେଡିଓ କଲାର ଲଗାଯାଇଛି।…

ଲୁଟେରାଙ୍କ ଟାର୍ଗେଟରେ ମେଡିସିନ ବ୍ୟବସାୟୀ

ବଇଣ୍ଡା,୧୮।୨(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା, ଜରପଡା, କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଚୋରି ବଢିବାରେ ଲାଗିଛି। ବିଶେଷ କରି ମେଡିସିନ ବ୍ୟବସାୟୀଙ୍କୁ ଲୁଟେରାମାନେ ଟାର୍ଗେଟ କରୁଥିବାବେଳେ ଏବେ ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଅସୁରକ୍ଷିତ…

ବୁଲୁଛି କ୍ଷତାକ୍ତ ହାତୀ: ଗୁଳି ବାଜିଥିବା…

ଛେଣ୍ଡିପଦା,୧୭।୨(ଅଜିତ ଧଳ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳ ବାଗଡ଼ିଆ ଅଞ୍ଚଳରେ ୩ଦିନ ହେବ ଏକ ଗୋଠଛଡ଼ା ଦନ୍ତା ହାତୀ ବୁଲୁଥିବାବେଳେ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏହି ଦନ୍ତା ହାତୀଟି ଆଠମଲ୍ଲିକ ଅଞ୍ଚଳରୁ ୩ଦିନ ତଳେ ଛେଣ୍ଡିପଦା ବନାଞ୍ଚଳର କଣଲୋଇ ଦେଇ…

୬ ବର୍ଷ ହେଲା ପ୍ରାଣୀଧନଙ୍କ ଚିକିତ୍ସା ବ୍ୟବସ୍ଥା ଠପ୍‌

ବଇଣ୍ଡା,୧୪।୨ (ପରିକ୍ଷିତ ସାହୁ): ଗାଈ, ଛେଳି ଓ କୁକୁଡ଼ା ପାଳନ ପାଇଁ ସରକାର ଚାଷୀ, ମହିଳା ଓ ସ୍ବୟଂସହାୟକ ଗୋଷ୍ଠୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଏଥିପାଇଁ ବ୍ୟାଙ୍କ ଜରିଆରେ ସବ୍‌ସିଡିଯୁକ୍ତ ଋଣ ପ୍ରଦାନ କରୁଛନ୍ତି। ହେଲେ ଏହି ପ୍ରାଣୀଧନଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ

ଅନୁଗୋଳ,୧୨ା୨(ଅମିତ କୁମାର ସାମଲ): ଟ୍ରକ୍‌ ଦୁର୍ଘଟଣାରେ ସୋମବାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବଅଁରପାଳ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ସୁନୀତା ସାହୁ ନାମକ ଜଣେ ମହିଳା ଏକ ସ୍କୁଟିରେ ବଅଁରପାଳରୁ ତାଳଚେର…

ଝିଅକୁ ବଳାତ୍କାର ବେଳେ ମା’ଙ୍କ ହାବୁଡ଼ରେ ପଡ଼ିଲେ ବାପା, ପରେ…

ଅନୁଗୋଳ,୭।୨ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ପୋଲିସ ମଙ୍ଗଳବାର ଜଣେ ବଳାତ୍କାର ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଗତ ୧ ତାରିଖରେ ଅଭିଯୁକ୍ତଙ୍କ ଝିଅ ଏ ନେଇ ଭବାନୀପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ମାମଲା ଅନୁଗୋଳରେ…

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୋପାଳକ

ଅନୁଗୋଳ,୬ା୨ (ଅମିତ କୁମାର ସାମଲ):୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀଧନ ଚିକିତ୍ସକମାନେ ସମୂହ…

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …

ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ…

ଆଠମଲ୍ଲିକ ଉପଖଣ୍ଡରେ ଅସୁରକ୍ଷିତ କଲରାପତରିଆ

ବଇଣ୍ଡା,୫ା୨ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ କଲରାପତରିଆ ବାଘ ଅସୁରକ୍ଷିତ ହୋଇପଡ଼ିଥିବା ସାଧାରଣରେ ଅଭିଯୋଗ ହେଉଛି। ଦୀର୍ଘଦିନ ହେଲା ଶିକାରୀମାନେ ଉପଖଣ୍ଡର ବିଭିନ୍ନ ଜଙ୍ଗଲାଞ୍ଚଳରେ ଫାଶ ବସାଇ ଜନ୍ତୁ ଶିକାର କରୁଥିବା ବେଳେ ସେଥିରେ ଲାଗି ଏକାଧିକ କଲରାପତରିଆ…

୫ ଶ୍ରେଣୀକୁ ଜଣେ ଶିକ୍ଷକ

ବଇଣ୍ଡା,୨ା୨ (ପରିକ୍ଷିତ ସାହୁ): ୫ଟି ଶ୍ରେଣୀର ପିଲାଙ୍କୁ ପଢ଼ାଇବା ପାଇଁ ଅଛନ୍ତି ଜଣେ ମାତ୍ର ଶିକ୍ଷକ। ଦୀର୍ଘଦିନ ହେଲା ଏପରି ଅବ୍ୟବସ୍ଥାରେ ଚାଲିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ଠେଲକନାଳୀଠାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲର…

ବୃଦ୍ଧାଙ୍କ ଜୀବନ ରକ୍ଷାକଲେ ଫଟୋ ଖବରଦାତା

ଅନୁଗୋଳ,୨୦।୧(ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା କୁମଣ୍ଡ ଚଣ୍ଡିବଜାର ରେଳ ଧାରଣାରେ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ବୃଦ୍ଧାଙ୍କ ଜୀବନ ରକ୍ଷା କରିଛନ୍ତି‘ଧରିତ୍ରୀ’ର ଅନୁଗୋଳ ଫଟୋ ଖବରଦାତା ଜ୍ୟୋତିରଞ୍ଜନ ସାହୁ (ବୁବୁ)। କୌଶଳକ୍ରମେ ସେ ଟ୍ରେନ୍‌କୁ ରୋକିବା ସହ…

ଆଶାକର୍ମୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଅନୁଗୋଳ,୧୯ା୧(ଅମିତ କୁମାର ସାମଲ): ଗର୍ଭବତୀ ମହିଳାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରି ଫେରୁଥିବା ବେଳେ ଦୁର୍ଘଟଣାରେ ଶୁକ୍ରବାର ଜଣେ ଆଶାକର୍ମୀଙ୍କର ମୃତ୍ୟୁ ହାଇଛି। ସ୍କୁଟିରେ ଥିବା ଆଶାକର୍ମୀଙ୍କୁ ଟ୍ରକ୍‌ ଚାପି ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନାନୁସାରେ, ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?