ଭୁଶୁଡ଼ିଲା ସ୍କୁଲ ସଭାକକ୍ଷ
କଣିହାଁ, ୮ା୯(ଡି.ଏନ.ଏ.) – ଲଗାଣ ବର୍ଷା ଯୋଗୁ ଅନୁଗୋଳ ଜିଲା କଣିହାଁ ବ୍ଲକର ସର୍ବପୁରାତନ ପବିତ୍ରମୋହନ ହାଇସ୍କୁଲର ସଭାକକ୍ଷ କୋଠା ଶୁକ୍ରବାର ବିଳମ୍ବିତ ରାତିରେ ଭୁଶୁଡି ପଡିଛି। ଲଙ୍ଗ ହଲ୍ କୁହାଯାଉଥିବା ବିଦ୍ୟାଳୟର ଏହି କକ୍ଷରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତା, ପୂଜା…
ଉପଜିଲାପାଳଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ
ବଇଣ୍ଡା,୮।୯ (ଡି.ଏନ.ଏ.) – ଆଠମଲ୍ଲିକ ଉପଜିଲାପାଳ ରଜନୀକାନ୍ତ ବିଶ୍ୱାଳ ଶନିବାର ଅଚାନକ କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ଗୋରାତୋପା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ସହାୟିକା ଉପସ୍ଥିତ ଥିବାବେଳେ ଅଙ୍ଗନଓ୍ବାଡ଼ି ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିଲେ।…
ସୁଧୁରୁନି ସହର ପରିମଳ ବ୍ୟବସ୍ଥା:ରାସ୍ତା ପାଲଟିଲାଣି ଡମ୍ପିଂୟାର୍ଡ
ଅନୁଗୋଳ ଅଫିସ, ୭।୯- ସହର ସଫା କରିବାକୁ ଅନୁଗୋଳ ପୌରପାଳିକା ଯେପରି ଯୋଜନା ହୀନ ହୋଇପଡିଛି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାକୁ ପୌର କର୍ତ୍ତୃପକ୍ଷଙ୍କ କୌଣସି ନୀତି କାମ କରୁନାହିଁ। ଜାଗା ମିଳୁ ନ ଥିବାରୁ ପୌର କର୍ମଚାରୀମାନେ ସର୍ବସାଧାରଣ ସ୍ଥାନରେ…
ଏନ୍ଟିଏସ୍ଇ ସ୍କଲାରଶିପ୍ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ
ତାଳଚେର, ୭|୯(ନି.ପ୍ର.)ଏନ୍ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍ ପରୀକ୍ଷା ଏନଟିଏସ୍ଇରେ କୃତକାର୍ଯ୍ୟ ହୋଇଛନ୍ତି। ଏନ୍ସିଇଆରଟି, ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ଏହି ମେଧାବୃତ୍ତି ପରୀକ୍ଷାରେ…
ଛେଣ୍ଡିପଦା ଡାକ୍ତରଖାନାରେ ବିରଳ ଶିଶୁ ଜନ୍ମ, ଦେଶରେ ତୃତୀୟ ଘଟଣା
ଛେଣ୍ଡିପଦା, ୬।୯(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଶୁକ୍ରବାର ଏକ ବିରଳ ଶିଶୁ ଜନ୍ମ ହୋଇଛି। ଡାକ୍ତରଖାନ ସୂତ୍ରରୁ ପ୍ରକାଶ ଯେ, ଦେବଗଡ଼ ଜିଲା ରିଆମାଳ ବ୍ଲକ ତାବଡା ଅଞ୍ଚଳର ଜୈନେକା ମହିଳା ଛେଣ୍ଡିପଦା ଡାକ୍ତରଖାନାକୁ ପ୍ରସୂତି ନିମନ୍ତେ ଆସିଥିଲେ। ମାତ୍ର…
ହାତୀ ଆକ୍ରମଣରେ ୩ ଗୁରୁତର
ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଶ୍ନ ସାହୁ(୬୦) ତାଙ୍କ ସ୍ତ୍ରୀ କିରଣ ସାହୁ(୫୨) ସାନ ଝିଅ ଯଶୋଦା…
ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି
ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪…
ଫାଇଲ ତଳେ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପ ଭାଗ୍ୟ: ନାହିଁ ଆନ୍ତରିକତା, ଆଗଉନି କାମ
ତାଳଚେର, ୬ା୯ (ନି.ପ୍ର.) – ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ, ଆବଶ୍ୟକ ଜମି ଚିହ୍ନଟ। ହେଲେ ବାସ୍ତବରେ ଏହାର କାର୍ଯ୍ୟକାରିତାକୁ ନେଇ ପରିବେଶବିତ୍ଙ୍କ ସମେତ ଅଞ୍ଚଳବାସୀ…
ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍: ଆକାଉଣ୍ଟ ଜବତ କଲେ ପିଡି
ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର ନେଇ ଉଦ୍ୟମ ଚାଲିଥିବା ଅଭିଯୋଗ ପାଇବା ପରେ ଘଟଣାରେ ତୁରନ୍ତ ପଦକ୍ଷେପ ନେଇଛନ୍ତି…
୧୧ ଦିନ ପରେ ନାଲ୍କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ
ବଅଁରପାଳ, ୬।୯ (ଡି.ଏନ୍.ଏ) – ନାଲ୍କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ…
ଗୁରୁପୂଜନ, ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ
ତାଳଚେର,୫।୯(ନି.ପ୍ର.):ଆମ ପ୍ରତିଭା ଆମ ପରିଚୟ ପରିବାର ପକ୍ଷରୁ ଗୁରୁପୂଜନ ଓ ପ୍ରତିଭା ସମ୍ମାନ ଉତ୍ସବ ସ୍ଥାନୀୟ ଅଫିସର୍ସ କ୍ଲବ ମଙ୍ଗଳମ ଦେଉଳ ବେଡାଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ବିରଞ୍ଚି ସାମଲ,…
ହେଲାନି ଚୁକ୍ତି ନବୀକରଣ କି ଟେଣ୍ଡର: ୨୨ ଠିକା କର୍ମଚାରୀଙ୍କ ଭବିଷ୍ୟତ ଅନ୍ଧକାର
ଅନୁଗୋଳ ଅଫିସ, ୪।୯- ଅନୁଗୋଳ ପୌରପାଳିକାରେ ୯ ବର୍ଷ ହେଲା ଠିକାରେ କାର୍ଯ୍ୟ କରୁଥିବା ୨୨ ଜଣ କର୍ମଚାରୀଙ୍କ ଭବିଷ୍ୟତ ଏବେ ଅନ୍ଧକାର ହୋଇଯାଇଛି। ଠିକା ସଂସ୍ଥା ସହ ପୌରପାଳିକା କରିଥିବା ଚୁକ୍ତିର ଅବଧି ଗତ ଅଗଷ୍ଟ ୩୧ରେ ଶେଷ ହୋଇଯାଇଥିଲେ…
Archives


