ଅନୁଗୋଳ

ଆଜି ମହାଷଷ୍ଠୀ, ଉତ୍ସବମୁଖର ଅନୁଗୋଳ: ୧୧ ମଣ୍ଡପରେ ପୂଜା ପାଇବେ ଦଶଭୁଜା

ଅନୁଗୋଳ ଅଫିସ, ୪।୧୦- ଦୁର୍ଗାପୂଜା ପାଇଁ ସଜେଇ ହେଉଛି ଅନୁଗୋଳ ସହର। ଚଳିତବର୍ଷ ୧୧ ମଣ୍ଡପରେ ମା’ ଦଶଭୁଜାଙ୍କ ପୂଜାର୍ଚ୍ଚନା କରାଯିବ। ଶୁକ୍ରବାର ମା’ଙ୍କ ଷଷ୍ଠୀପୂଜା ହେବାକୁ ଥିବାରୁ ଏହାକୁ ନେଇ ସହରରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ସପ୍ତମୀରେ ବିଭିନ୍ନ…

ନିଆଁରେ ପୋଡ଼ି ହୋଇ ଯୁବକ ଗୁରୁତର

ଛେଣ୍ଡିପଦା,୩।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀବଲ୍ଲଭପୁର ଗ୍ରାମରେ ଗୁରୁବାର ନିଆଁରେ ପୋଡ଼ି ହୋଇ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଉକ୍ତ ଗ୍ରାମର ବିଭୂତି କଠାର। ପ୍ରକାଶ ଯେ, ଆଜି ସକାଳେ ବିଭୂତି ଚୁଲିରେ ଚା’ ତିଆରି…

ଛୁଞ୍ଚି ଭାଙ୍ଗି ଅଣ୍ଟାରେ ଅଟକିବା ଘଟଣା: ଜିଲା ଚିକିତ୍ସାଳୟରେ ଶିଶୁର ଚିକିତ୍ସା

ଅନୁଗୋଳ ଅଫିସ, ୩।୧୦ – ଇଞ୍ଜେକସନ ନେବାବେଳେ ଅଣ୍ଟାରେ ଛୁଞ୍ଚି ଭାଙ୍ଗି ରହିଯାଇଥିବା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁ। ର ଜଣେ ୫ ବର୍ଷିୟା ଶିଶୁ କନ୍ୟା ବୁଧବାର ସକାଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ସର୍ଜରୀ ସ୍ପେଶାଲିଷ୍ଟ ତଥା…

ବଦଳିଲା ଅନୁଗୋଳ ଏସ୍‌ପିଙ୍କ ଟିମ୍‌: ୪ ଥାନା ଅଧିକାରୀ,୧୪ ଏସ୍‌ଆଇ ଓ ୧୭ ଏଏସ୍‌ଆଇଙ୍କ ବଦଳି

ଅନୁଗୋଳ ଅଫିସ, ୩।୧୦ – ଅନୁଗୋଳ ଜିଲା ପୋଲିସରେ ବୁଧବାର ଏକ ବଡ଼ ଧରଣର ଅଦଳ ବଦଳ ହୋଇଛି। ନୂଆ ଏସ୍‌ପି ଜଗମୋହନ ମୀନା ଆସିବା ପରେ ତାଙ୍କ ଟିମ୍‌ ପ୍ରଥମ ଥର ପାଇଁ ବଦଳାଇଛନ୍ତି। ଜିଲାର ୪ଟି ଥାନା ଅଧିକାରୀଙ୍କ…

ମେଡିକାଲ ପରିଚାଳନା ଟିମ୍‌ ସୋର୍ସିଂ କରିବ ଏମ୍‌ସିଏଲ୍‌

ଭୁବନେଶ୍ୱର,୩ |୧୦ – ମହାନଦୀ କୋଲ୍‌ ଫିଲ୍ଡସ ଲିମିଟେଡ୍‌ (ଏମ୍‌ସିଏଲ୍‌) ତାଳଚେରରେ ସ୍ଥାପନ କରିଥିବା ୫୦୦ ବେଡ୍‌ ବିଶିଷ୍ଟ ଏହାର ଷ୍ଟେଟ୍‌ ଅଫ୍‌ ଆର୍ଟ ମେଡିକାଲ ପ୍ରତିଷ୍ଠାନର ପରିଚାଳନା ଟିମ୍‌ ସୋର୍ସିଂ କରିବ। ଉକ୍ତ ହସ୍ପିଟାଲର ପରିଚାଳନା ଲାଗି ପ୍ରତିଷ୍ଠିତ ଅନୁଷ୍ଠାନଗୁଡିକୁ…

ପ୍ଲାଷ୍ଟିକ୍‌ମୁକ୍ତ ଅଭିଯାନ: ବ୍ଲକ ପକ୍ଷରୁ ମନ୍ଦିରକୁ ଷ୍ଟିଲ୍‌ ଗ୍ଲାସ୍‌ ପ୍ରଦାନ

ବଅଁରପାଳ,୨।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନୁଗୋଳ ଲାୟନ୍ସ କ୍ଲବ ହାର୍‌ମୋନି ପକ୍ଷରୁ ବୁଧବାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଏ ନେଇ କୁଲାଡ଼ ଶିବମନ୍ଦିର ଓ ଅଲେଖ ମନ୍ଦିରକୁ ୫ ଶହରୁ ଊର୍ଦ୍ଧ୍ୱ ଷ୍ଟିଲ୍‌ ଗ୍ଲାସ୍‌ ପ୍ରଦାନ କରାଯାଇଛି। ଗାନ୍ଧୀ ଜୟନ୍ତୀ…

ଅନୁଗୋଳରେ ମହାତ୍ମା ଗାନ୍ଧୀଙ୍କ ଜିଲାସ୍ତରୀୟ ଜୟନ୍ତୀ

ଅନୁଗୋଳ ଅଫିସ,୨।୧୦: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜିଲାସ୍ତରୀୟ ଜୟନ୍ତୀ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ସାହିତ୍ୟ ସଂସଦ ସଭାପତି କୁମୁଦ ଚନ୍ଦ୍ର ଦାଶ ସଭାପତିତ୍ୱ କରିଥିବାବେଳେ ଅନୁଗୋଳ ଜିଲାପାଳ ମନୋଜ…

ହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର

ଛେଣ୍ତିପଦା, ୨।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ପାଟ୍ଟକୁମୁଣ୍ତା ଗ୍ରାମରେ ପୁଣି ହାତୀ ଆକ୍ରମଣରେ ବୁଧବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଉଛନ୍ତି ପାଟ୍ଟକୁମୁଣ୍ତା ଗ୍ରାମର ଝାରୁ ବେହେରା। ବନବିଭାଗ କହିବା ଅନୁଯାୟୀ ପାଟକ ମୁଣ୍ଡା ଗ୍ରାମର…

ହୃଦ୍‌ଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ମିଳିବ ନିଯୁକ୍ତି

ବଅଁରପାଳ,୨।୧୦ (ଡି.ଏନ.ଏ.)-ନାଲ୍‌କୋ ସିପିପି ଅପରେଶନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର…

ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ଶେଷ: ଜଗନ୍ନାଥ କୋଇଲା ଖଣି କାର୍ଯ୍ୟ ବନ୍ଦ

ତାଳଚେର,୨ା୧୦(ନି.ପ୍ର.)-ତାଳଚେରଠାରେ ଥିବା ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିର ଏନ୍‌ଭାଇରନମେଣ୍ଟାଲ ଓ ଫରେଷ୍ଟ କ୍ଲିୟରାନ୍ସ ଅବଧି ଶେଷ ହୋଇଯାଇଥିବାରୁ ସୋମବାର ରାତି ୧୨ଟାରୁ ଖଣି ଖନନ କାର୍ଯ୍ୟ ବନ୍ଦ କରାଯାଇଛି। ରାଜ୍ୟ ସରକାରଙ୍କ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନୋଟିସ…

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚି: ଯନ୍ତ୍ରଣା ଭୋଗୁଛି ୫ ବର୍ଷର କନ୍ୟା

ଅନୁଗୋଳ ଅଫିସ, ୨।୧୦- ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିବାରୁ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁକନ୍ୟା ଯନ୍ତ୍ରଣା ଭୋଗୁଛି। ଅନୁଗୋଳ ଓ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାର ବିଫଳ ହେବା ପରେ…

ଦଲାଲ ନାମରେ ଗିରଫଦାରିକୁ ଏମ୍‌ଆର୍‌ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍‌ଆର୍‌ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍‌ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ସେମାନେ ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri