ମହୁମାଛି ଆକ୍ରମଣରେ ୩୦ ଗୁରୁତର
ବଇଣ୍ଡା,୧୩।୧୦(ଡି.ଏନ.ଏ.): କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ବଡ଼ଡଙ୍ଗିଆଣୀ ଗ୍ରାମରେ ରବିବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ବଡ଼ଡଙ୍ଗିଆଣୀ ଗ୍ରାମର ଦୁଃଶନ୍ତ ସାହୁ, ଗୁଦୁ ସାହୁ, ମହେଶ୍ୱର ସାହୁ, ଅର୍ପନା ବେହେରା, ଅତୁଲ୍ୟ ପ୍ରଧାନ, ସୁଶୀଳ ବେହେରା, ବାପୁଜୀ ସେଠୀ, ମାଙ୍କଡ଼ଚୁଆ ଗ୍ରାମର ଶତ୍ରୁଘ୍ନ…
ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର
ବଅଁରପାଳ,୧୩।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲ୍କୋ ଟାଉନ୍ ପିସି ବଜାରରୁ ଶନିବାର ରାତିରେ ଚୋରି ହୋଇଛି। ବଜାରରେ ଥିବା କୁଳମଣି ପୁଷ୍ଟିଙ୍କ ଭେରାଇଟି ଷ୍ଟୋର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ସହ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଚୋରି କରି…
ଆଜି ଧରାବତରଣ କରିବେ ମା’ ଲକ୍ଷ୍ମୀ: ସଜେଇ ହୋଇଛି ୨୯ ମଣ୍ଡପ
ଅନୁଗୋଳ ଅଫିସ, ୧୩ା୧୦ – ଧରାବତରଣ କରିବେ ମା ଲକ୍ଷ୍ମୀ। ଏ ନେଇ ଅନୁଗୋଳ ସହର ସଜେଇ ହୋଇଛି। ରବିବାରଠାରୁ ମା’ଙ୍କ ପୂଜା ଆରମ୍ଭ ହେବ। ମା’ଙ୍କ ଆଗମନ ପାଇଁ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି।…
ଜିଲା ମୁଖ୍ୟ ଚିକିତ୍ସାଳୟ ଅଚାନକ ପରିଦର୍ଶନ କଲେ ଜିଲାପାଳ: ସେବା ସମ୍ପର୍କରେ ରୋଗୀଙ୍କୁ ପଚାରିଲେ, ସମସ୍ୟା ବୁଝିଲେ
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ମେଡିକାଲରେ ପହଞ୍ଚିଥିଲେ। ତାଙ୍କ ସହ ଉପଜିଲାପାଳ ବାସୁଦେବ…
ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା
ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…
ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍ପି
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…
ମହୀଧରପୁରରେ ପୃଥକ୍ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଶୁଶୁଡା ଅଞ୍ଚଳର ନରେଶ ମାହାଳିକ(୩୨) ଓରଫ ପିଣ୍ଟୁ।…
୫୩ ବର୍ଷରେ ଠାକୁରଗଡ଼ ଲକ୍ଷ୍ମୀପୂଜା: ୩ ଶହରୁ ୫ ଲକ୍ଷ ଟଙ୍କା ଅଟକଳ
ବଇଣ୍ଡା,୧୨।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ହେବାକୁ ଥିବା ଲକ୍ଷ୍ମୀପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବହୁ ଆଡ଼ମ୍ବରରେ ଏହା ପାଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ୧୯୬୬ରେ ଲକ୍ଷ୍ମୀ ବଜାରଠାରେ ଏହି ପୂଜା…
ଦିନକ ପରେ ଧରାବତରଣ କରିବେ ମା’ ଲକ୍ଷ୍ମୀ: ଆଇନଶୃଙ୍ଖଳା ଜଗିବେ ୧୫ ପ୍ଲାଟୁନ ଫୋର୍ସ
ଅନୁଗୋଳ ଅଫିସ, ୧୨।୧୦ – ଦିନକ ପରେ ଅନୁଗୋଳରେ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଏ ନେଇ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଆଇନଶୃଙ୍ଖଳା ରକ୍ଷା ପାଇଁ ଏଥର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସହରରେ ଟ୍ରାଫିକ…
ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ତଦନ୍ତ ଦାବି କଲେ ହିତାଧିକାରୀ
ଛେଣ୍ଡିପଦା, ୧୨ା୧୦ (ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ହିତାଧିକାରୀ। ଏ ନେଇ ଶୁକ୍ରବାର ବିଡିଓଙ୍କ ନିକଟରେ ଅଭିଯୋଗ କରିବା ସହ ଏହାର ତଦନ୍ତ ପାଇଁ ଦାବି କରିଛନ୍ତି। ଅଭିଯୋଗ…
୮ ମାସ ହେଲା ଯନ୍ତ୍ରଣାରେ ପୁଅର ଜୀବନ: ଆର୍ଥିକ ସହାୟତା ପାଇଁ ମା’ଙ୍କ ନିବେଦନ
ଛେଣ୍ଡିପଦା,୧୨ା୧୦(ସ୍ବ.ପ୍ର.) – ବ୍ରେନ ଷ୍ଟ୍ରୋକ, ପରେ ଗଳା ପାରାଲିସିସ୍। ମେଡିକାଲ ଦୌଡି ଦୌଡି ଲକ୍ଷାଧିକ ଟଙ୍କା ଖର୍ଚ୍ଚ ପରେ ବି ସୁସ୍ଥ ହୋଇପାରିଲେନି। ଶେଷରେ ଅର୍ଥାଭାବରୁ ଅଧିକ ଚିକିତ୍ସା ନ ପାଇ ଘରକୁ ଫେରିଆସିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଛେଣ୍ଡିପଦା…
ଅନାସ୍ଥା ବୈଠକ ସ୍ଥଗିତ: ରାତି ଅଧିଆ ଚିଠିକୁ ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୧୧।୧୦-ଅନୁଗୋଳ ବ୍ଲକ ଖଲାରୀ ସରପଞ୍ଚ କନ୍ଦର୍ପ ମହାରଣାଙ୍କ ବିରୋଧରେ ଶୁକ୍ରବାର ହେବାକୁ ଥିବା ଅନାସ୍ଥା ବୈଠକ ସ୍ଥଗିତ ରହିଛି। ଗୁରୁବାର ସନ୍ଧ୍ୟା ୭ଟା ପରେ ବ୍ଲକ ପକ୍ଷରୁ ଏ ନେଇ ପଞ୍ଚାୟତର ସରପଞ୍ଚ, ସଭ୍ୟାସଭ୍ୟଙ୍କୁ ଅବଗତ କରାଯିବା ସହ…

