ଅନୁଗୋଳ

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ କିପରି ତୁରନ୍ତ ରୋକାଯାଇ ପାରିବ ସେ ସମ୍ପର୍କରେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ…

ବ୍ୟାଙ୍କରେ ଶୂନ, କ୍ୟାଶ୍‌ବୁକ୍‌ରେ ସୁଧ ସହ ଅପ୍‌ଡେଟ୍‌: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ କରାଯାଇଛି। ୨୦୧୭ ଡିସେମ୍ବର ୧୫ରୁ ୨୦୧୮ ମେ ୩୧ ମଧ୍ୟରେ ତତ୍‌କାଳୀନ ଜିଲାପାଳ ଅନିଲ ସାମଲଙ୍କ ଦସ୍ତଖତ ଜାଲିଆତି କରାଯାଇ ଉକ୍ତ ଟଙ୍କା ଉଠାଇ ନିଆଯାଇଥିଲେ…

ସାପ କାମୁଡ଼ାରେ ନାବାଳକ ମୃତ: ମେଡିକାଲରେ ଗୁଣିଆ କଲେ ଝଡ଼ାଫୁଙ୍କା

ଅନୁଗୋଳ ଅଫିସ, ୧୫।୯ – ସାପ କାମୁଡ଼ାରେ ଗୁରୁତର ହୋଇଥିବା ଜଣେ ନାବାଳକଙ୍କ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ମୃତ ଘୋଷଣା ପରେ ଶବ ବ୍ୟବଚ୍ଛେଦ କରିବା ପରିବର୍ତ୍ତେ ପରିବାର ଲୋକେ ସେଠାରେ…

ବ୍ୟାପୁଛି ଭୂତାଣୁ ଜନିତ ରୋଗ: ହଜାରେରୁ ଅଧିକ ଗୋରୁ ଆକ୍ରାନ୍ତ

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପୁଛି ଭୂତାଣୁଜନିତ ରୋଗ। ଏହି ରୋଗରେ ଅଞ୍ଚଳର ବହୁ ଗୋରୁ ଆକ୍ରାନ୍ତ ହେଉଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗୋରୁଙ୍କ ଚର୍ମରେ ସଂକ୍ରମଣ ହୋଇ ଏହା ଦେହସାରା ମାଡ଼ିଯାଉଛି। ବଡ ବଡ ଫୋଟକା…

ନିଶା ଦେଇ ନାଲକୋ ଅଧିକାରୀଙ୍କ ଠାରୁ ଟଙ୍କା ଲୁଟ୍‌: ଗୁରୁତର ଅବସ୍ଥାରେ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି

ବଅଁରପାଳ,୧୪।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ନାଲ୍‌କୋ ସିପିପି ସିଏଚ୍‌ପିରେ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ମୋହିନୀ ଚରଣ ମଲିକ ଶୁକ୍ରବାର ରାତିରେ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ନିଶାଦେଇ ଟଙ୍କା, ସୁନା ମୋବାଇଲ ଓ ଏଟିଏମ୍‌ କାର୍ଡ ଲୁଟି ନେଇଥିବା ଜଣାପଡିଛି।…

ସାପ କାମୁଡ଼ାରେ ନାବାଳକ ମୃତ

ଅନୁଗୋଳ ଅଫିସ,୧୪।୯: ଅନୂୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ ସାପ କାମୁଡ଼ାରେ ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୋଡ଼ାପଡ଼ା ଅଞ୍ଚଳର ଶକ୍ତି ପ୍ରସାଦ ନାଏକ(୧୬)। ଶୁକ୍ରବାର ବିଳମ୍ବିତ ରାତିରେ ଶକ୍ତି ଶୋଇଥିବା ବେଳେ ତାଙ୍କୁ ଏକ ସାପ କାମୁଡ଼ି ଦେଇଥିଲା।…

ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ବ୍ରଜ କିଶୋର ପ୍ରଧାନ, ଅନୁଗୋଳ ଜିଲାପାଳ ମନୋଜ ମହାନ୍ତି, ଉପଜିଲାପାଳ…

ଉଜୁଡ଼ା ସଂସାର ସଜାଡ଼ିଦେଲେ ଶାଶୁ: ବିଧବା ବୋହୂଙ୍କୁ ଦେଲେ ବିବାହ

ତାଳଚେର,୧୪।୯(ନି.ପ୍ର.) – ୫ ମାସ ତଳେ ପୁଅର ବିବାହ କରି ଘରକୁ ବୋହୂଟିଏ ଆଣିଥିଲେ। ପୂଅ-ବୋହୂଙ୍କ ସୁଖର ସଂସାର ଦେଖି ଖୁସିରେ ଉଚ୍ଛୁଳି ଉଠୁଥିଲେ। ଭାବିଥିଲେ ନାତୁଣୀ କି ନାତିଟିଏ ଆସିଲେ କୁଳ ସହ କୋଳ ପୂରିଉଠିଥାନ୍ତା ତାଙ୍କର। ହେଲେ ନିୟତିର…

ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିବା ଆଗ୍ନିକଙ୍କୁ ପ୍ରଶଂସା

ଆଗ୍ନିକ ପ୍ରକାଶ କୁମାର ବଳଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରୁଛନ୍ତି। ପାଲଲହଡ଼ା ଦମକଳ କେନ୍ଦ୍ରର ମୁଖ୍ୟ ଆଗ୍ନିକ ଭାବେ କାର୍ଯ୍ୟରତ ପ୍ରକାଶ ନିଜ ଜୀବନକୁ ବିପଦରେ ପକାଇ ଯେପରି ଉଦ୍ଧାର କାର୍ଯ୍ୟ କଲେ ତାହା ସ୍ଥାନୀୟ ଲୋକଙ୍କ ମନକୁ ବେଶ୍‌…

ଏମ୍‌ସିସି ସେଣ୍ଟର ଦେଖିଲେ ଯୁଗ୍ମ ସଚିବ: ଆହାର କେନ୍ଦ୍ର ପରିମଳ ଅବ୍ୟବସ୍ଥା ଦେଖି ଖପ୍ପା

ଅନୁଗୋଳ ଅଫିସ, ୧୪।୯ – ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି ସହରର ପରିମଳ ବ୍ୟବସ୍ଥା ଅନୁଧ୍ୟାନ ସହ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି।…

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ବିଶ୍ୱ ବିନ୍ଧାଣି ପୂଜା ପାଇବେ। ପୂଜା ମଣ୍ଡପକୁ ନିଆରା…

ମହେଶ ଓ ଅବନୀକାନ୍ତଙ୍କୁ ଡକ୍ଟରେଟ ଉପାଧି

ଅନୁଗୋଳ ଅଫିସ, ୧୩।୯-ବଲ୍‌ସ ବ୍ରିଜ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଲ୍ଲୀର ଗାଜିଆବାଦ ସ୍ଥିତ ଇନ୍ଦିରାପୁରମ ହାବିଟାଟ୍‌ ସେଣ୍ଟରରେ ଗତ ୮ ତାରିଖରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଶିକ୍ଷାବିତ୍‌ ତଥା ଅନୁଗୋଳସ୍ଥିତ ଆଦର୍ଶ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳଙ୍କୁ ଶିକ୍ଷାକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?