ଅନୁଗୋଳ

ସରସ୍ବତୀ ଶିଶୁମନ୍ଦିରରେ ଜନ୍ମାଷ୍ଟମୀ ପାଳନ: ଶ୍ରୀକୃଷ୍ଣଙ୍କ ବେଶରେ ସହର ପରିକ୍ରମା

ଛେଣ୍ଡିପଦା,୨୩।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳନ ହୋଇଯାଇଛି । ଏହି ଅବସରରେ ଶିଶୁମନ୍ଦିର ପରିସରରେ ଶ୍ରୀକୃଷ୍ଣଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପୂଜାର୍ଚ୍ଚନା କରାଯାଇଥିଲା। ପରେ ବାଳଗୋପାଳ କୃଷ୍ଣଙ୍କୁ ଝୁଲଣ କରାଯାଇଥିଲା। ଛାତ୍ରୀଛାତ୍ରମାନେ…

ଖୁଡ଼ୀ ହତ୍ୟାକାରୀ ପୁତୁରାଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୨୩।୮-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜଳତାପ ଗ୍ରାମରେ ୨୦୧୮ରେ ହୋଇଥିବା ଏକ ହତ୍ୟା ମାମଲାର ବିଚାର କରି ଗୁରୁବାର ଅନୁଗୋଳ ଆଡିଶନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ୍‌ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜଲାନ୍ସ ରୂପଶ୍ରୀ ଚୌଧୁରୀ ଅଭିଯୁକ୍ତ ସୁମନ୍ତ…

କୁଲାଡ଼ରେ ୩ ଶହ ବର୍ଷର ପରମ୍ପରା: ଗାଁର ମଙ୍ଗଳ ପାଇଁ ଜନ୍ମାଷ୍ଟମୀ

ବଅଁରପାଳ, ୨୩।୮ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଧୁମ୍‌ଧାମରେ ଜନ୍ମାଷ୍ଟମୀ ପାଳନ ପାଇଁ ଚାଲିଛି ଆୟୋଜନ। ୩ଶହ ବର୍ଷର ପରମ୍ପରା ଅନୁଯାୟୀ ଗ୍ରାମର ମଙ୍ଗଳକାମନା ନିମନ୍ତେ ଶୁକ୍ରବାର ଗ୍ରାମବାସୀ ଜନ୍ମାଷ୍ଟମୀ ପାଳନ କରିବେ। ଏଥିପାଇଁ ଗଁା ଚଳଚଞ୍ଚଳ ହୋଇପଡ଼ିଛି।…

ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍‌

ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍‌ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟଗୁଡ଼ିକରେ ସରକାରୀ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ଉକ୍ତ ଟିମ୍‌ ତାହାର…

ସଲାସୁତରାରେ ଚାଲିଛି ଦୋକାନ ଘର ଭଡ଼ା ବେପାର: ପ୍ରମାଣ ପାଉନି ପୌରପାଳିକା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ଦୋକାନ ଗୃହ ନିର୍ମାଣ କରାଯାଇ ଭଡ଼ାରେ ଲଗାଯାଇଛି। ହେଲେ ଉକ୍ତ ଘର ନେଇଥିବା ବ୍ୟବସାୟୀମାନଙ୍କ ମଧ୍ୟରୁ କେତେଜଣ ସେଠାରେ ବେପାର ନ କରି ଚଢ଼ା ଦରରେ ଅନ୍ୟ ବ୍ୟବସାୟୀଙ୍କୁ ଭଡ଼ା…

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ତେବେ ଏତେ ପରିମାଣର ପଲିଥିନ ଜବତ ହୋଇଥିଲେ ବି…

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି, ଜିଲାପରିଷଦ…

ଓଭରହେଡ୍‌ ଟାଙ୍କି କାର୍ଯ୍ୟ ନିମ୍ନମାନର ଅଭିଯୋଗ

ତାଳଚେର, ୨୧ା୮(ନି.ପ୍ର.)-ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଞ୍ଚାୟତ ଚାଇଁପାଳ ବାଳିକା ଉଚ୍ଚବିଦ୍ୟାଳୟ ନିକଟରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଓଭରହେଡ ଟାଙ୍କି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗ୍ରାମବାସୀ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରାଙ୍କୁ ଅଭିଯୋଗ କରିଛନ୍ତି।…

ନିଶା କବଳରୁ ଯୁବ ସମାଜ ଦୂରେଇ ରହୁ

ଛେଣ୍ଡିପଦା,୨୧।୮(ଡି.ଏନ.ଏ.)-ଛେଣ୍ଡିପଦା ବ୍ଲକ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର ରାଜ ସଂସ୍କାର କମିଟି ତୁକୁଡା ଓ ଆମ ପରିବାର ଚକ୍ର ଅନୁଗୋଳର ମିଳିତ ଆନୁକୂଲ୍ୟରେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ନିଶା ନିବାରଣ ସଂକ୍ରାନ୍ତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ: ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି

ମାଧପୁର,୨୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ କମ୍ପ୍ଲଲା ପଞ୍ଚାୟତ ଛେପ୍ରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ବୁଡାଏକ (୨୮)। ସେ ଶୋଇଥିବା ସମୟରେ ଏପରି ଘଟିଥିଲା। ପରେ…

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ବାଗଡ଼ିଆ-ଛେଣ୍ଡିପଦା ରାସ୍ତା ଅବରୋଧ

ଛେଣ୍ଡିପଦା,୨୦।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବାଗଡ଼ିଆ ବଡ଼ଯୋରା ନିକଟରେ ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ଟାଙ୍ଗିର ପଞ୍ଚାୟତ ପାଣପଶିର ମିଶ୍ର ମାଝୀଙ୍କ ସ୍ତ୍ରୀ ଲଳିତା ବୋଲି ଜଣାପଡିଛି। ପ୍ରକାଶ ଯେ, ଲଳିତା ସୋମବାର ସନ୍ଧ୍ୟାରେ ବାଗଡ଼ିଆରୁ…

ସମଲ ଥାନା ଅଞ୍ଚଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି ଜନ୍ମହେବା ପରେ କେହି ତାକୁ ସେଠାରେ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି। ଶିଶୁର କାନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?