ଜିଲା ଶିକ୍ଷା ବ୍ୟବସ୍ଥାରେ ସୁଧାର ପ୍ରୟାସ: ଡିଏମ୍ଏଫ୍ ପାଣ୍ଠିରେ ୮୨ ଶିକ୍ଷକ ନିଯୁକ୍ତି
ଅନୁଗୋଳ ଅଫିସ, ୨୯।୮: ଅନୁଗୋଳ ଜିଲାର ଖଣି ପ୍ରଭାବିତ ଅଞ୍ଚଳରେ ଥିବା ୪୩ ସ୍କୁଲରେ ବୁଧବାର ୮୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚୁକ୍ତି ଭିତ୍ତିରେ ଏହି ନିଯୁକ୍ତି ପ୍ରଦାନ କରାଯାଇଥିବା ଚିଠି ନଂ. ୭୫୯୫/୧୯ରେ…
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆଠମଲ୍ଲିକ-ବଇଣ୍ତା ରାସ୍ତା ଅବରୋଧ
ଆଠମଲ୍ଲିକ, (ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ନୂଆଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ବୁଧବାର ସକାଳେ ଜନୈକ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ନାୟକ(୬୫)। ତାଙ୍କ ଘର ଠାକୁରଗଡ଼ ଥାନା ଅନ୍ତର୍ଗତ ବରପାଲି ଗ୍ରାମରେ ବୋଲି ଜଣାପଡିଛି।…
ଦରଦି ଚେହେରା ଜଗନ୍ନାଥ ବେହେରା: ଅନ୍ୟ ପାଇଁ ଲେଖୁଛନ୍ତି ଅଭିଯୋଗପତ୍ର
ବଅଁରପାଳ, ୨୮।୮-ପେଶାରେ ବ୍ୟବସାୟୀ ହେଲେ ବି ଗରିବ, ଅସହାୟ ମଣିଷଙ୍କ ପ୍ରତି ତାଙ୍କ ମଧ୍ୟରେ ଅଛି ଦରଦି ଭାବ। ଥାନା, କୋର୍ଟ, ବ୍ଲକ, ତହସିଲ ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଅଭିଯୋଗ କରିବାକୁ ଆସୁଥିବା ଏପରି ମଣିଷଙ୍କ ପାଇଁ ସେ ଲେଖିଦେଉଛନ୍ତି…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ‘ସଖୀ’ ୱାନଷ୍ଟପ୍ ସେଣ୍ଟର: ଗୋଟିଏ ସ୍ଥାନରେ ମିଳିବ ଚିକିତ୍ସା, ଆଇନ ସୁବିଧା
ଅନୁଗୋଳ ଅଫିସ, ୨୮।୮-ନିର୍ଯାତିତା ମହିଳା ଓ ବାଳିକାମାନଙ୍କୁ ସମନ୍ବିତ ସୁବିଧା, ସୁଯୋଗ ଯୋଗାଇ ଦେବା ଉଦ୍ଦେଶ୍ୟରେ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ସଖୀ’ର ୱାନଷ୍ଟପ୍ ସେଣ୍ଟର ଉଦ୍ଘାଟିତ ହୋଇଛି। ଢେଙ୍କାନାଳ ଏମ୍ପି ମହେଶ ସାହୁ ଓ ଜିଲାପାଳ ମନୋଜ କୁମାର ମହାନ୍ତି…
ମେଡିକାଲରେ ଦମ୍ପତିଙ୍କୁ ଠକେଇ ଅଭିଯୋଗ: ସରକାରୀ ସହାୟତା ମିଳିବ କହି ନେଇଗଲେ ୭ଶହ
ଅନୁଗୋଳ ଅଫିସ, ୨୮।୮-ସରକାରୀ ସହାୟତା ଯୋଗାଇ ଦେବାକୁ କହି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଏକ ଦମ୍ପତିଙ୍କଠାରୁ ଅର୍ଥ ଠକେଇ କରାଯାଇଛି। ପୂର୍ବରୁ ଏଭଳି ୩ଟି ଘଟଣା ଘଟିଥିଲେ ବି ମେଡିକାଲରେ ଯେ ଦଲାଲମାନେ ସକ୍ରିୟ ଅଛନ୍ତି ତାହା ମଙ୍ଗଳବାର…
ପିଓଏସ୍ ମେଶିନ୍ରେ ହୋଲଡିଂ ଟ୍ୟାକ୍ସ ଆଦାୟ
ଅନୁଗୋଳ ଅଫିସ, ୨୮।୮-ଅନୁଗୋଳ ପୌରପାଳିକା ପକ୍ଷରୁ ମଙ୍ଗଳବାର ପିଓଏସ୍ ମେଶିନ୍ରେ ହୋଲ୍ଡିଂ ଟ୍ୟାକ୍ସ ଆଦାୟର ଶୁଭାରମ୍ଭ ହୋଇଛି। ଏଣିକି ଲୋକମାନଙ୍କ ନିକଟରୁ ଏପରି ଭାବେ ହୋଲଡିଂ ଟ୍ୟାକ୍ସ ଆଦାୟ କରାଯିବ ବୋଲି ପୌରପାଳିକା ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନା କହିଛନ୍ତି। ୮…
ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ
ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ଖବର ମିଳି ନ ଥିଲେ ବି ଲୋକମାନେ ଭୟଭୀତ…
ଚୋରା ଦେଶୀ ମଦ ସହ ବାଇକ ଜବତ, ୨ ଗିରଫ
ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଅଜୟ ଘିଓ୍ବାଲା…
୭ମ ଅର୍ଥନୈତିକ ଗଣନା-୨୦୧୯ ଆରମ୍ଭ:ଠିକ୍ ତଥ୍ୟ ସଂଗ୍ରହରେ ହେବ ଆର୍ଥିକ ବିକାଶ
ଢେଙ୍କାନାଳ ଅଫିସ,୨୭ା୮ ଭାରତ ସରକାରଙ୍କ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ୭ମ ଅର୍ଥନୈତିକ ଗଣନା ୨୦୧୯ ସୋମବାର ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟ ପରିସରରେ ଶୁଭାରମ୍ଭ ହୋଇଛି। ସବୁଜ ପତାକା ଦେଖାଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କାର୍ଯ୍ୟକ୍ରମକୁ ଆରମ୍ଭ…
ଆନ୍ଦୋଳନ ପରେ କାର୍ଯ୍ୟକାରୀ ହେଲା ଜେରିଆଟିକ୍ ୱାର୍ଡ
ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ନେଇ ସୋମବାର ସାମାଜିକ କର୍ମୀମାନେ ଧାରଣା ଦେଇଥିଲେ। ବିଶେଷକରି ଜେରିଆଟିକ୍ ୱାର୍ଡ ଖୋଲିବା ଏକ ମାସ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏଠାରେ ରୋଗୀଙ୍କୁ ଚିକିତ୍ସା ମିଳିପାରୁ ନାହିଁ। ଏ ନେଇ…
ଭିଡ଼ ଏଡ଼ାଇବାକୁ ପୌର ପ୍ରଶାସନର ପଦକ୍ଷେପ:କାର୍ଯ୍ୟାଳୟ ସମ୍ମୁଖରୁ ହଟିଲେ ଉଠା ଦୋକାନୀ
ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୌର କାର୍ଯ୍ୟାଳୟ ସମ୍ମୁଖରେ ବେପାର କରୁଥିବା ଉଠା ଦୋକାନୀଙ୍କୁ ସୋମବାର ହଟାଇ ଦିଆଯାଇଛି। ପୂର୍ବରୁ ସେମାନଙ୍କୁ ଏ ନେଇ ନୋଟିସ ଦିଆଯାଇଥିବା ବେଳେ ପୂର୍ବାହ୍ନରେ ସମସ୍ତ ଉଠା ଦୋକାନୀ ସ୍ଥାନ ଛାଡ଼ିବାକୁ ପୌର ପ୍ରଶାସନ ପକ୍ଷରୁ…
ଶିକ୍ଷକଙ୍କ ମଦ୍ୟପାନ ଭିଡିଓ ଭାଇରାଲ ଘଟଣା:ବଦଳି ଦାବିରେ ବିଦ୍ୟାଳୟରେ ତାଲା
ବଇଣ୍ଡା,୨୭।୮(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ମଇମୁରା ସର୍କଲ ଅଧୀନ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ମଦ୍ୟପାନ କରିଥିବା ଭିଡିଓ ଭାରରାଲ ଘଟଣା ପରେ ତାଙ୍କ ବଦଳି ଦାବିରେ ସୋମବାର ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି।…
Archives


