ଅନୁଗୋଳ

ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଚୋରି ଗ୍ୟାଙ୍ଗର ୬ ସଦସ୍ୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିବା ବେଳେ…

ଶିକ୍ଷକ ଅଭାବ: ଅଭିଭାବକଙ୍କ ତାଲା ବନ୍ଦ ଆନ୍ଦୋଳନ

ମାଧପୁର, ୨୬।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ କୁନ୍ଦନାଳୀ ପ୍ରକଳ୍ପ ବିଦ୍ୟାଳୟରେ ସୋମବାରଠାରୁ ସ୍କୁଲ ପରିଚାଳନା କମିଟି ଏବଂ ଅଭିଭାବକଙ୍କ ଦ୍ୱାରା ତାଲା ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ତେଣୁ ସ୍କୁଲ ଆସିଥିବା ସମସ୍ତ ଛାତ୍ରୀଛାତ୍ର,…

ଉଦ୍‌ଘାଟନ ହୋଇପାରୁନି ବସ୍‌ଷ୍ଟାଣ୍ଡ

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ନିର୍ମାଣାଧୀନ ଅତ୍ୟାଧୁନିକ ସରକାରୀ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆଉ ଅଳ୍ପ କିଛି କାର୍ଯ୍ୟ ଶେଷ ହେଲେ ତାହାକୁ ଉଦ୍‌ଘାଟନ କରାଯିବ। ଗତ ୧୫ ତାରିଖରେ ଏହାର ଉଦ୍‌ଘାଟନ ପାଇଁ ପୂର୍ବରୁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲେ ମଧ୍ୟ…

ବର୍ଷା ଜଳ ଘେରରେ ଉତ୍ତରପଡ଼ା ବିଦ୍ୟାଳୟ; ଶ୍ରେଣୀ ଗୃହରେ ଆଣ୍ଠୁଏ ଉଚ୍ଚର ପାଣି

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ରବିବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ସହରର ବିଭିନ୍ନ ରାସ୍ତାରେ ଦୀର୍ଘ ସମୟ ଧରି ବର୍ଷା ପାଣିର ସୁଅ ଛୁଟିଥିଲା। ଏହି ସମୟରେ ଡିଆଇସି ଛକରେ ଥିବା ଉତ୍ତରପଡ଼ା ନୋଡାଲ ବିଦ୍ୟାଳୟ ପରିସର ସମ୍ପୂର୍ଣ୍ଣ ଜଳାର୍ଣ୍ଣବ…

ଅତ୍ୟାଧୁନିକ ପୋଷାକ ଶୋ’ରୁମ୍‌ ଉଦ୍‌ଘାଟିତ

ତାଳଚେର, ୨୬ା୮(ନି.ପ୍ର.)  ଗଣେଶ ପୂଜା ଅବ୍ୟବହିତ ପୂର୍ବରୁ ତାଳଚେର ହାଣ୍ଡିଧୂଆଁ ଛକ ନିକଟରେ ରବିବାର ଏକ ଅତ୍ୟାଧୁନିକ ପୋଷାକ ଶୋ’ ରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ବବିତା ମାଣ୍ଡୋଠିଆ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଶୋ’ରୁମରେ କ୍ରିମଶନ କ୍ଲବ, ଟରଟଲ, ମୁଫ୍‌ତି, କିଲର, ବଟରଫ୍ଲାଏ…

ବିଦ୍ୟାଳୟରେ ମଦ୍ୟପାନ କଲେ ଶିକ୍ଷକ: ଭିଡ଼ିଓ ହେଲା ଭାଇରାଲ

ବଇଣ୍ଡା,୨୫।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ସର୍କଲ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜୈନେକ ଶିକ୍ଷକ ଶନିବାର ବିଦ୍ୟାଳୟ ଶ୍ରେଣୀଗୃହ ପ୍ରକୋଷ୍ଠରେ ମଦ୍ୟପାନ କରୁଥିବା ବିଡ଼ିଓ ରବିବାର ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। ଏ ନେଇ କେଞ୍ଚୁଆନାଳୀ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ ପକ୍ଷରୁ ବଅଁରପାଳ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଥାନାରେ ମଧ୍ୟ ଅଭିଯୋଗ ହୋଇଛି।…

ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) – ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନାର ସୁଫଳ ପାଇପାରୁନାହାନ୍ତି ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗୋତମରା ଗ୍ରାମର ଗୋଚ୍ଛାୟତସାହି…

ମାଓବାଦୀ ପ୍ରଭାବିତ ଗ୍ରାମରେ ବିଧାୟକ

ବଇଣ୍ଡା,୨୫।୮(ଡି.ଏନ.ଏ.) – ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ମାଓବାଦୀ ପ୍ରଭାବିତ ଲକ୍ଷ୍ମୀପୁର ଗ୍ରାମ ପରିଦର୍ଶନରେ କରି ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପାହାଡ଼ିଆ ରାସ୍ତାରେ ବିଧାୟକ ସାଏ ଚାଲିଚାଲି ଯାଇ ଲୋକଙ୍କୁ ଭେଟିଥିଲେ। ଏହି ଅବସରରେ ଗ୍ରାମ ସଭାପତି…

ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ୍‌ ତାର

ଅନୁଗୋଳ ଅଫିସ, ୨୫।୮ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ପଞ୍ଚାୟତର ଶିମିଳିଛୁଇଁ ଗ୍ରାମରେ ମୁଣ୍ଡ ଉପରେ ଝୁଲି ରହିଛି ବିଦ୍ୟୁତ୍‌ ତାର। ଏ ନେଇ ବାରମ୍ବାର ସେସୁ ଅଫିସ୍‌ରେ ଅଭିଯୋଗ ପରେ ବି କେହି କର୍ଣ୍ଣପାତ କରୁ ନ…

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ…

ବଅଁରପାଳରେ ବଢୁଛି ଅପରାଧ: ୨ ମାସରେ ୧୯ ଡକାୟତି

ବଅଁରପାଳ,୨୫।୮(ଡି.ଏନ.ଏ.) – ବଅଁରପାଳ ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ପୋଲିସକୁ ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ ଦିନ ଦ୍ୱିପ୍ରହରରେ ଲୋକଙ୍କଠାରୁ ଲୁଟ୍‌ କରି ସହଜରେ ଖସି ପଳାଉଛନ୍ତି। ଫଳରେ ସାଧାରଣ ଲୋକେ ନିଜକୁ ସୁରକ୍ଷିତ ମନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri