ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା ଓ…
ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ କରାଯାଇଛି।…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟମାରଣା ପ୍ରତିବାଦ: ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପାର ଧାରଣା
ଅନୁଗୋଳ ଅଫିସ,୨୭।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ ଶୁକ୍ରବାର ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଧାରଣା ଦିଆଯାଇଛି। ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ପୂର୍ବତନ…
ପରିବହନ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭ ଦଲାଲ ଗିରଫ
ଅନୁଗୋଳ ଅଫିସ,୨୭।୯: ଅନୁଗୋଳ ଜିଲା ପରିବହନ କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୋଟ ୭ ଜଣ ଦଲାଲଙ୍କୁ ଅନୁଗୋଳ ପୋଲିସ ଶୁକ୍ରବାର ଗିରଫ କରିଛି। ମେଡିକାଲର ୪ ଦଲାଲ ଗରିବ ଲୋକଙ୍କୁ ଶୋଷଣ କରିବା ସହ ଡାକ୍ତରମାନଙ୍କୁ ବିଭିନ୍ନ ସମୟରେ…
ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ
ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ ପୂଜା କମିଟି ପକ୍ଷରୁ ସେ ଖୋଜାପଡନ୍ତି। ବିଭିନ୍ନ ମଣ୍ଡପରେ ଦୀର୍ଘ ୪ରୁ ୫ ଘଣ୍ଟା…
କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍
ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ ଦୌରାଜଜ୍ ଗୁରୁବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରପଡା ଥାନା କୁଶକିଳା ଗାଁର ଦୁଇ…
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ
ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର ବିରଜା ମୋହନ ପଟ୍ଟନାୟକ(୫୧)। ମୃତକଙ୍କ ପୁଅ ପ୍ରତୀକ ପଟ୍ଟନାୟକଙ୍କ ଅଭିଯୋଗ ମୁତାବକ, ବୁଧବାର ସନ୍ଧ୍ୟାରେ…
ପିବିଡିଏରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ: ଜିଲାପାଳଙ୍କୁ ଜଣାଇଲେ କୃଷି ଅଧିକାରୀ
ପାଲଲହଡ଼ା, ୨୭ା୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର ପାଉଡି ଭୂୟାଁ ଜନଜାତିଙ୍କ ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ରାଜ୍ୟ ସରକାର ପାଉଡି ଭୂୟାଁ ଉନ୍ନୟନ ସଂସ୍ଥା (ପିବିଡିଏ) ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଦୁଇ ବର୍ଷ ହେବ ସରକାର…
ନାଲ୍କୋ ସ୍ମେଲଟର ପୂର୍ବତନ ଜିଏମ୍ଙ୍କୁ ୨ ବର୍ଷ ଜେଲ
ଅନୁଗୋଳ ଅଫିସ, ୨୭।୯-ନାଲ୍କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍ଡିଜେଏମ୍ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଜ୍ ବିଶ୍ୱଜିତ ନାୟକ ଚୌହାରିଆଙ୍କୁ ଦୁଇ ବର୍ଷ ଜେଲ…
ରାସ୍ତାରେ ଯୁବତୀଙ୍କୁ ପ୍ରେମ ନିବେଦନ ମହଙ୍ଗା ପଡ଼ିଲା, ଗ୍ରାମବାସୀ ଧରି ନିର୍ଧୁମ ଛେଚିଲେ
ଛେଣ୍ଡିପଦା,୨୬।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜନୈକ ଯୁବକ ରାସ୍ତାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ନିର୍ଧୁମ ଛେଚା ଖାଇଛନ୍ତି। ସୂଚନାନୁଯାୟୀ, ବିଦ୍ୟାଳୟକୁ ଜନୈକ ଛାତ୍ରୀ ଯିବା ସମୟରେ କୋଶଳା ଗାଁର ଜଣେ ଯୁବକ ଛାତ୍ରୀଙ୍କୁ ରାସ୍ତାରେ…
ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ : ଡାକ୍ତରଖାନା ପରିସରରେ ଉତ୍ତେଜନା
ଅନୁଗୋଳ ଅଫିସ,୨୬।୯: ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ଘର ବଅଁରପାଳ ବ୍ଲକ ନୂଆହତା ଅଞ୍ଚଳର ବିରଜା ମୋହନ ପଟ୍ଟନାୟକ(୫୧)। ସେ ବୁଧବାର ବିଷପାନ କରି ଡାକ୍ତରଖାନାରେ ଚିକିତ୍ସିତ…
ଡକାୟତି ଯୋଜନା ପଣ୍ଡ, ୪ ଗିରଫ
ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ହାଟପଡ଼ା ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଡକାୟତି ଉଦ୍ୟମକୁ ଅନୁଗୋଳ ପୋଲିସ ପଣ୍ଡ କରିଦେଇଛି। ପାଟ୍ରୋଲିଂ କରୁଥିବା ପୋଲିସ ୪ ଦୁର୍ବୃତ୍ତଙ୍କୁ ଗିରଫ କରିଥିବାବେଳେ ଜଣେ ଚକ୍ମା ଦେଇ ଫେରାର ହୋଇଯାଇଛନ୍ତି। ଏ…

