ଅନୁଗୋଳ

ଅନୁଗୋଳରେ ସେକ୍ସ ର଼୍ୟାକେଟ୍‌ ଠାବ, ୫ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୫ ହଜାର ଟଙ୍କା ଓ ୭…

ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପ୍ରସ୍ତୁତି ବୈଠକ:‘ଅବହେଳାର ଶିକାର କଳାକାର’

ଅନୁଗୋଳ ଅଫିସ, ୨୦।୮ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନର ଅନୁଗୋଳ ଜିଲା…

କୋଇଲା ଉତ୍ତୋଳନ ପରେ ହେଉନି ବାଲି ଫିଲିଂ

ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍‌ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍‌ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ କୋଇଲା ଖଣି କ୍ଷତିଗ୍ରସ୍ତମାନେ ସୋମବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସହର ନିକଟରେ ଏମ୍‌ସିଏଲର…

ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଏମିତି: ଶିକ୍ଷକ କରୁଛନ୍ତି କିରାଣି କାମ

ଅନୁଗୋଳ ଅଫିସ, ୨୦।୮- ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଅନୁଗୋଳ ଜିଲାରେ ୩ ବର୍ଷ ହେଲା ଶିକ୍ଷକ ନିଯୁକ୍ତି ଦେଇନାହାନ୍ତି। ଏପରି କି ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରେ ୮୩ ଶିକ୍ଷକଙ୍କ ନିଯୁକ୍ତିକୁ ମଧ୍ୟ ବନ୍ଦ କରିଛନ୍ତି।…

ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗ୍ରାମର ଶେଷ କୁଦେଇଙ୍କ…

୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି କାର୍ଯ୍ୟକାରୀ କରୁ ନ ଥିବା ଅଭିଯୋଗ କରିଛି ତାଳଚେର ସୁରକ୍ଷା ମଞ୍ଚ। ଏହା…

ବାଲିପଟା ଗ୍ରାମବାସୀଙ୍କ ଶପଥ: ନିଯୁକ୍ତି, ଥଇଥାନ ନ ହେଲେ ଛଡାଯିବନି ଜମି

କଣିହାଁ, ୧୯।୮(ଡି.ଏନ.ଏ.) କଣିହାଁ ବ୍ଲକ କାକୁଡିଆ ପଞ୍ଚାୟତ ବାଲିପଟ୍ଟା ଗ୍ରାମର ୨ ସାହିରେ କୋଇଲା ଖଣି ପ୍ରକଳ୍ପ ପାଇଁ ଏନ୍‌ଟିପିସି ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଉପଯୁକ୍ତ କ୍ଷତିପୂରଣ, ନିଯୁକ୍ତି,…

ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ ଯୋଗଦେଇ ଦଳୀୟ ସଙ୍ଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ କର୍ମୀମାନଙ୍କୁ ଆହ୍ବାନ…

ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସି ଜବତ, ୨ ଗିରଫ

ବଇଣ୍ଡା,୧୮।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ଆଠମଲିକ ବ୍ଲକ ଠାକୁରଗଡ଼ ଥାନା ଶିଣ୍ଡୋଳ ଗ୍ରାମରେ ରବିବାର ଏକ ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସିକୁ ଧଣ୍ଡାତୋପା ବନ ବିଭାଗ ଜବତ କରିଛି। ସେଥିରୁ ୧୦ କ୍ୱିଣ୍ଟାଲ କେନ୍ଦୁପତ୍ର ଜବତ କରାଯାଇଥିବା ବେଳେ ଏହାର ଆନୁମାନିକ…

ତାଳ ଗୋଟାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ମହିଳା

ଛେଣ୍ଡିପଦା,୧୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କାଠପାଳଠାରେ ଭାଲୁ ଆକ୍ରମଣରେ ରବିବାର ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କାଠପାଳ ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ସ୍ତ୍ରୀ ଅଳେଇଚ। ପ୍ରକାଶ ଯେ, ଅଳେଇଚ ସକାଳେ ଘର ପାଖ ପଡ଼ିଆକୁ ତାଳ ଗୋଟାଇବାକୁ…

ମାତୃ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ଜରପଡ଼ା ଥାନା ଓଗି ଗ୍ରାମ ମାହାର ସାହିରେ ୨୦୧୮ ଜୁନ ୧୨ରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ଅନୁଗୋଳ ଆଡିସିନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜିଲାନ୍ସ…

ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ ସେଠାରେ ମୃତଦେହ ରଖିବାକୁ ଭୟ କରୁଥିବା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?