ଭାଙ୍ଗିଗଲାଣି ତନଖି ଫାଟକ ଗୃହ
ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି। ବନ ବିଭାଗ ପକ୍ଷରୁ ତିଆରି ହୋଇଥିବା ଏହି ତନଖି ଫାଟକ ଓ ଗୃହ…
ଭୁଲ ଇଞ୍ଜେକ୍ଶନରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ମେଡିକାଲରେ ଚାପା ଉତ୍ତେଜନା
ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍ଶନ କାରଣରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ମେଡିକାଲ କର୍ତ୍ତୃପକ୍ଷ ଏପରି ଅଭିଯୋଗକୁ…
ଶୋଚନୀୟ ଅବସ୍ଥାରେ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ୫୫ ବର୍ଷ ହେଲା ଚାଲିଛି ଭଡ଼ାଘରେ
ତାଳଚେର,୧୮ା୯(ନି.ପ୍ର.)-ତାଳଚେର ବଲଣ୍ଡାଠାରେ ଥିବା ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନିୟୋଜନ କାର୍ଯ୍ୟାଳୟ (ସ୍ପେଶିଆଲ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ) ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘ ୫୫ ବର୍ଷ ହେଲା ଏମ୍ସିଏଲ୍ର ଏକ ଭଡା ଘରେ ଚାଲୁଥିବା ଏହି ଅଫିସ ଗୃହ ୩ ମାସ ହେଲା…
ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରିତା ସମୀକ୍ଷା: ଆୟବୃଦ୍ଧି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ସମୀକ୍ଷା କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଅନୁଷ୍ଠିତ ଏହି…
ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ, ୨୪୦ ଷ୍ଟଲ
ବଅଁରପାଳ,୧୮।୯(ଡି.ଏନ.ଏ.)-ବିଶ୍ୱକର୍ମା ପୂଜା ଅବସରରେ ନାଲ୍କୋଠାରେ ଆୟୋଜିତ ଜାତୀୟ ପଲିଶ୍ରୀ ମେଳା ଉଦ୍ଘାଟିତ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ…
ନାଲ୍କୋରେ ୨୩ ମଣ୍ଡପରେ ଦେବଶିଳ୍ପୀଙ୍କୁ ଆରାଧନା: ପ୍ରଥମ ଦିନରେ ୩୦ ହଜାର ଶ୍ରଦ୍ଧାଳୁ
ବଅଁରପାଳ, ୧୮।୯ (ଡି.ଏନ୍.ଏ.)-ଅନୁଗୋଳ ଜିଲା ନାଲ୍କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ଦେବଶିଳ୍ପୀଙ୍କୁ ଆରାଧନା କରାଯାଉଥିବା ବେଳେ ପୂଜା ଦେଖିବାକୁ ପ୍ରଥମ ଦିନରେ ପ୍ରାୟ ୩୦ ହଜାରରୁ…
କୂଅରେ ପଡି ବାର୍ହା ମୃତ
ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ, ବାରହାଟି ଖାଦ୍ୟ ଅନ୍ବେଷଣରେ ଆସି ବସନ୍ତପୁର ଗ୍ରାମ ଅଖ ବିଶ୍ବାଳଙ୍କ ଘର ପଛ ପଟେ…
ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍ର ୩ ୟୁନିଟ୍ ବନ୍ଦ
ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ ଗୋଟି ୟୁନିଟ୍ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ ଆହୁରି…
ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ
ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ ଆବାହନ…
ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା
ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଯୁବତୀ ପୁଷ୍ପଲତା ବେହେରା। ପୁଷ୍ପଲତାଙ୍କ ସମ୍ପର୍କରେ ଖବରପାଇବା ପରେ ତାଙ୍କ…
ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍ର ୩ ୟୁନିଟ୍ ବନ୍ଦ
ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ ଗୋଟି ୟୁନିଟ୍ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ…
କୋଇଲା ଅଭାବ: ଟିଟିପିଏସ୍ର ୩ଟି ୟୁନିଟ୍ ବନ୍ଦ
ତାଳଚେର,୧୬ା୯(ନି.ପ୍ର.): କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ଗୋଟି ୟୁନିଟ ରବିବାର ସନ୍ଧ୍ୟାରୁ ବନ୍ଦ ହୋଇଛି। ଫଳରେ ଉକ୍ତ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉପତ୍ାଦନ ହ୍ରାସ ପାଇଛି । ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଉ ଅଧିକ…

