ପୂର୍ବ ଶତ୍ରୁତାରୁ ତୀରମାଡ଼
ପାଲଲହଡ଼ା, ୧୬ା୮(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଯମରଡ଼ିହ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁ ଧୀବରଙ୍କୁ ତୀର ମାଡ଼ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଏଥିରେ ଗୁରୁ ଗୁରୁତର…
କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ…
ମରଣଯନ୍ତା ପାଲଟିଛି ୫୫ନଂ ଜାତୀୟ ରାଜପଥ: ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ ଆଣିଲେ ଏମ୍ପି, ସମାଧାନ ନ ହେଲେ ଆନ୍ଦୋଳନ
ଅନୁଗୋଳ ଅଫିସ,୧୬।୮: ଅନୁଗୋଳ ଓ ଢେଙ୍କାନାଳ ମଧ୍ୟରେ ଯାଇଥିବା ୫୫ନଂ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତ୍ୟକ ଦିନ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି। ରାସ୍ତା ପ୍ରସ୍ତତି କରଣ ପାଇଁ କାର୍ଯ୍ୟ କରୁଥିବା ଗାୟତ୍ରୀ କମ୍ପାନୀ ନିର୍ଦ୍ଧାରିତ ସମୟ…
‘ଆଦୃତ’ରେ ସାମୂହିକ ଜନ୍ମ ଉତ୍ସବ
ଅନୁଗୋଳ ଅଫିସ, ୧୫।୮-ଅନୁଗୋଳ ପଞ୍ଚମହଲାସ୍ଥିତ ଆଦୃତ ଶିଶୁ ସଦନରେ ଗୁରୁବାର ଅନ୍ତେବାସୀ ଶିଶୁମାନଙ୍କ ସାମୂହିକ ଜନ୍ମ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ଶ୍ରୀକାନ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲା ଶିଶୁ ମଙ୍ଗଳ କମିଟି ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ…
ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ…
ଚାରା ଲାଗାଇ ପାଳିଲେ ଜାତୀୟ ଦିବସ
ରାସୋଳ, ୧୫।୮(ଡି.ଏନ୍.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ…
ଲକ୍ଷାଧିକ ଟଙ୍କାର କାଠ ଜବତ, ୨ ଗିରଫ
ପାଲଲହଡ଼ା, ୧୫।୮(ଡି.ଏନ୍.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳ କାଠ ଚାଲାଣ ବେଳେ ବନ ବିଭାଗର ଏକ ଟିମ୍ ଚଢ଼ାଉ କରି ୩ଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୨ଜଣ ଗିରଫ ହୋଇଛନ୍ତି। ସେମାନେ…
ନାଲ୍କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ
ବଅଁରପାଳ, ୧୫।୮(ଡି.ଏନ୍.ଏ.)-ଅନୁଗୋଳ ଜିଲା ନାଲ୍କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ…
ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳନ
ଛେଣ୍ଡିପଦା,୧୫।୮(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମିନି ଷ୍ଟାଡିୟମଠାରେ ବ୍ଲକ ସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ…
ଦାବିପତ୍ର ଦେଲେ ଡାକ୍ତର, କର୍ମଚାରୀ
ତାଳଚେର,୧୫ା୮(ନି.ପ୍ର.) ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ଗିରଫ କରାଯିବା, ଡାକ୍ତରଖାନା ପରିସରରେ ପୋଲିସ ଆଉଟପୋଷ୍ଟ ଖୋଲାଯିବା ଦାବିରେ ବୁଧବାର ତାଳଚେର ଉପଖଣ୍ଡ ଡାକ୍ତରଖାନାର ଡାକ୍ତର ଓ କର୍ମଚାରୀମାନେ ଉପଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…
ଚାନ୍ଦିନୀ ସହ ୧୦ ଫୁଟ ଦବିଗଲା କୂଅ
ତାଳଚେର,୧୫ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୩ ନମ୍ବର ୱାର୍ଡର ଗୁରୁବକ୍ସ ସିଂଙ୍କ ଘର ଅଗଣାରେ ଥିବା କୂଅ ମଙ୍ଗଳବାର ରାତିରେ ଚାନ୍ଦିନୀ ସହ ୧୦ ଫୁଟ ଦବି ଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ବାରମ୍ବାର ତାଳଚେର ଅଞ୍ଚଳରେ…
ଆଠମଲ୍ଲିକ ସହର, ୩ ପଞ୍ଚାୟତରେ ବନ୍ୟା
ଆଠମଲ୍ଲିକ,୧୫ା୮(ଡି.ଏନ.ଏ.) ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅନୁଗୋଳ ଜିଲାର ଆଠମଲ୍ଲିକ ସହର ସମେତ ବ୍ଲକରେ ବୁଧବାର ବନ୍ୟା ଜଳ ପ୍ରବେଶ କରିଛି। ଏଥିଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ତିନୋଟି ପଞ୍ଚାୟତ ଓ ଗୋଟିଏ ଗାଁ…
Archives


