ଅନୁଗୋଳ

ଫି ବୃଦ୍ଧିକୁ ଜୋରଦାର ବିରୋଧ: କଲେଜ ଗେଟ୍‌ରେ ତାଲା

ତାଳଚେର,୨୧ା୯(ନି.ପ୍ର.) – ରି ଆଡମିଶନ ଫି ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୨ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଦୀର୍ଘ ସମୟ ଧରି କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗତବର୍ଷ ରି ଆଡମିଶନ ଫି ୨୭…

ପଲିଥିନ ଖୋଜି ପାଉନି ପୌରପାଳିକା: ଚଢ଼ାଉରୁ ମିଳିଲା ମାତ୍ର ୨ କିଲୋ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ପଲିଥିନ ନିଷେଧ କରାଯାଇଥିଲେ ବି ଏଯାଏ ଲକ୍ଷ୍ୟ ପୂରଣ ହୋଇନାହିଁ। ଏବେ ବି ସହରରେ ଖୋଲାଖୋଲି ଚାଲିଛି ପଲିଥିନ କାରବାର। ଦୋକାନୀମାନେ ବିଭିନ୍ନ ସାମଗ୍ରୀ ଗ୍ରାହକଙ୍କୁ ପଲିଥିନରେ ଦେଉଥିବା ବେଳେ ଉପକଣ୍ଠରେ ଥିବା…

ତୁଟିଲା ସରକାରୀ ବସ୍‌ଷ୍ଟାଣ୍ଡ ଅଡ଼ୁଆ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳରେ ନିର୍ମାଣ ଚାଲିଥିବା ଅତ୍ୟାଧୁନିକ ସରକାରୀ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଥିବା କେତୋଟି ଦୋକାନକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ହୋଇଯାଇଛି। ସମ୍ପୃକ୍ତ ଦୋକାନୀଙ୍କୁ ଅଗ୍ରାଧିକାର ଭିତ୍ତିରେ ନୂତନ ସରକାରୀ ବସ୍‌ ଟର୍ମିନାଲରେ ଦୋକାନ ଗୃହ…

ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର: ଇକୋ ପାର୍କ ଉନ୍ନତୀକରଣ କରାଯାଉ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ଥିବା ଇକୋ ପାର୍କରେ ଏବେ ବିଭିନ୍ନ ସମସ୍ୟା ଦେଖିବାକୁ ମିଳୁଛି। ଏପରି କି ପାର୍କରେ ଥିବା ଆସୁଷଙ୍ଗିକ ବ୍ୟବସ୍ଥାକୁ ବୃଦ୍ଧି କରିବା ସହ ଅଧିକ ଉନ୍ନତୀକରଣ କରିବାକୁ ସହରର ବରିଷ୍ଠ ନାଗରିକମାନେ ଦାବି…

ରାଜପଥରେ ଦୁର୍ଘଟଣା: ୨ ମହିଳା ମୃତ, ଜଣେ ଗୁରୁତର

ପବିତ୍ରନଗର, ୨୦ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର କଣିହାଁ ବ୍ଲକ ସମଲ ଥାନା ବୁରୁକୁନା ପଞ୍ଚାୟତ ନାଇକାନାଳୀ ଛକଠାରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ୍‌ ଓ ଅଟୋ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଛି। ଏଥିରେ ଅଟୋରେ ଥିବା ୨…

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବଇଣ୍ଡା, ୨୦ା୯(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ପାଗବନ୍ଧା ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କାର୍‌ ଚାଳକ ଭଦ୍ରକ ଜିଲା ଫତେପୁର ଅଞ୍ଚଳର ଦୀପକ ସ୍ବାଇଁଙ୍କ…

ଜବରଦଖଲ ଜାଗା ଚିହ୍ନଟ

ବଇଣ୍ଡା, ୨୦ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଗ୍ରାମର ପୂର୍ତ୍ତ ବିଭାଗ ଡାକବଙ୍ଗଳା ଓ ଏହା ନିକଟସ୍ଥ ସରକାରୀ ଜମି ଜବରଦଖଲ କରାଯାଇ ସେଠାରେ ଘର ନିର୍ମାଣ କରାଯାଇଥିବା ନେଇ ଗ୍ରାମବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ଶୁକ୍ରବାର…

ଫି’ ବୃଦ୍ଧିକୁ ନେଇ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା, ଫାଟକରେ ତାଲା ପକାଇ ଆନ୍ଦୋଳନରେ ଛାତ୍ରୀଛାତ୍ର

ତାଳଚେର,୨୦।୯(ନି.ପ୍ର.): ରିଆଡ୍‌ମିଶନ ଫି କମାଇବା ଦାବିରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀଛତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଏଥିସହ ଟାୟାର ଜାଳି ରାସ୍ତାରୋକ କରିବା ସହ କଲେଜ ମଧ୍ୟକୁ କାହାରିକୁ ଛାଡ଼ୁନାହାନ୍ତି। ଫଳରେ…

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ ଆଞ୍ଚଳ ସାହୁ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ…

ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅସୁରକ୍ଷିତ: ଛାତରୁ ଖସୁଛି ପ୍ଲାଷ୍ଟର, ଝରୁଛି ବର୍ଷା ପାଣି

କଣିହାଁ,୨୦।୯(ଡି.ଏନ.ଏ.)-ଛାତରୁ ପ୍ଲାଷ୍ଟର ଖସୁଛି। ଅନେକ ସ୍ଥାନରେ ଲୁହା ରଡ ଦେଖାଯାଉଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳୁଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହି ହେଉ ନାହିଁ। ଏପରି ଅବସ୍ଥାରେ ବି ଉକ୍ତ ଅସୁରକ୍ଷିତ ଗୃହରେ ଚାଲିଛି କଣିହାଁ ବ୍ଲକରେ…

ଘୁମା ରୋଗରେ ମଲେଣି ୫ ହଜାରରୁ ଊର୍ଦ୍ଧ୍ୱ କୁକୁଡ଼ା: ଚାଷୀ ମହଲରେ ବଢ଼ୁଛି ଅସନ୍ତୋଷ

ବନ୍ତଳା,୨୦ା୯(ଡି.ଏନ.ଏ.)-ଅନୁଗୋଳ ବ୍ଲକ ଅଞ୍ଚଳରେ ଅଜଣା ରୋଗରେ ଗୋରୁ ଆକ୍ରାନ୍ତ ହେଉଥିବା ବେଳେ ଏବେ ବ୍ରଏଲର କୁକୁଡ଼ା ମଡ଼କ ଦେଖାଦେଇଛି। ବିଶେଷକରି ବନ୍ତଳା ଅଞ୍ଚଳରେ କିଛି ଦିନ ମଧ୍ୟରେ ଘୁମା ରୋଗରେ ୫ ହଜାରରୁ ଊର୍ଦ୍ଧ୍ୱ କୁକୁଡ଼ା ମୃତ୍ୟୁମୁଖରେ ପଡ଼ିଥିବାରୁ ଏହି ଚାଷୀମାନେ…

ସହର ଅଳିଆକୁ ନେଇ ତୁଟୁନି ବିବାଦ: ଆବର୍ଜନା ଗାଡ଼ି ଅଟକାଇଲେ ଲୋକେ

ଅନୁଗୋଳ ଅଫିସ, ୨୦।୯-ଅନୁଗୋଳ ପୌରପାଳିକାର ଅଳିଆ ବିବାଦ ଥମିବାର ନା ଧରୁନି। ଯୁଆଡ଼େ ଅଳିଆ ନେଇ ଗଲେ ବି ସ୍ଥାନୀୟ ଅଞ୍ଚଳବାସୀଙ୍କଠାରୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି। ଫଳରେ ଅନୁଗୋଳ ପୌରପାଳିକା କର୍ତ୍ତୃପକ୍ଷ ବିଭିନ୍ନ ସମୟରେ ହଟହଟା ହେଉଥିବା ଦେଖିବାକୁ ମିଳୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri