ଅନୁଗୋଳ

ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌ ସିରପର ଚୋରା କାରବାର ବୃଦ୍ଧି ପାଉଥିବା ବେଳେ ଅସାଧୁ ବ୍ୟବସାୟୀମାନେ ମଧ୍ୟ ଚଢ଼ା…

ନିର୍ମାଣ ହେଉନି ସୁରେଶ୍ୱରୀ ପ୍ରକଳ୍ପ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଗଣଧାରଣା

ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ଏଥିପ୍ରତି ସରକାର ଦୃଷ୍ଟି ଦେଉ ନ ଥିବା ଯୋଗୁ ସୋମବାର ଜୀବନଜୀବିକା…

ଚାଷ ଜମି ବିବାଦରୁ ବୋମା ମାଡ଼

ବନ୍ତଳା, ୨୦ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଟାଇଁସି ତେନ୍ତୁଳି ସାହିରେ ଧାନ ବିଲକୁ ନେଇ ଗଣ୍ଡଗୋଳ ସହ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ମାମଲା ରୁଜୁ କରିବା ସହ ଘଟଣାସ୍ଥଳରୁ ଏକ ଜୀବନ୍ତ…

ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ଅନୁଗୋଳ ଅଫିସ, ୨୦ା୧୦ ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ ଥିବା କେତେଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ ପରେ ଜିଲାପାଳ ଉକ୍ତ ଫାଇଲ ମଗାଇ ଅନୁଧ୍ୟାନ…

ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ

ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ କଟର୍‌ ମେଶିନ ଶନିବାର ବନବିଭାଗ ଜବତ କରିଛି। ସୂଚନାନୁଯାୟୀ, ଛେଣ୍ଡିପଦା ବନାଞ୍ଚଳର କୋଶଳା…

କାନ୍ଥ ପଡ଼ି ୨ଜଣଙ୍କ ଜୀବନ ଗଲା

ବଅଁରପାଳ,୧୯।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଗଣେଶବଜାର ନିକଟରେ କାନ୍ଥ ପଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବୃନ୍ଦାବନପୁର ଗ୍ରାମର ଦୀପୁ ପରିଡ଼ା ଏବଂ ଅନ୍ୟଜଣେ ତପନ ନାୟକ ବୋଲି ଜଣାପଡ଼ିଛି। ଉଭୟ ଗୋପୀ ସାହୁଙ୍କ ଘରେ ପାଇପ କାମ କରୁଥିଲେ।…

ଜାତୀୟ ରାଜପଥ ଉନ୍ନତିକରଣରେ ବିଳମ୍ବ ପ୍ରତିବାଦ: ବିଜେଡି ପକ୍ଷରୁ ଗଣଧାରଣା

ତାଳଚେର,୧୯ା୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବାଇପାସ୍‌ ଏବଂ ଗୋଡିବନ୍ଧ ଛକ ନିକଟରେ ଶନିବାର ବିଜେଡି ପକ୍ଷରୁ ଗଣଧାରଣା ଦିଆଯାଇଛି। ଜାତୀୟ ରାଜପଥ ଉନ୍ନତିକରଣରେ ବିଳମ୍ବ ଏବଂ ନିର୍ମାଣରେ ବ୍ୟାପକ ଦୁର୍ନୀତି ପ୍ରତିବାଦରେ ଏହି ଧାରଣା ଦିଆଯାଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ…

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚତ୍ ଘଟଣା:ଚିକିତ୍ସା ନ ପାଇ କଟକରୁ ଫେରିଲେ ଶିଶୁ କନ୍ୟା

ଅନୁଗୋଳ ଅଫିସ, ୧୯।୧୦ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁ କନ୍ୟା ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚତ୍ ଧରି ଶୁକ୍ରବାର କଟକ ବଡ଼ ମେଡିକାଲ ଯାଇଥିଲେ ହେଁ ସେଠାରୁ ଚିକିତ୍ସା ନ ପାଇ ଘରକୁ ଫେରିଛନ୍ତି।…

ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ ଗୁଡ଼ିକରେ ବାହାରକୁ ଚାଲି ଯାଉଥିବାବେଳେ ମାସେ ହେବ ଚାଷ ଜମିକୁ ପାଣି ମା଼ଡି ପାରୁ…

ଧଣ୍ଡାତୋପାରେ ଥମୁନି ହାତୀ ଉପଦ୍ରବ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜରେ ଦିନକୁ ଦିନ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏ ଦିଗରେ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ…

ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର…

ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ ନାଭି ଲାଗିଥିବାବେଳେ କେହି କପଡାରେ ଗୁଡାଇ ମେଡିକାଲର ପୁରୁଣା ଓଟି(ଏମ୍‌ଆରଆଇ ପାର୍ଶ୍ୱରେ ଥିବା ଔଷଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?