କେନ୍ଦ୍ରୀୟ ପୂଜା କମିଟି ବୈଠକ: ଭସାଣିରେ ବାଜିବନି ଡିଜେ
ଅନୁଗୋଳ ଅଫିସ, ୩୦।୯: ଆସନ୍ତା ଅକ୍ଟୋବର ୪ରେ ଅନୁଗୋଳ ସହରରେ ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ରେ ସହରର ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ ପୂଜା ପାଇବେ। ଏ ନେଇ କେନ୍ଦ୍ରୀୟ ପୂଜା କମିଟି ପକ୍ଷରୁ ଚୂଡ଼ାନ୍ତ…
ଅନୁଗୋଳରେ ଓସିଏ ଉପସଭାପତିଙ୍କୁ ସମ୍ବର୍ଦ୍ଧନା: ‘ଏକାଡେମୀ ଭିତ୍ତିଭୂମି ବିକାଶ ମୁଖ୍ୟ ଦାୟିତ୍ୱ’
ଅନୁଗୋଳ ଅଫିସ, ୩୦।୯: ଅନୁଗୋଳ ଟ୍ରକ ଆସୋସିଏଶନ୍ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ୍ର ନବନିର୍ବାଚିତ ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ରବିବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି। ଟ୍ରକ ଆସୋସିଏଶନ୍ ସଭାପତି ବିଭୂତି ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାକୁ…
ବଢୁଛି ଚୋରା ମଦ କାରବାର
କାମାକ୍ଷାନଗର, ୩୦।୯(ଡି.ଏନ୍.ଏ.) ପୋଲିସ ଏବଂ ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁ କାମାକ୍ଷାନଗର ଉପଖଣ୍ଡରେ ଅବାଧ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ମଦ ଯୋଗୁ ଗଣ୍ଡଗୋଳ, ଅସାମାଜିକ କାର୍ଯ୍ୟ ବଢୁଛି। ନିଶାଡ଼ିଙ୍କ ଉପଦ୍ରବ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ବିଭିନ୍ନ ସାମାଜିକ…
ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା
ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ସଭାପତି ତଥା ଅନ୍ତୁଳିଆ ପଞ୍ଚାୟତ ୭ନଂ. ୱାର୍ଡର ୱାର୍ଡମେମ୍ବର ଜଗବନ୍ଧୁ ବେହେରା(୬୦)ଙ୍କୁ…
ବ୍ରାହ୍ମଣବିଲରେ ହାତୀ ଆକ୍ରମଣରେ ଜଣେ ଗୁରୁତର
ଛେଣ୍ଡିପଦା,୨୯।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ବ୍ରାହ୍ମଣବିଲ ଗ୍ରାମରେ ହାତୀ ଆକ୍ରମଣରେ ରବିବାର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମ ବେହେରା ସାହିର ପାଣ୍ଡବ ସାହୁ(୪୮)। ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ସକଳେ ଗ୍ରାମ ନିକଟସ୍ଥ ଆମ୍ବତୋଟାକୁ…
ବଜ୍ରପାତରେ ଭରତପୁର ଖଣି କର୍ମଚାରୀଙ୍କ ଜୀବନଗଲା
ତାଳଚେର,୨୯।୯(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ବ୍ଲକର ଭରତପୁର କୋଇଲା ଖଣିର ଜଣେ କର୍ମଚାରୀଙ୍କ ରବିବାର ସକାଳେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖଣି କର୍ମଚାରୀ ଅଜୟ କୁମାର ସାହୁ (୨୫)। ସେ ଆଜି ସକାଳେ ଡ୍ୟୁଟି କରିବାକୁ ଯାଉଥିବାବେଳେ…
ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ
ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ଏବେ ସାଧାରଣ ଜନତାଙ୍କ ପାଇଁ ମରଣଯନ୍ତା ପାଲଟିଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ…
ମେଡିକାଲ, ଆର୍ଟିଓରୁ ଦଲାଲ୍ ଛୁ
ଅନୁଗୋଳ ଅଫିସ, ୨୯।୯ – ସରକାରୀ କାର୍ଯ୍ୟାଳୟ, ମେଡିକାଲରୁ ଦଲାଲଙ୍କୁ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଅନୁଗୋଳ ପୋଲିସର ଘନ ଘନ ଚଢ଼ାଉ କାମ ଦେଇଛି। ଶୁକ୍ରବାର ୭ଜଣଙ୍କୁ ଗିରଫ କରାଯାଇଥିବାରୁ ଏବେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏପରିକି…
ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ
ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ କୃଷକ ମହାସଂଘ। ଶୁକ୍ରବାର ଅନୁଗୋଳ ଗସ୍ତରେ ଥିବା ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ…
ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ
ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ପଲିଥିନକୁ ନିଷେଧ କରାଯାଇଛି। ଅନୁଗୋଳ ଜିଲାକୁ ପଲିଥିନ ମୁକ୍ତ କରିବାକୁ ଜିଲାପାଳ…
ଯାତ୍ରୀ ବିଶ୍ରାମାଗାର ଭଙ୍ଗା ହେଲେ ଆନ୍ଦୋଳନ ଚେତାବନୀ
ବଇଣ୍ଡା,୨୮।୯(ଡି.ଏନ.ଏ.) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତ ସାନହୁଲା କ୍ରସର ଛକଠାରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦେବା ପାଇଁ ଯୋଜନା କରାଯାଉଛି। ଏହାକୁ ସାନହୁଲା କ୍ରସରସାହି ବାସିନ୍ଦା ବିରୋଧ କରିବା ସହ ଆନ୍ଦୋଳନ କରିବେ ବୋଲି ନିଷ୍ପତି…
ଛତୁ ତୋଳିବାକୁ ଯାଇ ହେଟାବାଘ ଆକ୍ରମଣରେ ଜଣେ ଗୁରୁତର
ବନ୍ତଳା/ଅନୁଗୋଳ ଅଫିସ,୨୮।୯(ଡି.ଏନ୍.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଫରେଷ୍ଟ ବିଟ୍ ଅଧୀନ ଅନ୍ତୁଳିଆ ରିଜର୍ଭ ଜଙ୍ଗଲର କୁରୁତାପେ ନିକଟକୁ ଛତୁ ତୋଳିବାକୁ ଯାଇ ଶନିବାର ସକାଳେ ହେଟା ବାଘ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତୁଳିଆ ଗ୍ରାମର…

