ଅନୁଗୋଳ

ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ…

ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳନ

ଛେଣ୍ଡିପଦା,୧୫।୮(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମିନି ଷ୍ଟାଡିୟମଠାରେ ବ୍ଲକ ସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ…

ଦାବିପତ୍ର ଦେଲେ ଡାକ୍ତର, କର୍ମଚାରୀ

ତାଳଚେର,୧୫ା୮(ନି.ପ୍ର.) ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ଗିରଫ କରାଯିବା, ଡାକ୍ତରଖାନା ପରିସରରେ ପୋଲିସ ଆଉଟପୋଷ୍ଟ ଖୋଲାଯିବା ଦାବିରେ ବୁଧବାର ତାଳଚେର ଉପଖଣ୍ଡ ଡାକ୍ତରଖାନାର ଡାକ୍ତର ଓ କର୍ମଚାରୀମାନେ ଉପଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ…

ଚାନ୍ଦିନୀ ସହ ୧୦ ଫୁଟ ଦବିଗଲା କୂଅ

ତାଳଚେର,୧୫ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୩ ନମ୍ବର ୱାର୍ଡର ଗୁରୁବକ୍ସ ସିଂଙ୍କ ଘର ଅଗଣାରେ ଥିବା କୂଅ ମଙ୍ଗଳବାର ରାତିରେ ଚାନ୍ଦିନୀ ସହ ୧୦ ଫୁଟ ଦବି ଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ବାରମ୍ବାର ତାଳଚେର…

ଆଠମଲ୍ଲିକ ସହର, ୩ ପଞ୍ଚାୟତରେ ବନ୍ୟା

ଆଠମଲ୍ଲିକ,୧୫ା୮(ଡି.ଏନ.ଏ.) ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅନୁଗୋଳ ଜିଲାର ଆଠମଲ୍ଲିକ ସହର ସମେତ ବ୍ଲକରେ ବୁଧବାର ବନ୍ୟା ଜଳ ପ୍ରବେଶ କରିଛି। ଏଥିଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ତିନୋଟି ପଞ୍ଚାୟତ ଓ ଗୋଟିଏ…

୧୫୦ ପରିବାର ସ୍ଥାନାନ୍ତର

ବନ୍ତଳା,୧୫ା୮ (ଡି.ଏନ.ଏ.) ମହାନଦୀରେ ବନ୍ୟା ଯୋଗୁ ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡା ପଞ୍ଚାୟତର ୪ ଗାଁ ପାଣି ଘେରରେ ରହିଛି। ତେବେ ଉକ୍ତ ଗାଁରୁ ପ୍ରାୟ ୧୫୦ ପରିବାରକୁ ପ୍ରଶାସନ ପକ୍ଷରୁ ନିକଟସ୍ଥ ହାଇସ୍କୁଲ, ୟୁପି ସ୍କୁଲ ଓ ପଞ୍ଚାୟତ…

ନାବାଳିକାଙ୍କୁ ନେଇ ସିଡବ୍ଲ୍ୟୁସି-ପୋଲିସ ବିବାଦ ଘଟଣା: ଝିଅକୁ ପାଖରେ ରଖିବାକୁ ବାପା ପ୍ରଶାସନର ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଥଇଥାନ କରିବା ନେଇ ପୋଲିସ ଓ ଜିଲା ଶିଶୁ ମଙ୍ଗଳ ସମିତି ମଧ୍ୟରେ ବିବାଦ ଜଟିଳ ହେବାରେ ଲାଗିଛି। ପୋଲିସ କିଶୋର ନ୍ୟାୟ ଆଇନ ୨୦୧୫ (ଶିଶୁମାନଙ୍କ ଯତ୍ନ…

ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା…

ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା କଲେଜର କେତେଜଣ ଛାତ୍ର ଅଭିଯୋଗ କରିଛନ୍ତି। ଏ ନେଇ ସମ୍ପୃକ୍ତ ଛାତ୍ରମାନେ ମଙ୍ଗଳବାର ଜିଲା…

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି ବିଧାୟକ ମଧ୍ୟାହ୍ନଭୋଜନ ଯାଞ୍ଚ କରିଥିଲେ। ପରେ ବିଦ୍ୟାଳୟର ସମସ୍ତ କାଗଜପତ୍ର ଓ ଶିକ୍ଷକମାନଙ୍କ ଉପସ୍ଥାନ…

ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପ:ଭିତ୍ତିଭୂମି ପରଖିଲେ ଆର୍କିଟେକଚର୍‌

ଅନୁଗୋଳ ଅଫିସ, ୧୩।୮ ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପରେଖ। ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହାର ନବକଳେବର କରାଯିବ। ଏଥିସହ ବିଭିନ୍ନ ଖେଳ ସୁବିଧାରେ ଏଠାରେ ଯେପରି ଆୟୋଜନ ହୋଇପାରିବ ସେ ନେଇ ମଧ୍ୟ ବିଚାର କରାଯିବ। ଏ ନେଇ ଭିତ୍ତିଭୂମି ପରଖିବା କାର୍ଯ୍ୟ…

ବାଗେଡିଆ-ପୁରୁଣାଗଡ ରାସ୍ତାରେ ଗର୍ତ୍ତ

ଛେଣ୍ଡିପଦା,୧୩।୮(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ବାଗେଡିଆ ଗ୍ରାମଠାରୁ ପୁରୁଣାଗଡ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତାର ପୁରୁଣାସାହି ନିକଟରେ ଏକ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଉପରୋକ୍ତ ସ୍ଥାନ ବିପଦସଙ୍କୁଳ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?