ଅନୁଗୋଳ

ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ବହୁ ଲୋକଙ୍କ ଭିଡ଼ ଜମିଥିଲା। ବିଶେଷ କରି ପଲିଶ୍ରୀ ମେଳା, ମୀନା ବଜାର…

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପୁନର୍ଜୀବିତ କରିବାକୁ ପ୍ରୟାସ; ଉତ୍ତରପ୍ରଦେଶ ଗଲେ ୧୫ ଗ୍ରାମର ବାସିନ୍ଦା

ବନ୍ତଳା, ୨୩ା୯ (ଡି.ଏନ.ଏ.) ମହାବଳ ବାଘ ମହାବୀରର ମୃତ୍ୟୁପରଠାରୁ ଅନୁଗୋଳ ଜିଲା ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ସନ୍ଦିହାନ ହୋଇପଡ଼ିଛି। ବାଘୁଣୀ ସୁନ୍ଦରୀ ୧୦ମାସ ହେଲାଣି ବନ୍ଦୀ ଜୀବନ କାଟୁଛି। ଏପରି ସ୍ଥିତିରେ ଏବେ ସୁନ୍ଦରୀକୁ ବନ ବିଭାଗ ସାତକୋଶିଆ ଜଙ୍ଗଲ ମଧ୍ୟରେ…

ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରାୟ ୧୦…

ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ

ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ଜଣାପଡିଛି, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଜଗନ୍ନାଥପୁର ଗ୍ରାମର କୌଶଲ୍ୟା ସାହୁ (୨୭)ଙ୍କ…

ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନିଯୁକ୍ତି ନ ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ ପୁରଣ କରାଯାଉ ନ ଥିବା ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ…

୨ ନାବାଳିକାଙ୍କୁ ଅପହରଣ ଘଟଣା:୫ କୋର୍ଟଚାଲାଣ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ୧୭ ବର୍ଷିୟା ୨ ଜଣ ନାବାଳିକାଙ୍କୁ ଅପହରଣ କରି ନେଇଥିବା ଅଭିଯୋଗରେ ପୋଲିସ ରବିବାର ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କଳାପାଟନାଳୀ ଗ୍ରାମର ସିପୁନ ରାଜହଂସ, ମିଟୁ ସାହୁ, ବିକାଶ ବାରିକ,…

ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ସଚେତନତା ବୈଠକ: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଅଭିଯୋଗ ପାଇଁ ଆହ୍ବାନ

ଅନୁଗୋଳ ଅଫିସ, ୨୨।୯ – ସମାଜର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ହଟାଇ ଲୋକମାନଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ୨୦୧୪କୁ ଗତବର୍ଷ ଜୁଲାଇ ୭ରେ କାର୍ଯ୍ୟକାରୀ କରିଛନ୍ତି। ଏହି ନୂତନ ଆଇନ ସମ୍ପର୍କରେ ଜନସଚେତନତା…

ଜିଲାପାଳ-ଓକିଲ ସଂଘ ବିବାଦ ସମାଧାନ

ଢେଙ୍କାନାଳ ଅଫିସ,୨୨ା୯ – ଢେଙ୍କାନାଳ ଜିଲାପାଳ ଓ ଓକିଲ ସଂଘ ମଧ୍ୟରେ ଶୁକ୍ରବାର ଦେଖାଦେଇଥିବା ବିବାଦର ସମାଧାନ ହୋଇଛି। ଶନିବାର ମଧ୍ୟାହ୍ନରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ଆଲୋଚନାର ସୁଫଳ ମିଳିଥିବା ଜଣାପଡ଼ିଛି। ଏ ନେଇ ଜିଲାପାଳ କହିଛନ୍ତି, ଭୁଲ ବୁଝାମଣା…

ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ବୈଠକ

ଅନୁଗୋଳ ଅଫିସ, ୨୨।୯ – ଅନୁଗୋଳ ଜିଲା ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ପକ୍ଷରୁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶିଶୁ ଉଦ୍ୟାନ ଠାରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା।…

ଓ୍ବେଲଫେୟାର କମିଟିର ସହଯୋଗ

ବଅଁରପାଳ, ୨୨ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍‌କୋନଗରରେ ଚାଲିଥିବା ବିଶ୍ୱକମର୍ର୍ା ପୂଜାରେ ଜନ ସମାଗମ ଲାଗି ରହିଛି। ୨୩ ମଣ୍ଡପରେ ପ୍ରଭୁଙ୍କ ପୂଜା ଚାଲିଛି। ଶାନ୍ତି ଶୃଙ୍ଖଳା ପାଇଁ ନାଲ୍‌କୋ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ନାଲ୍‌କୋ…

ନାଲ୍‌କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ

ବଅଁରପାଳ,୨୨।୯(ଡି.ଏନ.ଏ) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍‌କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ ମହାପ୍ରବନ୍ଧକ ପ୍ରଦୋଷ କୁମାର ମହାନ୍ତି ଅତିଥି ଭବେ ଯୋଗ ଦେଇଥିଲେ। ପୂଜା ଦେଖିବା ପାଇଁ…

ଅନୁଗୋଳ ମେଡିକାଲ ପରିଦର୍ଶନ କଲେ କାୟାକଳ୍ପ ଟିମ୍‌

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର କାୟାକଳ୍ପ ଟିମ୍‌ର ୩ ଜଣିଆ ସଦସ୍ୟ ପରିଦର୍ଶନ କରିଛନ୍ତି। ସେମାନେ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲିବା ପରେ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ତେବେ ରୋଗୀସେବା ଓ ପରିଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri