ଅନୁଗୋଳ

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ, ବାରହାଟି ଖାଦ୍ୟ ଅନ୍ବେଷଣରେ ଆସି ବସନ୍ତପୁର ଗ୍ରାମ ଅଖ ବିଶ୍ବାଳଙ୍କ ଘର ପଛ ପଟେ…

ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ ଆହୁରି…

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍‌କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ ଆବାହନ…

ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା

ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଯୁବତୀ ପୁଷ୍ପଲତା ବେହେରା। ପୁଷ୍ପଲତାଙ୍କ ସମ୍ପର୍କରେ ଖବରପାଇବା ପରେ ତାଙ୍କ…

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ…

କୋଇଲା ଅଭାବ: ଟିଟିପିଏସ୍‌ର ୩ଟି ୟୁନିଟ୍‌ ବନ୍ଦ

ତାଳଚେର,୧୬ା୯(ନି.ପ୍ର.): କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ଗୋଟି ୟୁନିଟ ରବିବାର ସନ୍ଧ୍ୟାରୁ ବନ୍ଦ ହୋଇଛି। ଫଳରେ ଉକ୍ତ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉପତ୍ାଦନ ହ୍ରାସ ପାଇଛି । ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଉ ଅଧିକ…

ଉଠା ଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ଉଦ୍ଧାର

କଣିହାଁ,୧୬।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଉଠାଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ମୃତକ ହେଲେ ସ୍ଥାନୀୟ ଟୋଲକବେଡ଼ା ଗ୍ରାମର ହାଡ଼ିବନ୍ଧୁ ଗଡ଼ନାୟକ(୫୫)। ସୂଚନା ଯେ, ସବୁଦିନ ପରି ସେ ରବିବାର ରାତିରେ ଏକ କୋଠରି…

ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା ଅର୍ଥ ଫେରାଇଲା ବ୍ୟାଙ୍କ

ଅନୁଗୋଳ ଅଫିସ୍‌, ୧୬ା୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣାରେ ସମ୍ପୃକ୍ତ ବ୍ୟାଙ୍କ ଟଙ୍କା ଫେରାଇଛି। ବ୍ୟାଙ୍କ ପକ୍ଷରୁ ୫୯ ଲକ୍ଷ ୪୧ହଜାର ୪୮୧ଟଙ୍କା ଆକାଉଣ୍ଟ ନମ୍ବର ୦୭୬୪୧୪୫୦୦୦୦୨୩୫କୁ ଫେରସ୍ତ କରାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।…

ଲମ୍ବା ଧାଡ଼ି ଯୋଗୁ ଚିକିତ୍ସା ପାଇପାରିଲେନି; ଡାକ୍ତର ଦେଖିବା ପୂର୍ବରୁ ଶିଶୁ ମୃତ

ଅନୁଗୋଳ ଅଫିସ, ୧୬।୯: ଗୁରୁତର ଅବସ୍ଥାରେ ରବିବାର ମେଡିକାଲ ଆସିଥିବା ଜଣେ ଦେଢ ବର୍ଷର ଶିଶୁପୁତ୍ର ଚିକିତ୍ସା ପାଇ ନ ପାରିବାରୁ ତାହାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶିଶୁ କୁଇଓ ଜାମୁନାଳି ଅଞ୍ଚଳର ଶଙ୍କର୍ଷଣ ପ୍ରଧାନଙ୍କ ପୁଅ ସୁମନ ପ୍ରଧାନ…

ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ କାରନାମା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଏତେ ଚତୁରତାର ସହ ପ୍ରଶାସନିକ ଅଧିକାରୀଙ୍କ…

ଜେଏସ୍‌ପିଏଲ ପାଳିଲା ଇଞ୍ଜିନିୟର୍ସ ଦିବସ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜେଏସ୍‌ପିଏଲ ପରିସରରେ ରବିବାର ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଭାରତ ରତ୍ନ ତଥା ପ୍ରଖ୍ୟାତ ଇଞ୍ଜିନିୟର ଡଃ. ଏମ୍‌. ବିଶ୍ୱେସ୍ବରାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସ ପାଳନ କରାଯାଇଛି। ଜେଏସ୍‌ପିଏଲର ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ…

ମା’ଙ୍କ ପରେ ହାତ ଛାଡିଦେଲେ ବାପା; ବ୍ୟାଙ୍କ ବାରଣ୍ଡାରେ ୨ ଶିଶୁ

ବନ୍ତଳା,୧୬।୯(ଡି.ଏନ.ଏ.) ୨ ନୀରିହ ଶିଶୁଙ୍କୁ ଛାଡି ମା’ କେଉଁଆଡେ ପଳାଇଥିବାବେଳେ ଏବେ ହାତ ଛାଡିଦେଇଛନ୍ତି ବାପା। ଫଳରେ ସମବାୟ ବ୍ୟାଙ୍କ ବାରଣ୍ଡାରେ ୫ ଦିନ ହେଲା ଅସହାୟ ଅବସ୍ଥାରେ ଅଖିଆ ଅପିଆ ପଡିରହିଛନ୍ତି ଦୁଇ ଶିଶୁ। ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri