ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ
ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ଏବେ ସାଧାରଣ ଜନତାଙ୍କ ପାଇଁ ମରଣଯନ୍ତା ପାଲଟିଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ…
ମେଡିକାଲ, ଆର୍ଟିଓରୁ ଦଲାଲ୍ ଛୁ
ଅନୁଗୋଳ ଅଫିସ, ୨୯।୯ – ସରକାରୀ କାର୍ଯ୍ୟାଳୟ, ମେଡିକାଲରୁ ଦଲାଲଙ୍କୁ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଅନୁଗୋଳ ପୋଲିସର ଘନ ଘନ ଚଢ଼ାଉ କାମ ଦେଇଛି। ଶୁକ୍ରବାର ୭ଜଣଙ୍କୁ ଗିରଫ କରାଯାଇଥିବାରୁ ଏବେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏପରିକି…
ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ
ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ କୃଷକ ମହାସଂଘ। ଶୁକ୍ରବାର ଅନୁଗୋଳ ଗସ୍ତରେ ଥିବା ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ…
ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ
ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ପଲିଥିନକୁ ନିଷେଧ କରାଯାଇଛି। ଅନୁଗୋଳ ଜିଲାକୁ ପଲିଥିନ ମୁକ୍ତ କରିବାକୁ ଜିଲାପାଳ…
ଯାତ୍ରୀ ବିଶ୍ରାମାଗାର ଭଙ୍ଗା ହେଲେ ଆନ୍ଦୋଳନ ଚେତାବନୀ
ବଇଣ୍ଡା,୨୮।୯(ଡି.ଏନ.ଏ.) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତ ସାନହୁଲା କ୍ରସର ଛକଠାରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦେବା ପାଇଁ ଯୋଜନା କରାଯାଉଛି। ଏହାକୁ ସାନହୁଲା କ୍ରସରସାହି ବାସିନ୍ଦା ବିରୋଧ କରିବା ସହ ଆନ୍ଦୋଳନ କରିବେ ବୋଲି ନିଷ୍ପତି…
ଛତୁ ତୋଳିବାକୁ ଯାଇ ହେଟାବାଘ ଆକ୍ରମଣରେ ଜଣେ ଗୁରୁତର
ବନ୍ତଳା/ଅନୁଗୋଳ ଅଫିସ,୨୮।୯(ଡି.ଏନ୍.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଫରେଷ୍ଟ ବିଟ୍ ଅଧୀନ ଅନ୍ତୁଳିଆ ରିଜର୍ଭ ଜଙ୍ଗଲର କୁରୁତାପେ ନିକଟକୁ ଛତୁ ତୋଳିବାକୁ ଯାଇ ଶନିବାର ସକାଳେ ହେଟା ବାଘ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତୁଳିଆ ଗ୍ରାମର…
ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା ଓ…
ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ କରାଯାଇଛି।…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟମାରଣା ପ୍ରତିବାଦ: ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପାର ଧାରଣା
ଅନୁଗୋଳ ଅଫିସ,୨୭।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ ଶୁକ୍ରବାର ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଧାରଣା ଦିଆଯାଇଛି। ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ପୂର୍ବତନ…
ପରିବହନ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭ ଦଲାଲ ଗିରଫ
ଅନୁଗୋଳ ଅଫିସ,୨୭।୯: ଅନୁଗୋଳ ଜିଲା ପରିବହନ କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୋଟ ୭ ଜଣ ଦଲାଲଙ୍କୁ ଅନୁଗୋଳ ପୋଲିସ ଶୁକ୍ରବାର ଗିରଫ କରିଛି। ମେଡିକାଲର ୪ ଦଲାଲ ଗରିବ ଲୋକଙ୍କୁ ଶୋଷଣ କରିବା ସହ ଡାକ୍ତରମାନଙ୍କୁ ବିଭିନ୍ନ ସମୟରେ…
ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ
ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ ପୂଜା କମିଟି ପକ୍ଷରୁ ସେ ଖୋଜାପଡନ୍ତି। ବିଭିନ୍ନ ମଣ୍ଡପରେ ଦୀର୍ଘ ୪ରୁ ୫ ଘଣ୍ଟା…
କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍
ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ ଦୌରାଜଜ୍ ଗୁରୁବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରପଡା ଥାନା କୁଶକିଳା ଗାଁର ଦୁଇ…
Archives


