ଅନୁଗୋଳ

ପୂର୍ତ୍ତ ରାସ୍ତାରେ ଏନ୍‌ଟିପିସି ଆଶ୍‌ପଣ୍ଡ ପାଣି

କଣିହାଁ,୧୩।୮(ଡି.ଏନ.ଏ.) କଣିହାଁ ବ୍ଲକ ସ୍ଥିତ ଏନଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଣି ସାମାନ୍ୟ ବର୍ଷାରେ ରାସ୍ତାରେ ପ୍ରବାହିତ ହେଉଛି। ଏଥିଯୋଗୁ ପିଚୁ ରାସ୍ତା କ୍ଷୟକ୍ଷତି ହୋଇ ଖାଲଖମାରେ ପରିଣତ ହୋଇଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର ଚୋରି ହୋଇଥିବା ସୋମବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ଠାକୁରଗଡ଼ ଗ୍ରାମରେ ଧଣ୍ଡାତୋପା ଗ୍ରାମର…

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି…

ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ…

୨୦ ଫୁଟ ଗଭୀର କୂଅରେ ଖସିପଡ଼ିିଥିବା ଭାଲୁ ଉଦ୍ଧାର

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କୋଶଳା ନିକଟସ୍ଥ ଭାଗଲାକଟା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ କୂଅ ଭିତରେ ଭାଲୁ ପଡ଼ିଥିଲା। ନିକଟସ୍ଥ କୋଶଳା ସଂରକ୍ଷିତ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ଆସିଥିବା ଭାଲୁଟି ଭାଗଲାକଟା ଗ୍ରାମର…

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଅପ୍‌ଡେଟ ହେଉନି ନିରାମୟ ସୂଚନା

ଅନୁଗୋଳ ଅଫିସ, ୧୨।୮: ବିଭିନ୍ନ ସମୟରେ ଅନେକ କାରଣକୁ ନେଇ ବିବାଦରେ ରହୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଅବ୍ୟବସ୍ଥା ଓ ଅବହେଳାକୁ ନେଇ ଚର୍ଚ୍ଚାରେ। ଉନ୍ନତମାନର ସେବା ପ୍ରଦାନ, ଭିତ୍ତିଭୂମି ସମସ୍ୟାକୁ ନେଇ ଅଭିଯୋଗର ତାଲିକା ଲମ୍ବା ହୋଇ ଚାଲିଥିବାବେଳେ…

ସିଡବ୍ଲ୍ୟୁସି ନିକଟରେ ନାବାଳିକାଙ୍କୁ ହାଜର କରାଇଲାନି ପୋଲିସ; ଡିଜିପି, ସରକାରଙ୍କୁ ଅବଗତ କରାଇବ ସମିତି

ଅନୁଗୋଳ ଅଫିସ, ୧୨।୮: ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ପୋଲିସ ଶନିବାର ତାଙ୍କ ବାପାଙ୍କ ଜିମା ଦେବାପରେ ପୀଡିତାଙ୍କ ସୁରକ୍ଷାକୁ ନେଇ ଜିଲା ଶିଶୁ ମଙ୍ଗଳ ସମିତି(ସିଡବ୍ଲ୍ୟୁସି) ପ୍ରଶ୍ନ ଉଠାଇଥିଲା। ଏଥିସହ ରବିବାର ପୂର୍ବାହ୍ନ ୧୧ଟା…

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷା ପ୍ରଦାନରେ ସମସ୍ୟା ହେଉଥିଲେ ହେଁ ବିଭାଗୀୟ ଉଦସୀନତା ଯୋଗୁ ଏହାର ସମାଧାନ…

ଅବ୍ୟବସ୍ଥା ଘେରରେ ବ୍ରିଟିଶ୍‌ ଅମଳର ହାଟ: ହେଉଛି ଶୁଳ୍କ ଆଦାୟ, ହେଉନି ବିକାଶ

ଛେଣ୍ଡିପଦା,୧୧।୮ – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ବ୍ରିଟିଶ ଅମଳର ବାଗଡ଼ିଆ ହାଟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏହା ଥିଲେ ବି କ୍ରମାଗତ ଅବହେଳା କାରଣରୁ ଏହା ଧୀରେ ଧୀରେ ସ୍ଥାଣୁ ପାଲଟିବାରେ…

ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି

ଅନୁଗୋଳ ଅଫିସ, ୧୧।୮ – ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ ବାପାଙ୍କ ଜିମା ଦେଇଛି। ହେଲେ ପୋଲିସର ଏପରି କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛି ଜିଲା…

ଉଦ୍‌ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ

ତାଳଚେର,୧୧ା୮(ନି.ପ୍ର.) – କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ ନିର୍ମାଣ ହୋଇଥିବା ସବ୍‌ଡିଭିଜନାଲ ଷ୍ଟାଡିୟମକୁ କାର୍ଯ୍ୟକ୍ଷମ କରିବାକୁ ସରକାର ଯେପରି ଭୁଲି ଯାଇଛନ୍ତି। କାରଣ…

ଏମିତି ଚାଲିଛି ପାଠପଢ଼ା: ୧୧୯ ଛାତ୍ରୀଛାତ୍ରଙ୍କୁ ୨ ଶିକ୍ଷୟିତ୍ରୀ

ମାଧପୁର,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ କୁନ୍ଦନାଳୀ ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ବର୍ତ୍ତମାନ ଶିକ୍ଷକ ଅଭାବ ଦେଖାଦେଇଛି। ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୧୯ ଜଣ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ପଢ଼ାଇବାକୁ ୨ (କଳା) ଶିକ୍ଷୟିତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri