ଅନୁଗୋଳ

ତୁଟିବ ରାଜସ୍ବ ଓ ଜଙ୍ଗଲ ବିଭାଗ ବିବାଦ: ଜିପିଏସ୍‌ରେ ହେବ ସୀମା ନିର୍ଦ୍ଧାରଣ

ଅନୁଗୋଳ ଅଫିସ, ୨୦।୯- ଜଙ୍ଗଲ ବିଭାଗ ଓ ରାଜସ୍ବ ବିଭାଗ ମଧ୍ୟରେ ଏଣିକି ଆଉ ରହିବନି ଜମି ବିବାଦ। ଜିପିଏସ୍‌ ମାଧ୍ୟମରେ ସୀମା ନିର୍ଦ୍ଧାରଣ କରାଯାଇ ବର୍ଷ ବର୍ଷର ଏହି ସମସ୍ୟାର ସମାଧାନ କରିଦିଆଯିବ। ପ୍ରଶାସନ ଓ ବନଖଣ୍ଡ ସମନ୍ବୟରେ ଏହି…

ମିଳୁନି ସାର, କଳାବଜାର ଅଭିଯୋଗ

ବଇଣ୍ଡା,୨୦।୯(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ଏବେ ୟୁରିଆ ସାର ଅଭାବ ଦେଖାଦେଇଛି। ଆବଶ୍ୟକ ପରିମାଣର ସାର ମିଳୁ ନ ଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ଏହାର ଫାଇଦା ଉଠାଇ କେତେକ ଅସାଧୁ ବ୍ୟବାସୀୟ ଚଢ଼ା ଦରରେ ସାର ବିକ୍ରି କରୁଥିବାବେଳେ ପ୍ରଶାସନ…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣିହାଁ,୧୯।୯(ଡି.ଏନ.ଏ.)- କଣିହାଁ ଥାନା ପୋଲିସ ଗୁରୁବାର ଡେରେଙ୍ଗ ଗ୍ରାମର ଜଣେ ବିବାହିତ ଯୁବକଙ୍କ ଅର୍ଦ୍ଧ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି, ଡେରେଙ୍ଗ ଗ୍ରାମର ଯୁବକ ତପନ ସାହୁ ୪ ବର୍ଷ ପୂର୍ବେ ପରଜଙ୍ଗ ଥାନା…

ଜମୁଛି ନାଲ୍‌କୋ ବିଶ୍ୱକର୍ମା ପୂଜା

ବଅଁରପାଳ, ୧୯।୯ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବିଶ୍ୱକର୍ମା ପୂଜାରେ ପ୍ରବଳ ଗହଳି ହେଉଛି। ପ୍ରଥମ ଦିନରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିବା ବେଳେ ଦ୍ୱିତୀୟ ଦିନରେ ଭିଡ଼ ଆହୁରି ବଢ଼ିଥିବା…

ନରହନ୍ତା ଦନ୍ତାର ଉଗ୍ରରୂପ

ପରଜଙ୍ଗ, ୧୯।୯(ଡି.ଏନ.ଏ.) – ଗଁ।ରୁ ଗଁ।କୁ ଘୂରିବୁଲୁଛି। ଯୁଆଡ଼େ ମୁହଁ।ଉଛି ସିଆଡ଼େ ଆତଙ୍କର ବାତାବରଣ ସୃଷ୍ଟି କରୁଛି। ଚାଳ ଛପର, କଂକ୍ରିଟ୍‌ କୋଠା, ପାଚେରି, ବାଡ଼ି ବଗିଚା କିଛି ବାଦ୍‌ ପଡୁନି। ରାତିରେ ଜନବସତିରେ ବୁଲୁଛି। ମଣିଷ ଦେଖିଲେ ମାରିବାକୁ ଗୋଡ଼ାଉଛି।…

ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ବେଡ୍‌ରୁ ରୋଗୀ ଗାଏବ

ଅନୁଗୋଳ ଅଫିସ, ୧୯।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍‌ କେଉଁଆଡ଼େ ଚାଲିଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମେଡିକାଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ପାଇଁ ଏପରି ଘଟଣା ଘଟିଥିବା ଟିଙ୍କାରୁଙ୍କ…

ଭାଙ୍ଗିଗଲାଣି ତନଖି ଫାଟକ ଗୃହ

ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି। ବନ ବିଭାଗ ପକ୍ଷରୁ ତିଆରି ହୋଇଥିବା ଏହି ତନଖି ଫାଟକ ଓ ଗୃହ…

ଭୁଲ ଇଞ୍ଜେକ୍‌ଶନରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ମେଡିକାଲରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍‌ଶନ କାରଣରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ମେଡିକାଲ କର୍ତ୍ତୃପକ୍ଷ ଏପରି ଅଭିଯୋଗକୁ…

ଶୋଚନୀୟ ଅବସ୍ଥାରେ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ୫୫ ବର୍ଷ ହେଲା ଚାଲିଛି ଭଡ଼ାଘରେ

ତାଳଚେର,୧୮ା୯(ନି.ପ୍ର.)-ତାଳଚେର ବଲଣ୍ଡାଠାରେ ଥିବା ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନିୟୋଜନ କାର୍ଯ୍ୟାଳୟ (ସ୍ପେଶିଆଲ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ) ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘ ୫୫ ବର୍ଷ ହେଲା ଏମ୍‌ସିଏଲ୍‌ର ଏକ ଭଡା ଘରେ ଚାଲୁଥିବା ଏହି ଅଫିସ ଗୃହ ୩ ମାସ ହେଲା…

ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରିତା ସମୀକ୍ଷା: ଆୟବୃଦ୍ଧି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ସମୀକ୍ଷା କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଅନୁଷ୍ଠିତ ଏହି…

ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ, ୨୪୦ ଷ୍ଟଲ

ବଅଁରପାଳ,୧୮।୯(ଡି.ଏନ.ଏ.)-ବିଶ୍ୱକର୍ମା ପୂଜା ଅବସରରେ ନାଲ୍‌କୋଠାରେ ଆୟୋଜିତ ଜାତୀୟ ପଲିଶ୍ରୀ ମେଳା ଉଦ୍‌ଘାଟିତ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ…

ନାଲ୍‌କୋରେ ୨୩ ମଣ୍ଡପରେ ଦେବଶିଳ୍ପୀଙ୍କୁ ଆରାଧନା: ପ୍ରଥମ ଦିନରେ ୩୦ ହଜାର ଶ୍ରଦ୍ଧାଳୁ

ବଅଁରପାଳ, ୧୮।୯ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ଦେବଶିଳ୍ପୀଙ୍କୁ ଆରାଧନା କରାଯାଉଥିବା ବେଳେ ପୂଜା ଦେଖିବାକୁ ପ୍ରଥମ ଦିନରେ ପ୍ରାୟ ୩୦ ହଜାରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri