ସମ୍ବଲପୁର ଏମ୍ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ
ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ ଯୋଗଦେଇ ଦଳୀୟ ସଙ୍ଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ କର୍ମୀମାନଙ୍କୁ...
ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସି ଜବତ, ୨ ଗିରଫ
ବଇଣ୍ଡା,୧୮।୮(ଡି.ଏନ୍.ଏ.) : ଅନୁଗୋଳ ଜିଲା ଆଠମଲିକ ବ୍ଲକ ଠାକୁରଗଡ଼ ଥାନା ଶିଣ୍ଡୋଳ ଗ୍ରାମରେ ରବିବାର ଏକ ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସିକୁ ଧଣ୍ଡାତୋପା ବନ ବିଭାଗ ଜବତ କରିଛି। ସେଥିରୁ ୧୦ କ୍ୱିଣ୍ଟାଲ କେନ୍ଦୁପତ୍ର ଜବତ କରାଯାଇଥିବା ବେଳେ ଏହାର...
ତାଳ ଗୋଟାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ମହିଳା
ଛେଣ୍ଡିପଦା,୧୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କାଠପାଳଠାରେ ଭାଲୁ ଆକ୍ରମଣରେ ରବିବାର ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କାଠପାଳ ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ସ୍ତ୍ରୀ ଅଳେଇଚ। ପ୍ରକାଶ ଯେ, ଅଳେଇଚ ସକାଳେ ଘର ପାଖ ପଡ଼ିଆକୁ ତାଳ...
ମାତୃ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ଜରପଡ଼ା ଥାନା ଓଗି ଗ୍ରାମ ମାହାର ସାହିରେ ୨୦୧୮ ଜୁନ ୧୨ରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ଅନୁଗୋଳ ଆଡିସିନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ ଜଜ୍ କମ୍ ସ୍ପେଶାଲ ଜଜ୍ ଭିଜିଲାନ୍ସ...
ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର
ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ ସେଠାରେ ମୃତଦେହ ରଖିବାକୁ ଭୟ କରୁଥିବା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମେଡିକାଲରେ...
କଣିହାଁ କୋଇଲା ଖଣିରେ ଫାଟ
କଣିହାଁ, ୧୮ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସ୍ଥିତ ଏମସିଏଲର କଣିହାଁ କୋଇଲା ଖଣିର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ଫଳରେ ଯେ କୌଣସି ସମୟରେ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଖଣିର କଂସମୁଣ୍ଡା ସାଇଟରୁ ଏବେ କୋଇଲା ଖନନ ଓ...
ରାମଚଣ୍ଡୀଙ୍କ କୋଶଳା ଯାତ୍ରା ଆରମ୍ଭ
ଛେଣ୍ଡିପଦା,୧୮।୮ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ ରାମଚଣ୍ଡୀଙ୍କ ଐତିହାସିକ କୋଶଳା ଯାତ୍ରା ଶନିବାର ଆରମ୍ଭ ହୋଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅପରାହ୍ନ ୧ଟା ବେଳେ ମା’ଙ୍କ ପୀଠରେ...
ରାଜପଥ, ପାରିପାର୍ଶ୍ୱିକ ରାସ୍ତା ହେଲାଣି ମରଣଯନ୍ତା: ଏନ୍ଏଚ୍ଏଆଇ, ନାଲ୍କୋ ଉପରେ ବର୍ଷିଲେ ଏମ୍ପି
ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ଓ ଢେଙ୍କାନାଳ ଜିଲା ମଧ୍ୟ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅନେକ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ଅଛି। ଏଥିଯୋଗୁ ଦୁର୍ଘଟଣାମାନ ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିଲେ ବି...
ବନ୍ୟା ବିପନ୍ନଙ୍କୁ ଭେଟିଲେ ବିଧାୟକ
ବନ୍ତଳା, ୧୭ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାରେ ଶୁକ୍ରବାର ବନ୍ୟା ସ୍ଥିତି ଅନୁଧ୍ୟାନ ସହ ବିପନ୍ନଙ୍କୁ ଭେଟିଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ। ବିଧାୟକ ପ୍ରଥମେ ଟିକରପଡା, ମଝିପଡା, ଗଇନ୍ଦି, ବେହେରା ସାହି ଆଦି ବୁଲି...
ଉପସ୍ଥାନକୁ ନେଇ ପୌର କାର୍ଯ୍ୟାଳୟରେ ବିବାଦ
ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ପୌରପାଳିକାରେ ସ୍ବାଧୀନତା ଦିବସ ପାଳନ ପୂର୍ବରୁ କର୍ମଚାରୀଙ୍କ ଉପସ୍ଥାନ ନେଇ ଏକ ବିବାଦୀୟ ସ୍ଥିତି ଉପୁଜିଥିଲା। ପୌର ନିର୍ବାହୀ ଅଧିକାରୀ ସକାଳ ୭.୩୦ ସୁଦ୍ଧା ସମସ୍ତ କର୍ମଚାରୀ ଉପସ୍ଥିତ ରହିବାକୁ ନୋଟିସ ଜାରି...
ପୂର୍ବ ଶତ୍ରୁତାରୁ ତୀରମାଡ଼
ପାଲଲହଡ଼ା, ୧୬ା୮(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଯମରଡ଼ିହ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁ ଧୀବରଙ୍କୁ ତୀର ମାଡ଼ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଏଥିରେ ଗୁରୁ...
କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ...
Archives


