ଅନୁଗୋଳ

ଓଡ଼ିଶା ସାଇନିଂ ଆଇକନରେ ଚମକିଲେ ନିଖିତା

ଅନୁଗୋଳ,୨୬।୧୨(ଅମିତ ସାମଲ): ରାଉରକେଲା ସହରର ଭଞ୍ଜ ଭବନଠାରେ ଅନୁଷ୍ଠିତ ଓଡ଼ିଶା ସାଇନିଂ ଆଇକନର ସବ୍‌ ଜୁନିଅର ବର୍ଗରେ ଚମକିଛନ୍ତି ଅନୁଗୋଳ ଝିଅ ନିଖିତା ସାହୁ। ପ୍ରାୟ ୧୦ ଜଣ ମଡେଲଙ୍କୁ ପଛରେ ପକାଇ ସେ ମିସ୍‌ ଓଡ଼ିଶା ଟାଇଟଲ ହାସଲ କରିଛନ୍ତି।…

ପୂର୍ବତନ କଂଗ୍ରେସ ବିଧାୟକଙ୍କ ପରଲୋକ

ଅନୁଗୋଳ,୨୩।୧୨ (ଅମିତ କୁମାର ସାମଲ): ପୂର୍ବତନ କଂଗ୍ରେସ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ୮୪ ବର୍ଷ ବୟସରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଅସୁସ୍ଥ ହୋଇ ଶଯ୍ୟାଶାୟୀ ଥିଲେ। ଶନିବାର ମଧ୍ୟାହ୍ନ ସାଢ଼େ ୧୨ଟାରେ କୁଲାଡ଼ସ୍ଥିତ ବାସଭବନରେ ତାଙ୍କର…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ଅନୁଗୋଳ,୨୨ା୧୨: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟାରେ ଏକ ଅମାନବୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଆଠମଲ୍ଲିକ ଥାନା କନ୍ଧପଡ଼ାର ବୈଜୟନ୍ତୀ ସାହୁ ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡ ପରଠାରୁ ଅଭିଯୁକ୍ତ…

ବିଜୁଳି କଟିଲେ ସିଟିସ୍କାନ୍‌ ଠପ୍‌

ଅନୁଗୋଳ, ୨୦।୧୨ (ଅମିତ କୁମାର ସାମଲ): ବିଜୁଳି କଟିଲେ ଠପ୍‌ ହୋଇଯାଉଛି ଗୁରୁତ୍ୱପୂର୍ଣ୍ଣ ସିଟିସ୍କାନ ବ୍ୟବସ୍ଥା। ଜେନେରେଟର ଥିଲେ ବି ବ୍ୟାଟେରି ଚୋରି ହୋଇଯାଇଥିବାରୁ ତାହା କାର୍ଯ୍ୟରେ ଲାଗିପାରୁ ନାହିଁ। ଫଳରେ ସରକାରୀ ମେଡିକାଲରୁ ନିଃଶୁଳ୍କ ସେବା ପାଇ ନ ପାରି…

ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳୁନି ସେବା

ବଇଣ୍ଡା, ୧୮ା୧୨ (ପରିକ୍ଷିତ ସାହୁ): ସରକାରୀ ଡାକ୍ତରଖାନା ହୋଇଥିବାରୁ ଚିକିତ୍ସାରେ ନାନା ସୁବିଧାର ସୁଯୋଗ ନେବାକୁ ଆସୁଛନ୍ତି ରୋଗୀ। ହେଲେ ମେଡିକାଲରେ ପହଞ୍ଚିବା ପରେ ଧାରଣା ବଦଳି ଯାଉଛି ସେମାନଙ୍କର। ଡାକ୍ତରଙ୍କୁ ଦେଖା କରିବା ତ ଦୂରର କଥା ନର୍ସ କି…

ଝିଆରୀଙ୍କୁ କରୁଥିଲେ ପ୍ରେମ, ଯୋଜନା କରି ସବୁଦିନ ପାଇଁ ରାସ୍ତାରୁ ହଟାଇଦେଲେ ଦାଦା

ଅନୁଗୋଳ,୧୦ ।୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳର ଏକ ପୋଖରୀରୁ ଜଣେ ଯୁବକଙ୍କ ହାତଗୋଡ଼ ବନ୍ଧା ମୃତଦେହ ଶନିବାର ଉଦ୍ଧାର ହୋଇଥିଲା। ଏହି ଘଟଣାର ଜରପଡ଼ା ପୋଲିସ ପର୍ଦ୍ଦାଫାସ କରିଛି। ଯୁବକ ଜଣଙ୍କ ଜଣେ ନାବାଳିକାଙ୍କୁ ପ୍ରେମ କରୁଥିଲେ। ସେଥିପାଇଁ…

ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ବଇଣ୍ଡା,୨୭ା୧୧ (ପରିକ୍ଷିତ ସାହୁ): ପ୍ରାଣୀ ସମ୍ପଦର ବିକାଶ ଦିଗରେ ସରକାର ବହୁ ଯୋଜନା ହାତକୁ ନେଇଛନ୍ତି। ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଓ ଚାଷୀଙ୍କୁ ଅଧିକରୁ ଅଧିକ ଲାଭ ପହଞ୍ଚାଇବା ପାଇଁ ଗୋରୁ, ଛେଳି ଓ କୁକୁଡ଼ା ଚାଷ ନିମନ୍ତେ ପ୍ରୋତ୍ସାହନ…

ବସ୍‌ ଚକା ପଙ୍କଚର ହେବାରୁ ଓହ୍ଲାଇପଡ଼ିଲେ ଯାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୩ ଜୀବନ

ଅନୁଗୋଳ,୧୭ା୧୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୩ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍‌ ଝାରସୁଗୁଡ଼ାରୁ…

ବ୍ୟବସ୍ଥା ନ ଥିବାରୁ ବାରଣ୍ଡାରେ

ବଇଣ୍ଡା,୧୭ା୧୧ (ପରିକ୍ଷିତ ସାହୁ): ଛାତ୍ରୀଛାତ୍ରଙ୍କୁ ନେଇ ଭରପୂର ଅଛି ବିଦ୍ୟାଳୟ। ହେଲେ ଶିକ୍ଷାଦାନ ପାଇଁ ଏଠାରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ବିଶେଷକରି ଆବଶ୍ୟକ ଶ୍ରେଣୀଗୃହ ବ୍ୟବସ୍ଥା ନ ଥିବାରୁ ଅନେକ ସମୟରେ ବାରଣ୍ଡାରେ ହେଉଛି ପାଠପଢ଼ା। ସେହିପରି ଶୌଚାଳୟ, ବିଶୁଦ୍ଧ ପାନୀୟ…

ନବଜାତ ଶିଶୁକନ୍ୟାଙ୍କୁ ଝୁଣି ଖାଇଗଲା ବୁଲାକୁକୁର

ଭୁବନେଶ୍ୱର,୧୨।୧୧: ଅନୁଗୋଳ ଜିଲା ଶରଧାପୁର ପଞ୍ଚାୟତ ରାସ୍ତାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନବଜାତ ଶିଶୁକନ୍ୟାଙ୍କୁ ବୁଲା କୁକୁର ଝୁଣି ଖାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଅନୁଗୋଳ ଜିଲା ତାଳଚେର ଅଞ୍ଚଳର ଜଣେ ଯୁବକ ବାଇକ୍‌ରେ ଯାଉଥିବା…

୩୬ ଘଣ୍ଟା ପଡ଼ିରହିଲା ମୃତଦେହ

ଛେଣ୍ଡିପଦା,୮।୧୧(ଅଜିତ ଧଳ): ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ହେଲେ ଦୁର୍ଘଟଣାସ୍ଥଳ କେଉଁ ଥାନା ଅଧୀନରେ ଆସୁଛି ତାହା ପୋଲିସ ଜାଣି ନ ପାରିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରି ୩୬ ଘଣ୍ଟା କାଳ ପଡ଼ିରହିଥିଲା। ଶେଷରେ ରାଜସ୍ବ…

ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ ବିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?