ଅନୁଗୋଳ

ମନ୍ଥର ଗତିରେ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ବଅଁରପାଳ,୬।୮-ଗ୍ରାମାଞ୍ଚଳର ଗରିବ ଅଣକୁଶଳୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ଅତୀତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଆରମ୍ଭ କରାଯାଇଥିଲା। ବର୍ଷକୁ ଅନୂ୍ୟନ ଶହେ ଦିନର କାମ ଯୋଗାଇ ଦେବାକୁ…

ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ ରଖିଥିବା ଅଭିଯୋଗରେ ଜଣେ ଛତୁ ବ୍ୟବସାୟୀଙ୍କ ଉପରେ ୫ ଶହ ଟଙ୍କା ଜରିମାନା…

ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ବଲଣ୍ଡା ପୋଲିସ ମୃତଦେହ ଜବତ କରି ତାଳଚେର…

ନାବାଳିକା ବଳାତ୍କାର ଘଟଣା:ପୀଡିତାଙ୍କ ବୟାନ ରେକର୍ଡ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର କଟକରୁ ଫେରିଥିଲେ। ସୋମବାର ନାବାଳିକାଙ୍କ ୧୬୪ ବୟାନ ରେକର୍ଡ କରାଯାଇଥିବା ଅନୁଗୋଳ ଥାନା…

ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା ବର୍ଷରୁ ଏଠାରେ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଅଦ୍ୟାବଧି ମୌଳିକ ସୁବିଧା…

ପାଇନାନ୍ସ କର୍ମଚାରୀ କହି ଲୁଟୁଥିଲେ ଟଙ୍କା: ଗ୍ରାମବାସୀଙ୍କ ହାତରେ ଧରାପଡ଼ି ମାଡ଼ ଖାଇଲେ ଯୁବକ

ବଇଣ୍ଡା,୫।୮(ଡି.ଏନ.ଏ.)-ଅନୁଗୋଳ ଜିଲା ହଣ୍ଡପା ଥାନା ଗରୁଡ଼ ଗ୍ରାମରେ ଜଣେ ଅଟୋ ମାଲିକଙ୍କଠାରୁ ବଇଣ୍ଡା ଅଞ୍ଚଳର ୨ଜଣ ଯୁବକ ଟଙ୍କା ଲୁଟୁଥିବାବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ି ଜଣେ ଯୁବକ ମାଡ଼ଖାଇଛନ୍ତି। ଅନ୍ୟ ଜଣେ ଯୁବକ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ…

ନାତୁଣୀକୁ ମାଡ଼ ମାରି ଜେଜେ ମା’ ଗିରଫ

ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି ଘଟଣା ରବିବାର ଅନୁଗୋଳ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। କ୍ଷତାକ୍ତ ଅବସ୍ଥାରେ ପୋଲିସ ଶିଶୁଟିକୁ…

ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ; ରାତିକ ଭିତରେ ୫ ଗାଡ଼ିରୁ ଚୋରି

ପରଜଙ୍ଗ, ୫।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ଏହି ଘଟଣା…

ନାବାଳିକା ବଳାତ୍କାର ଘଟଣା: ମାମୁଙ୍କୁ ମାଡ଼,୩ ଗିରଫ

ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ ରବିବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ପୁରୁଣାକୋଟ…

ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ

ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଟ୍ରିପ ଟ୍ରିପ କାଠ ବାହାରକୁ ଚାଲାଣ ହେଉଥିବାବେଳେ ଜଙ୍ଗଲ ଧ୍ୱଂସ ହେବାକୁ ବସିଛି।…

ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା

ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ,…

ଏସ୍‌ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri