ଅନୁଗୋଳ

ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ…

୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି। ଏହାକୁ…

୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା

ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍‌ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଏସ୍‌ଡିପିଓ…

୧୧ରୁ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା

ଅନୁଗୋଳ,୧୦।୧୦(ଅମିତ କୁମାର ସାମଲ): ଅନୁଗୋଳ ଫରେଷ୍ଟ ରେଞ୍ଜର ଟ୍ରେନିଂ କଲେଜ ପଡ଼ିଆରେ ଆସନ୍ତା ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ଜିଲାରୁ ୧୮ଶହ ଛାତ୍ରୀଛାତ୍ରଙ୍କ ସହ ଅଫିସିଆଲ୍‌ ଯୋଗଦେବାର କାର୍ଯ୍ୟକ୍ରମ…

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମର୍ଥନ କରାଯାଇଛି।…

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା

ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି। ସୂଚନାନୁଯାୟୀ,…

ବିପଦ ସଙ୍କେତ ଉପରେ ଜଳସ୍ତର

କଣିହାଁ, ୭ା୧୦ (ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଗୁରୁବାର ସାରୁ ୮ ନମ୍ବର ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏ ସମ୍ପର୍କରେ ଡ୍ୟାମ୍‌ ଡିଭିଜନର ଯନ୍ତ୍ରୀ ଶଙ୍କରାନନ୍ଦ ରଣା କହିଛନ୍ତି, ଜଳସ୍ତର…

୧୦ରେ ତାଳଚେର ବନ୍ଦ ଡାକରା

ତାଳଚେର, ୫ା୧୦ (ମନୋଜ ନନ୍ଦ)ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ଆସନ୍ତା ୧୦ ତାରିଖ ଦିନ ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…

ନର୍ସିଂହୋମରେ ଚିକିତ୍ସା କରୁଥିଲେ ନକଲି ଡାକ୍ତର

ତାଳଚେର,୨ା୧୦(ମନୋଜ ନନ୍ଦ): ୨୦୧୯ରୁ ନର୍ସିଂହୋମ୍‌ର ପଞ୍ଜୀକରଣ ନବୀକରଣ ହୋଇନାହିଁ। ଏଠାରେ ରୋଗୀ ଦେଖୁଥିବା ଡାକ୍ତରଙ୍କ ନିକଟରେ ଡାକ୍ତରୀ ଲାଇସେନ୍ସ ମଧ୍ୟ ନାହିଁ। ତଥାପି ଦୀର୍ଘଦିନ ହେଲା ଏଠାରେ ଚାଲିଥିଲା ରୋଗୀଙ୍କ ଚିକିତ୍ସା। ତେବେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ନେଇ ପୂର୍ବରୁ ପୋଲିସ ନିକଟରେ…

ଡ୍ରେନ୍‌ ନିର୍ମାଣ ସରୁନି, ଚିନ୍ତାରେ ଗ୍ରାମବାସୀ

ବଇଣ୍ଡା,୩୦।୯(ପରିକ୍ଷିତ ସାହୁ): କିଶୋରନଗର ବ୍ଲକ ବଇଣ୍ଡା ଛକ, କଦଳୀମୁଣ୍ଡା, ନନ୍ଦମୁଣ୍ଡା, ଶରଧାମୁଣ୍ଡା ଅଞ୍ଚଳରେ ଡ୍ରେନ୍‌ କାର୍ଯ୍ୟ ସରୁନାହିଁ। ଠିକାସଂସ୍ଥା ପକ୍ଷରୁ କାମ ସମାପ୍ତ କରାଯାଉ ନ ଥିବାରୁ ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ବାରମ୍ବାର ବଇଣ୍ଡା ଗ୍ରାମବାସୀ ରାସ୍ତା କାମ…

୨୦ କି.ମି. ମଧ୍ୟରେ ୩ ଟୋଲ୍‌ଗେଟ୍‌

ପାଲଲହଡ଼ା,୩୦ା୯(ଦିବ୍ୟଜ୍ୟୋତି ଦାଶ): ଦେବଗଡ଼ ଓ କେନ୍ଦୁଝର ଜିଲାକୁ ଲାଗିକରି ଥିବା ଅନୁଗୋଳ ଜିଲାର ପାଲଲହଡା ଉପଖଣ୍ଡବସୀଙ୍କ ଉପରେ ବଢ଼ୁଛି ଟୋଲ୍‌ଗେଟ୍‌ ବୋଝ। ପାଲଲହଡ଼ା ଉପଖଣ୍ଡ ଠାରୁ ମାତ୍ର ୨୦ କି.ମି. ପରିଧି ମଧ୍ୟରେ ୪୯ ଏବଂ ୧୪୯ନଂ. ଜାତୀୟ ରାଜପଥରେ ୩ଟି…

ରାଜପଥ କାମ ନେଇ ବାମୁରରେ ଅସନ୍ତୋଷ

ବଇଣ୍ଡା,୨୯।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାର୍ଯ୍ୟ ଚାଲୁ ରହିଛି। କିଶୋରନଗର ବ୍ଲକ ବାମୁରଠାରେ ଗୁରୁବାର ରାସ୍ତାର କଂକ୍ରିଟକରଣ କରାଯାଉଥିବାବେଳେ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ କରିଛନ୍ତି ବାମୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?