ହୃଦ୍ଘାତରେ ନାଲ୍କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ମିଳିବ ନିଯୁକ୍ତି
ବଅଁରପାଳ,୨।୧୦ (ଡି.ଏନ.ଏ.)-ନାଲ୍କୋ ସିପିପି ଅପରେଶନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର…
ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ଶେଷ: ଜଗନ୍ନାଥ କୋଇଲା ଖଣି କାର୍ଯ୍ୟ ବନ୍ଦ
ତାଳଚେର,୨ା୧୦(ନି.ପ୍ର.)-ତାଳଚେରଠାରେ ଥିବା ଏମ୍ସିଏଲ୍ ଜଗନ୍ନାଥ କୋଇଲା ଖଣିର ଏନ୍ଭାଇରନମେଣ୍ଟାଲ ଓ ଫରେଷ୍ଟ କ୍ଲିୟରାନ୍ସ ଅବଧି ଶେଷ ହୋଇଯାଇଥିବାରୁ ସୋମବାର ରାତି ୧୨ଟାରୁ ଖଣି ଖନନ କାର୍ଯ୍ୟ ବନ୍ଦ କରାଯାଇଛି। ରାଜ୍ୟ ସରକାରଙ୍କ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନୋଟିସ…
ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚି: ଯନ୍ତ୍ରଣା ଭୋଗୁଛି ୫ ବର୍ଷର କନ୍ୟା
ଅନୁଗୋଳ ଅଫିସ, ୨।୧୦- ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିବାରୁ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁକନ୍ୟା ଯନ୍ତ୍ରଣା ଭୋଗୁଛି। ଅନୁଗୋଳ ଓ କଟକର ଏକ ଘରୋଇ ନର୍ସିଂହୋମ୍ରେ ଅସ୍ତ୍ରୋପଚାର ବିଫଳ ହେବା ପରେ…
ଦଲାଲ ନାମରେ ଗିରଫଦାରିକୁ ଏମ୍ଆର୍ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍ଆର୍ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ସେମାନେ ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ…
ପକ୍କା ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ
ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ସୋମବାର ଭୂମିପୂଜା କରାଯାଇଛି। ଆଠମଲ୍ଲିକ ବିଧାୟକ…
ହୃଦଘାତରେ ନାଲ୍କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି
ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା
ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରମଞ୍ଚା ଗ୍ରାମର ହୃଷିକେଶ ନାୟକ (୬୫)। ସୂଚନାନୁଯାୟୀ, ହୃଷିକେଶ ଅପରାହ୍ନରେ ଘରେ ଥିବା…
ରେଙ୍ଗାଲୀ ଡ୍ୟାମ୍ରୁ ବନ୍ୟାଜଳ ନିଷ୍କାସନ: ଖୋଲିଲା ୮ ନମ୍ବର ଗେଟ୍
କଣିହାଁ,୧।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଲୀ ଡ୍ୟାମ୍ରୁ ମଙ୍ଗଳବାର ପୂର୍ବାହ୍ନରେ ତୃତୀୟଥର ପାଇଁ ବନ୍ୟାଜଳ ନିଷ୍କାସନ ହୋଇଛି। ଡ୍ୟାମ୍ର ବିପଦସଙ୍କେତ ୧୨୩.୫୦ ମିଟର ରହିଥିବା ବେଳେ ଜଳସ୍ତର ୧୨୪.୪ ମିଟରକୁ ଛୁଇଁଥିଲା। ଏଥିଲାଗି ଡ୍ୟାମର ୮ନମ୍ବର ଗେଟ୍କୁ…
କୋଇଲା ସମସ୍ୟା : ନାଲ୍କୋ ସିପିପିର ୬ ୟୁନିଟ୍ ବନ୍ଦ
ବଅଁରପାଳ, ୧।୧୦ (ଡି.ଏନ୍.ଏ.)- ତାଳଚେରସ୍ଥିତ ଏମ୍ସିଏଲ୍ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ କିଛିଦିନ ହେଲା ନାଲ୍କୋ ନିଜସ୍ବ ବିଦ୍ୟୁତ୍ ପ୍ଲାଣ୍ଟ (ସିପିପି)ର ଗୋଟିଏ ପରେ ଗୋଟିଏ…
ସରଳିଆ ହୋଣ୍ଡା ଶୋ’ରୁମ ଉଦ୍ଘାଟିତ
ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ କିଶୋରିଲାଲ ସରଳିଆ, ବିନୋଦ କୁମାର ସରଳିଆ, ଲକ୍ଷ୍ମୀ ହୋଣ୍ଡାର ବିକ୍ରେତା ବିକ୍ରମ ଅଗ୍ରୱାଲ…
ଆଜି ଖୋଲିବ ରେଙ୍ଗାଳି ଗେଟ
କଣିହାଁ,୧।୧୦(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଳି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଊର୍ଦ୍ଧ୍ୱରେ ରହିଛି। ଏ ନେଇ ମଙ୍ଗଳବାର ଅକ୍ଟୋବର ମାସର ପ୍ରଥମ ଦିନରେ ବନ୍ୟାଜଳ ନିଷ୍କାସନ ପାଇଁ ଗେଟ୍ ଖୋଲିବ ବୋଲି ନଦୀ ବନ୍ଧ ତଳମୁଣ୍ଡରେ ଥିବା…
ବିଜୁ କନ୍ୟାରତ୍ନ ଯୋଜନା ବାଟବଣା; କମୁଛନ୍ତି ଶିଶୁ କନ୍ୟା
ଅନୁଗୋଳ ଅଫିସ, ୩୦।୯: ଗଞ୍ଜାମ, ନୟାଗଡ ସମେତ ଅନୁଗୋଳରେ ଶିଶୁ କନ୍ୟା ହାର କମିବାରୁ ରାଜ୍ୟ ସରକାର ୨୦୧୬ରେ ଏହି ଜିଲାରେ ଆରମ୍ଭ କରିଥିଲେ ବିଜୁ କନ୍ୟା ରତ୍ନ ଯୋଜନାର ପାଇଲଟ ପ୍ରକଳ୍ପ। ଏଥିପାଇଁ ପ୍ରତି ଜିଲାକୁ ବାର୍ଷିକ ୨୦ ଲକ୍ଷ…

