ଅନୁଗୋଳ

ଜୋନାଲ୍‌ସ୍ତରୀୟ ଲିଗାଲ ଲିଟ୍ରେସି ଫେଷ୍ଟିଭାଲ: ‘ଆମ ଅଧିକାର ଆମେ ପାଇବୁ’ ଶ୍ରେଷ୍ଠ ବିବେଚିତ

ଅନୁଗୋଳ ଅଫିସ, ୯।୯ : ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜୋନ୍‌ସ୍ତରୀୟ କ୍ଷୁଦ୍ର ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସେହିପରି ଅନୁଗୋଳ କୋର୍ଟ ପରିସରରେ ପ୍ରାଧିକରଣ ପକ୍ଷରୁ ଜୋନ୍‌ସ୍ତରୀୟ ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ୪ ଜଣିଆ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।…

ମହାରାଜା ବସ୍‌ ଦୁର୍ଘଟଣାକୁ ୩ ବର୍ଷ: ସମୟ ବିତିଛି, ସୁଧୁରିନି କିଛି

(ମନୋଜ କୁମାର ପ୍ରଧାନ) ମାଧପୁର, ୯ା୯:  ଅନୁଗୋଳ ଜିଲା ଆଠମଲ୍ଲିକଠାରେ ଘଟିଥିବା ମହାରାଜା ବସ୍‌ ଦୁର୍ଘଟଣାକୁ ପୂରିଛି ୩ ବର୍ଷ। ୨୦୧୬ ସେପ୍ଟେମ୍ବର ୯ରେ ପୁରୁଣାମାଣତ୍ରୀ ପୋଲ ତଳକୁ ଏହି ବସ୍‌ ଖସି ୧୯ ଜଣଙ୍କ ଜୀବନ ଦୀପ ଲିଭିଯାଇଥିଲା। ବର୍ଷ ପରେ…

ମହିଳାଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା,୮।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପୋକଣ୍ଡା ଗ୍ରାମର ଏକ ପଣଷ ଗଛରୁ ଝୁଲନ୍ତା ଅବସ୍ଥାରେ ସେହି ଗ୍ରାମର ଶୁଭଦ୍ରା ନାୟକ(୨୭)ଙ୍କ ମୃତଦେହ ରବିବାର ସକାଳେ ଠାକୁରଗଡ଼ ପୋଲିସ ଉଦ୍ଧାର କରିଛି। ପୋଲିସ କହିଛି, ଶୁଭଦ୍ରା ତାଙ୍କ ସ୍ବାମୀଙ୍କ ସହ ଶନିବାର କୌଣସି…

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି ଯାଇଥିବାବେଳେ ୪ ନିଖୋଜଙ୍କ ପତ୍ତା ମିଳୁନାହିଁ। ଓଡ୍ରାଫ୍‌ ଟିମ୍‌, ଅଗ୍ନିଶମ ସେବା କର୍ମଚାରୀ…

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ୭ ନଂ ଗେଟ୍‌ ପୂର୍ବାହ୍ନ ୯ଟାରେ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୧୨୨.୮୫ ମିଟର ଥିବାବେଳେ ଉପରମୁଣ୍ଡରୁ ୮୪୩.୨୫ ଘନମିଟର ଜଳ ପ୍ରବେଶ କରୁଛି। ଖୋଲାଯାଇଥିବା…

ରାସ୍ତା ଅପେକ୍ଷାରେ ବଡ଼ମୂଳବାସୀ

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିଥିଲେ ବି ମିଳୁନି ମୌଳିକ ସୁବିଧା। ବିଭିନ୍ନ ମୁଖ୍ୟ ସ୍ଥାନକୁ ସଂଯୋଗ କରୁଥିବା ଅସ୍ଥାୟୀ ମାଟି ରାସ୍ତା ପାଲଟିଛି ମରଣଯନ୍ତା। ଫଳରେ ଗ୍ରାମରୁ ବାହାରି ମୁଖ୍ୟ ରାସ୍ତାକୁ ବାହାରିବା ଅନୁଗୋଳ…

ପୋଲିସ ଡିଜି ଦେଲେ ଅନୁମୋଦନ: ପିଟିସିରେ ପ୍ରଶିକ୍ଷଣ ନେବେ ଅଫିସର

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ସ୍ଥିତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର(ପିଟିସି)ରେ ଦୀର୍ଘ ବର୍ଷ ପରେ ପୋଲିସ ଅଫିସରମାନେ ପ୍ରଶିକ୍ଷଣ ନେବେ। ଏ ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ମୋହର ମାରିବା ପରେ ପିଟିସି ଚଳଚଞ୍ଚଳ ହୋଇପଡ଼ିଛି। ତେବେ ପିଟିସିରେ ପ୍ରଶିକ୍ଷଣ…

ସ୍ଥାଣୁ ପାଲଟିଛି ଜିଲା କ୍ରିକେଟ ସଂଘ: ପ୍ରତିଭାଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲା କ୍ରିକେଟ୍‌ ସଂଘର କାର୍ଯ୍ୟକୁ ନେଇ ବଢ଼ୁଛି ଅସନ୍ତୋଷ। ବିଶେଷକରି ପୂର୍ବତନ ଖେଳାଳିମାନେ ଖୋଲାଖୋଲି ସେମାନଙ୍କ ଅସନ୍ତୋଷ ଜାହିର କରୁଛନ୍ତି। ଜିଲାରେ ଉଦୀୟମାନ ଖେଳାଳି ସୃଷ୍ଟି କରିବା ଓ ସେମାନଙ୍କ ପ୍ରତିଭାର ଠିକଣା ବିକାଶ…

ପାଲଲହଡ଼ାରେ ଭାସିଯାଇ ଜଣେ ନିଖୋଜ

ପାଲଲହଡ଼ା, ୮ା୯(ଡି.ଏନ.ଏ.) – ଶୁକ୍ରବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ ପାଲଲହଡ଼ା ବ୍ଲକର ବିଭିନ୍ନ ନାଳ ଫୁଲି ଉଠିବା ସହ ରାସ୍ତା ଉପରେ ୫/୬ ଫୁଟ ଉଚ୍ଚର ପାଣି ଚାଲିଛି। ଏଥିଯୋଗୁ ଅନେକ ସ୍ଥାନରେ ରାସ୍ତା ଧୋଇ ଯାଇଛି। ଖମାରଠାରୁ ରେଙ୍ଗାଳି…

ଘରେ ପଶିଲା ବର୍ଷା ପାଣି

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) – ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ତିନି ଦିନ ଧରି ବର୍ଷା ଲାଗି ରହିଛି। ଏଥିଯୋଗୁ ଜରପଡା ଥାନା ତୁକୁଡା ଗ୍ରାମର ଅନେକଙ୍କ ଘରେ ପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ବର୍ଷା ସହ ରାସ୍ତାଘାଟରୁ ନିଷ୍କାସନ ହୋଇପାରୁ ନ ଥିବା…

ବର୍ଷାରେ ବେହାଲ ଅନୁଗୋଳ ଜିଲା

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲାରେ ଶୁକ୍ରବାର ରାତିରୁ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଜୋରଦାର ବର୍ଷା ଯୋଗୁ ସହରର ତଳିଆ ବ୍ରାହ୍ମଣୀଦେଈପଡ଼ା, ବଣିଆବାହାଳ, ରାଜକିଶୋରପଡ଼ା, ହେମସୁରପଡ଼ା, ଶିମିଳିପଡ଼ାର ତଳିଆ ଅଞ୍ଚଳରେ ପାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri