ଏଟିଏମ୍ ତାଡ଼ି ଟଙ୍କା ଲୁଟ୍
ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍ କରିଛନ୍ତି। କେତେ ପରିମାଣର ଟଙ୍କା ଲୁଟ୍ ହୋଇଛି ତାହା ତଦନ୍ତ ପରେ ଜଣାପଡିବ ବୋଲି…
ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର
ଅନୁଗୋଳ ଅଫିସ,୧।୯ – ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼ ଅଫିସ। ଏଣିକି ଲୋକେ ସମସ୍ୟା ଧରି ପୌର କାର୍ଯ୍ୟାଳୟ ଆସିବା ପରିବର୍ତ୍ତେ ନିଜ ନିଜ…
ସହାୟତା ମିଳିବ କହି ନେଇଗଲେ ୨ ହଜାର
ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଶନିବାର ଜଣେ ଦଲାଲ ୨ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଅନୁଗୋଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପାଲଲହଡା ବନ୍ଧାଭୂଇଁ ପଞ୍ଚାୟତ…
‘କାଳିଆ’ରେ ସାମିଲ ହେଲେ ୪୦ ହଜାର: ବାଦ୍ ପଡ଼ିଲେ ୨୦ ହଜାର ଅଯୋଗ୍ୟ
ଅନୁଗୋଳ ଅଫିସ, ୧।୯ – ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କ ଚୂଡାନ୍ତ ତାଲିକା ଅନୁଗୋଳ ଜିଲା କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ସରକାରଙ୍କୁ ନିକଟକୁ ପଠାଯାଇଛି। ଜିଲାରେ ୪୦ ହଜାର ଚାଷୀ ଯୋଜନାର ତାଲିକାରେ ସାମିଲ ହୋଇଥିବାବେଳେ…
ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ
ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ…
ପୋଲିସ ହାତରେ ଡକାୟତି ଗ୍ୟାଙ୍ଗ୍: ୭ ଗିରଫ, ମାରଣାସ୍ତ୍ର ଜବତ
ତାଳଚେର,୧।୯(ନି.ପ୍ର.) – ତାଳଚେରର ବିଭିନ୍ନ ଅଞ୍ଚଳରେ ଲୁଟ ତରାଜ ଚଳାଉଥିବା ଏକ ଡକାୟତି ଗ୍ୟାଙ୍ଗର ୭ ଜଣଙ୍କୁ କଲିୟରୀ ପୋଲିସ ଚଢ଼ାଉ କରି ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଘୁଆବୋଲ ଅଞ୍ଚଳର ବିକି ନାଏକ (୨୦), ବାଘୁଆବୋଲ ମୁଣ୍ଡା…
ଆଠମଲ୍ଲିକରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ: ଅଙ୍ଗନଓ୍ବାଡି, ଆହାର କେନ୍ଦ୍ର ଖାଦ୍ୟ ମାନ ପରଖିଲେ
ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ପ୍ରଥମେ ଚମ୍ପତିରାୟ ସ୍ଥାନୀୟ ଲିପ୍ତିଙ୍ଗା ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ବିଭିନ୍ନ…
ତହସିଲ କାର୍ଯ୍ୟାଳୟରେ ଜିଲାପାଳଙ୍କ ଚଢ଼ାଉ
ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଶନିବାର ରାତିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ଚଢ଼ାଉ କରିଛନ୍ତି। ତାଙ୍କ ସହ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ମଧ୍ୟ ତହସିଲ କାର୍ଯ୍ୟାଳୟକୁ ଯାଇଥିଲେ। ରାତିରେ କାର୍ଯ୍ୟାଳୟ ଖୋଲାଥିବା ସୂଚନା…
କଟକ ଯିବାକୁ ଆଠମଲ୍ଲିକବାସୀ ହନ୍ତସନ୍ତ: ୩ ଦିନ ହେଲା ଆସୁନି ‘କୃଷ୍ଣପ୍ରିୟା’
ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରଠାରୁ କଟକ ଯିବାକୁ ୩ ଦିନ ହେଲା ଅସୁବିଧା ଭୋଗୁଛନ୍ତି ଲୋକେ। ଦୀର୍ଘଦିନରୁ ଆଠମଲ୍ଲିକ ଉପାନ୍ତ ଅଞ୍ଚଳରୁ ଯାତାୟାତ କରୁଥିବା ‘କୃଷ୍ଣପ୍ରିୟା’ ନାମକ ଏକ ଘରୋଇ ବସ୍ ଆଠମଲ୍ଲିକକୁ ଆସୁ ନ ଥିବାରୁ ଅଞ୍ଚଳବାସୀ…
ବିଦ୍ୟାଳୟରୁ ତାଲାଭାଙ୍ଗି ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରିକଲେ ଦୁର୍ବୃତ୍ତ
ଛେଣ୍ଡିପଦା,୩୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତର ସରପାଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବିଦ୍ୟାଳୟ କବାଟ ଓ ଆଲ୍ମିରା ଭାଙ୍ଗି ୫ ହଜାର ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରି କରିଥିବା…
ଅନୁଗୋଳ ସିଡିଏମ୍ଓଙ୍କ ଖବରଦାତା ସମ୍ମିଳନୀ: ଦଲାଲଙ୍କୁ ଧରିବ ସ୍ବତନ୍ତ୍ର ଟିମ୍
ଅନୁଗୋଳ ଅଫିସ, ୩୧।୮- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସକ୍ରିୟ ଥିବା ଦଲାଲଙ୍କୁ ଧରିବାକୁ ପଦକ୍ଷେପ ନେବ ମେଡିକାଲ ପ୍ରଶାସନ। ଏଥିପାଇଁ ଗଠନ କରାଯିବ ଏକ ସ୍ବତନ୍ତ୍ର ଟିମ୍। ଏହି ଟିମ୍ର ସଦସ୍ୟମାନେ ବିଭିନ୍ନ ସମୟରେ ଲୋକଙ୍କୁ ଠକୁଥିବା ଦଲାଲଙ୍କ ଉପରେ…
ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ
ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ହେଲେ ଉପାୟ ନ ଥିବାରୁ ବାଧ୍ୟ ହୋଇ ସେହି ପାଣିରେ ପଶି ଯାତାୟାତ କରୁଛନ୍ତି…
Archives


