ଅନୁଗୋଳ

ବିଦ୍ୟାଳୟ ପରିସର ସଫା କଲେ, ପିଲାଙ୍କୁ ପଢ଼ାଇଲେ: ଖାଦ୍ୟର ମାନ ନେଇ ସରପଞ୍ଚ ଖପ୍ପା

ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଜାମୁନାଳୀ ପଞ୍ଚାୟତ ସରପଞ୍ଚ ପ୍ରମିଳା ନାଏକ ଗୁରୁବାର ଜାମୁନାଳୀ ବିଦ୍ୟାଳୟ ପରିସର ସଫେଇ କରାଇବା ସହ ସେଠାରେ ଥିବା ଅଙ୍ଗନଓ୍ବାଡ଼ି ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ…

ଘରୋଇ ବିଦ୍ୟାଳୟ ଶିକ୍ଷକ, ଛାତ୍ରୀଛାତ୍ରଙ୍କ ବିରୋଧ: ସହର ଅଳିଆ ଫେରିଲା ସହରକୁ

ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ପୌର ସଂସ୍ଥାକୁ ଛାଡ଼ୁନି ଅଳିଆ ବିବାଦ। ସହରର ଅଳିଆ ଯେଉଁଠି ପକାଯିବାକୁ ସ୍ଥାନ ଚିହ୍ନଟ ହେଉଛି ସେଠାରେ ବିରୋଧର ସ୍ବର ଦେଖିବାକୁ ମିଳୁଛି। ଗୁରୁବାର ଏପରି ଏକ ବିରୋଧ ଘଟଣା ଯୋଗୁ ଅଳିଆ ପକାଇବାକୁ ସକାଳୁ ଯାଇଥିବା…

ନୀତି ଆୟୋଗ ଟିମ୍‌ର ମାନଜୋର ପ୍ରକଳ୍ପ ପରିଦର୍ଶନ

ମାଧପୁର, ୨୯ା୮- କେନ୍ଦ୍ରୀୟ ନୀତି ଆୟୋଗ ଟିମର ଦୁଇଜଣିଆ ସଦସ୍ୟ ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମାନଜୋର ଜଳପ୍ରକଳ୍ପ ପରିଦର୍ଶନ କରିଛନ୍ତି। ଏଥିସହ ପ୍ରକଳ୍ପ ଅଧିକାରୀ, କୃଷକ ନେତା ଓ ଚାଷୀମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ପରେ କନ୍ଧପଡା ଉଠାଜଳସେଚନ…

ଅନୁଗୋଳରେ ନୀତି ଆୟୋଗ କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍‌: କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରିତା ଉପରେ ଆଲୋଚନା

ଅନୁଗୋଳ ଅଫିସ, ୨୯।୮: ନୀତି ଆୟୋଗ କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍‌ର ଦୁଇ ଜଣିଆ ସଦସ୍ୟ ବୁଧବାର ଅପରାହ୍ନରେ ଅନୁଗୋଳ ଜିଲା ଗସ୍ତରେ ଆସି କେନ୍ଦ୍ର ସରକାରଙ୍କ ଜିଲା ଜଳସେଚନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ। ସର୍କିଟ ହାଉସ୍‌ରେ ଅନୁଷ୍ଠିତ…

ଅନୁଗୋଳ ଜିଲାରେ ୫-ଟି ମନ୍ତ୍ର ବାଟବଣା: ବୈଠକର ମାସେ ପରେ ଆସୁଛି ଡିପିସି ଫାଇଲ

ଅନୁଗୋଳ ଅଫିସ, ୨୯।୮: ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ଅନୁଗୋଳ ଜିଲାରେ ବାଟବଣା ହୋଇଥିବା ଚର୍ଚ୍ଚା ଜୋର ଧରିଛି। କାରଣ ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି (ଡିପିସି) ବୈଠକ ବସିବାର ଦୀର୍ଘଦିନ ପରେ ମଧ୍ୟ ଫାଇଲ ଅନୁମୋଦନ ପାଇଁ ଆସିପାରୁ ନାହିଁ। ଉକ୍ତ…

ଦୁର୍ଘଟଣାଗ୍ରସ୍ତଙ୍କୁ କଟକ ନେବାକୁ ମିଳିଲାନି ୧୦୮ ଆମ୍ବୁଲାନ୍ସ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୯।୮: ଅନୁଗୋଳ ଥାନା କୁମଣ୍ଡ ଭଣ୍ଡୁବର ଠାରେ ବୁଧବାର ଏକ ଦୁର୍ଘଟଣାରେ ଗୁରୁତର ହୋଇଥିବା ୨ ଯୁବକଙ୍କୁ କଟକ ପଠାଯିବା ପାଇଁ ୧୦୮ ଆମ୍ବୁଲାନ୍ସ ନ ମିଳିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ…

ଜିଲା ଶିକ୍ଷା ବ୍ୟବସ୍ଥାରେ ସୁଧାର ପ୍ରୟାସ: ଡିଏମ୍‌ଏଫ୍‌ ପାଣ୍ଠିରେ ୮୨ ଶିକ୍ଷକ ନିଯୁକ୍ତି

ଅନୁଗୋଳ ଅଫିସ, ୨୯।୮: ଅନୁଗୋଳ ଜିଲାର ଖଣି ପ୍ରଭାବିତ ଅଞ୍ଚଳରେ ଥିବା ୪୩ ସ୍କୁଲରେ ବୁଧବାର ୮୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚୁକ୍ତି ଭିତ୍ତିରେ ଏହି ନିଯୁକ୍ତି ପ୍ରଦାନ କରାଯାଇଥିବା ଚିଠି ନଂ.…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆଠମଲ୍ଲିକ-ବଇଣ୍ତା ରାସ୍ତା ଅବରୋଧ

ଆଠମଲ୍ଲିକ, (ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ନୂଆଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ବୁଧବାର ସକାଳେ ଜନୈକ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ନାୟକ(୬୫)। ତାଙ୍କ ଘର ଠାକୁରଗଡ଼ ଥାନା ଅନ୍ତର୍ଗତ ବରପାଲି ଗ୍ରାମରେ ବୋଲି ଜଣାପଡିଛି।…

ଦରଦି ଚେହେରା ଜଗନ୍ନାଥ ବେହେରା: ଅନ୍ୟ ପାଇଁ ଲେଖୁଛନ୍ତି ଅଭିଯୋଗପତ୍ର

ବଅଁରପାଳ, ୨୮।୮-ପେଶାରେ ବ୍ୟବସାୟୀ ହେଲେ ବି ଗରିବ, ଅସହାୟ ମଣିଷଙ୍କ ପ୍ରତି ତାଙ୍କ ମଧ୍ୟରେ ଅଛି ଦରଦି ଭାବ। ଥାନା, କୋର୍ଟ, ବ୍ଲକ, ତହସିଲ ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଅଭିଯୋଗ କରିବାକୁ ଆସୁଥିବା ଏପରି ମଣିଷଙ୍କ ପାଇଁ ସେ ଲେଖିଦେଉଛନ୍ତି…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ‘ସଖୀ’ ୱାନଷ୍ଟପ୍‌ ସେଣ୍ଟର: ଗୋଟିଏ ସ୍ଥାନରେ ମିଳିବ ଚିକିତ୍ସା, ଆଇନ ସୁବିଧା

ଅନୁଗୋଳ ଅଫିସ, ୨୮।୮-ନିର୍ଯାତିତା ମହିଳା ଓ ବାଳିକାମାନଙ୍କୁ ସମନ୍ବିତ ସୁବିଧା, ସୁଯୋଗ ଯୋଗାଇ ଦେବା ଉଦ୍ଦେଶ୍ୟରେ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ସଖୀ’ର ୱାନଷ୍ଟପ୍‌ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଓ ଜିଲାପାଳ ମନୋଜ କୁମାର ମହାନ୍ତି…

ମେଡିକାଲରେ ଦମ୍ପତିଙ୍କୁ ଠକେଇ ଅଭିଯୋଗ: ସରକାରୀ ସହାୟତା ମିଳିବ କହି ନେଇଗଲେ ୭ଶହ

ଅନୁଗୋଳ ଅଫିସ, ୨୮।୮-ସରକାରୀ ସହାୟତା ଯୋଗାଇ ଦେବାକୁ କହି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଏକ ଦମ୍ପତିଙ୍କଠାରୁ ଅର୍ଥ ଠକେଇ କରାଯାଇଛି। ପୂର୍ବରୁ ଏଭଳି ୩ଟି ଘଟଣା ଘଟିଥିଲେ ବି ମେଡିକାଲରେ ଯେ ଦଲାଲମାନେ ସକ୍ରିୟ ଅଛନ୍ତି ତାହା ମଙ୍ଗଳବାର…

ପିଓଏସ୍‌ ମେଶିନ୍‌ରେ ହୋଲଡିଂ ଟ୍ୟାକ୍ସ ଆଦାୟ

ଅନୁଗୋଳ ଅଫିସ, ୨୮।୮-ଅନୁଗୋଳ ପୌରପାଳିକା ପକ୍ଷରୁ ମଙ୍ଗଳବାର ପିଓଏସ୍‌ ମେଶିନ୍‌ରେ ହୋଲ୍‌ଡିଂ ଟ୍ୟାକ୍ସ ଆଦାୟର ଶୁଭାରମ୍ଭ ହୋଇଛି। ଏଣିକି ଲୋକମାନଙ୍କ ନିକଟରୁ ଏପରି ଭାବେ ହୋଲଡିଂ ଟ୍ୟାକ୍ସ ଆଦାୟ କରାଯିବ ବୋଲି ପୌରପାଳିକା ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନା କହିଛନ୍ତି। ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?