ଅନୁଗୋଳ

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଅଭିଯୋଗ

(ଦୀନେଶ କୁମାର ଦେହୁରୀ) ବନ୍ତଳା,୩ା୯ ହିଂସାର ପଥ ପରିତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତକୁ ଫେରିଥିବା ଜଣେ ମହିଳା ମାଓବାଦୀଙ୍କୁ ଏଯାଏ ମିଳିନି ସମସ୍ତ ସରକାରୀ ସହାୟତା। ଏପରି କି ରହିବା ପାଇଁ ଘର କି ଚଳିବା ପାଇଁ କାମ ଯୋଗାଇ…

ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୨ା୯(ଡି.ଏନ.ଏ.)- ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତ ଶିମିଳିସାହି ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଗଣେଶ ପୂଜା ପାଳନ ଅବସରରେ ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଉଦ୍‌ଘାଟନ କରିଥିଲେ। ସମ୍ମାନିତ…

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା ଓ ତୁବେ ମଧ୍ୟରେ ଅଧିକ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ ଗାଡ଼ିର ବେଗ…

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର ଏହି ଅବତରଣ ଦୃଶ୍ୟକୁ ଦେଖିବେ। ତାଙ୍କ ସହ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ…

ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଜିଲାପାଳ:ବକେୟା କାର୍ଯ୍ୟ ଶୀଘ୍ର ସାରିବାକୁ ତାଗିଦ

ଅନୁଗୋଳ ଅଫିସ, ୨।୯ ରବିବାର ରାତିରେ ଖୋଲାଥିବା ଅନୁଗୋଳ ତହସିଲ କାର୍ଯ୍ୟାଳୟରୁ ଫାଇଲ ନେଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୋମବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ଅନେକ ସମୟରେ ତହସିଲଦାର ଅଫିସରେ ରହୁ ନ…

ଝଲସୁଛି ଗାଁଠୁ ସହର

ଭୁବନ,୨।୯(ଡି.ଏନ.ଏ.) ଆଜି ଧରାବତରଣ କରିବେ ବିଦ୍ୟାଦାତା ଗଜାନନ। ଏହାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ଭୁବନ। ସୁଉଚ୍ଚ ତୋରଣ, ଉଜ୍ଜ୍ୱଳ ଆଲୋକମାଳାରେ ସହର ଝଲସି ଉଠିଥିବାବେଳେ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ବାତାବରଣ। ଚଳିତବର୍ଷ ୨୧ ପୂଜା ମଣ୍ଡପରେ ବିଘ୍ନବିନାଶକଙ୍କ ଆବାହନ…

ଏଟିଏମ୍‌ ତାଡ଼ି ଟଙ୍କା ଲୁଟ୍‌

ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍‌ କରିଛନ୍ତି। କେତେ ପରିମାଣର ଟଙ୍କା ଲୁଟ୍‌ ହୋଇଛି ତାହା ତଦନ୍ତ ପରେ ଜଣାପଡିବ ବୋଲି…

ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ,୧।୯ – ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼ ଅଫିସ। ଏଣିକି ଲୋକେ ସମସ୍ୟା ଧରି ପୌର କାର୍ଯ୍ୟାଳୟ ଆସିବା ପରିବର୍ତ୍ତେ ନିଜ ନିଜ…

ସହାୟତା ମିଳିବ କହି ନେଇଗଲେ ୨ ହଜାର

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଶନିବାର ଜଣେ ଦଲାଲ ୨ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଅନୁଗୋଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପାଲଲହଡା ବନ୍ଧାଭୂଇଁ ପଞ୍ଚାୟତ…

‘କାଳିଆ’ରେ ସାମିଲ ହେଲେ ୪୦ ହଜାର: ବାଦ୍‌ ପଡ଼ିଲେ ୨୦ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧।୯ – ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କ ଚୂଡାନ୍ତ ତାଲିକା ଅନୁଗୋଳ ଜିଲା କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ସରକାରଙ୍କୁ ନିକଟକୁ ପଠାଯାଇଛି। ଜିଲାରେ ୪୦ ହଜାର ଚାଷୀ ଯୋଜନାର ତାଲିକାରେ ସାମିଲ ହୋଇଥିବାବେଳେ…

ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ…

ପୋଲିସ ହାତରେ ଡକାୟତି ଗ୍ୟାଙ୍ଗ୍‌: ୭ ଗିରଫ, ମାରଣାସ୍ତ୍ର ଜବତ

ତାଳଚେର,୧।୯(ନି.ପ୍ର.) – ତାଳଚେରର ବିଭିନ୍ନ ଅଞ୍ଚଳରେ ଲୁଟ ତରାଜ ଚଳାଉଥିବା ଏକ ଡକାୟତି ଗ୍ୟାଙ୍ଗର ୭ ଜଣଙ୍କୁ କଲିୟରୀ ପୋଲିସ ଚଢ଼ାଉ କରି ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଘୁଆବୋଲ ଅଞ୍ଚଳର ବିକି ନାଏକ (୨୦), ବାଘୁଆବୋଲ ମୁଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?