ଫିକା ପଡ଼ୁଛି ପୂଜାର ମଜା: ପୋଲିସର ଗାଡ଼ି ଯାଞ୍ଚକୁ ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୧୬ା୧୦- ପାର୍ବଣକୁ ନେଇ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଗାଡ଼ି ଯାଞ୍ଚ ନାମରେ ପୋଲିସର ଜୁଲମ୍ ଏବେ ଅସନ୍ତୋଷର କାରଣ ହୋଇଥିବା ଚର୍ଚ୍ଚା ହେଉଛି। ସରକାର ଦେଇଥିବା ଟାର୍ଗେଟ ପୂରଣ ପାଇଁ ପୋଲିସ ପୂଜା ପର୍ବ ଦେଖିବାକୁ…
୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ
ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ ଅଧିକାରୀମାନେ ସରକାରୀ କାର୍ଯ୍ୟାଳୟ, ଥାନା, ମେଡିକାଲ ପରିଦର୍ଶନରେ ଯାଉଛନ୍ତି। କର୍ତ୍ତବ୍ୟରେ ଅବହେଳା ଥିଲେ ତ୍ୱରିତ…
୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର
ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ ତଦାରଖ କରାଯାଉ ନାହିଁ କି ତାଗିଦ ମଧ୍ୟ ହେଉନାହିଁ। ତେଣୁ ମନମାନି କରୁଥିବା କର୍ମଚାରୀମାନେ…
ମଦ ଜବତ, ୩ ଗିରଫ
ଆଠମଲ୍ଲିକ,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗତ ୨ଦିନ ମଧ୍ୟରେ ୩୧ ଲିଟର ଚୋରା ମହୁଲି ମଦ, ୨୦୦ କେଜି ପୋଚ୍ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଭାଗ କର୍ମଚାରୀମାନେ ଚଢାଉ କରି ଆଠମଲ୍ଲିକ ଥାନା…
ରାଇନାଳୀ ଗ୍ରାମରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ
ବଇଣ୍ଡା,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ରାଇନାଳୀ ଗ୍ରାମରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀମାନେ ଗ୍ରାମାଭିମୁଖୀ ହୋଇ ଧାନ, ପନିପରିବା ଫସଲ ନଷ୍ଟ କରୁଛନ୍ତି। ଏଥିଯୋଗୁ ଗ୍ରାମବାସୀ ଭୟଭୀତ…
ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ
ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ ହୁଲୁରସିଂହା ପୂଜା ମଣ୍ଡପ ପକ୍ଷରୁ ପ୍ରଥମ ଥର ପାଇଁ ଲକ୍ଷ୍ମୀ ନାରାୟଣଙ୍କ ପାଇଁ…
ଛେଳିକୁ ଗିଳିଲା ଅଜଗର
ବନ୍ତଳା,୧୪।୧୦(ଡି.ଏନ୍.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ…
ସାଇକେଲ ମରାମତି ସହ ଜନସେବା
ଅନୁଗୋଳ ଜିଲା ବଅଁରପାଳ ବ୍ଲକ କନିଆବେଡ଼ା ଗ୍ରାମର କିଶୋରୀ ସାହୁ(୩୮)। ସ୍ତ୍ରୀ, ଦୁଇ ପୁଅ ଓ ମାଆ, ବାପାଙ୍କୁ ନେଇ ତାଙ୍କ ପରିବାର। ଅଷ୍ଟମ ଶ୍ରେଣୀ ଯାଏ ପଢ଼ିଥିବା କିଶୋରୀ ଦୀର୍ଘ ବର୍ଷ ହେଲା ସାଇକେଲ ମରାମତି କାର୍ଯ୍ୟ କରୁଛନ୍ତି। ଦୈନିକ…
ଭତ୍ତାରେ ପୂରୁନି ପରିବାରର ପେଟ; ସାହା ଖୋଜୁଛନ୍ତି ୭୦ ବର୍ଷୀୟା ଚମ୍ପା
ଛେଣ୍ଡିପଦା,୧୪।୧୦(ସ୍ବ.ପ୍ର.) ରୋଗରେ ବୋହୂ ଓ ସାପ କାମୁଡ଼ାରେ ପୁଅର ମୃତ୍ୟୁ ପରେ ୩ ନାତୁଣୀନାତିଙ୍କ ଭରଣପୋଷଣ କରୁଛନ୍ତି ବୃଦ୍ଧା ଜେଜେମା’। ବର୍ଷ କେଇଟା ତଳେ ଦେହରେ ବଳ ଥିଲା ତାଙ୍କର। ପର ବିଲରେ ମୂଲ ମଜୁରି କରି ୩ ପିଲାଙ୍କ ପେଟରେ…
ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା
ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ…
‘ମୋ ସରକାର’ ପରେ ପଶିଛି ଛାନିଆ
ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର ଅନୁଧ୍ୟାନ କରୁଛନ୍ତି ବଡ଼ ବଡ଼ିଆ ଅଧିକାରୀ। ଏସ୍ପିଙ୍କଠାରୁ ଆରମ୍ଭ କରି ଜିଲାପାଳ, ବିଭିନ୍ନ…
ସମ୍ବର ମାଂସ ଜବତ, ୨ଗିରଫ
ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ ଏକ ସ୍କୁଟି, ବାଇଡିଙ୍ଗ ତାର, ୨ଟି ଟାଙ୍ଗିଆ, କଟୁରୀ, କାଚ, ବୋତଲକୁ ଜବତ କରିଥିବାବେଳେ…

