ଅନୁଗୋଳ

ବ୍ୟବଚ୍ଛେଦ ପୂର୍ବରୁ ପୁଣି ମୃତଦେହରେ କ୍ଷତ ନେଇ ବିବାଦ:ମେଡିକାଲ ପରିସରରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୩।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରେ କ୍ଷତ ନେଇ ସୋମବାର ମେଡିକାଲ ପରିସରରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ମୃତଦେହ ସଂରକ୍ଷଣରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳା ନେଇ ପରିବାର ଲୋକେ…

ପଞ୍ଚାୟତସ୍ତରରେ ଚାଲିଛି କାଳିଆ ଫର୍ମ ଯାଞ୍ଚ:୨୫ ହଜାରରୁ ୨ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧୩।୮ କାଳିଆ ଯୋଜନାରେ ଥିବା ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ ପ୍ରକ୍ରିୟା ଶନିବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରୁ ଏହି ଯାଞ୍ଚ କରାଯାଉଥିବା ବେଳେ ଏବେ ବିଭିନ୍ନ ବ୍ଲକରୁ ରିପୋର୍ଟମାନ ଆସିବାରେ ଲାଗିଛି। ୩ ଦିନ ମଧ୍ୟରେ ଯାଞ୍ଚ…

ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା

ପାଲଲହଡ଼ା, ୧୩ା୮(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପକଣ୍ଠରେ ବଢିଚାଲିଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା। କେତେଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଆଉ କେତେକ ବାହାର ଜିଲାରୁ ଏଠାକୁ ଆସି ଏଣେତେଣେ ବୁଲୁଥିବା ଦେଖିବାକୁ ମିଳିଛି। ସେମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଥଇଥାନ ବ୍ୟବସ୍ଥା…

ଉଦ୍‌ଘାଟିତ ହେଲା ନାଲ୍‌କୋ ଭୀମ ଭୋଇ ବାଟିକା:ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌

ହେଲା ନାଲ୍‌କୋ ଭୀମ ଭୋଇ ବାଟିକା ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌ ବଅଁରପାଳ, ୧୩।୮- ନାଲ୍‌କୋ ସେଣ୍ଟ୍ରାଲ ମାର୍କେଟ ଟାଉନଶିପ କଲୋନୀର ୩ ନମ୍ବର ଫାଟକ ନିକଟରେ ସୋମବାର ସନ୍ଧ୍ୟାର ସନ୍ଥକବି ଭୀମ ଭୋଇ ବାଟିକା ଉଦ୍‌ଘାଟିତ ହୋଇଯାଇଛି। ନାଲ୍‌କୋ ନିର୍ବାହୀ…

ସରକାର, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା:କଅଁଳ ପିଠିରୁ କମୁନି ବସ୍ତାନି ବୋଝ

ଅନୁଗୋଳ ଅଫିସ, ୧୩।୮ ସରକାରଙ୍କ ସ୍ପଷ୍ଟ ଗାଇଡ୍‌ଲାଇନ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଅନୁଗୋଳ ଜିଲାର କେତେକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ପିଠିରୁ ବସ୍ତାନି ବୋଝ କମ୍‌ କରୁନାହାନ୍ତି। ଏହାର କୁପ୍ରଭାବ ଶିଶୁମାନଙ୍କ କୋମଳ ଶରୀର ଉପରେ ପଡ଼ୁଥିବାରୁ ଏହାକୁ…

ପୂର୍ତ୍ତ ରାସ୍ତାରେ ଏନ୍‌ଟିପିସି ଆଶ୍‌ପଣ୍ଡ ପାଣି

କଣିହାଁ,୧୩।୮(ଡି.ଏନ.ଏ.) କଣିହାଁ ବ୍ଲକ ସ୍ଥିତ ଏନଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଣି ସାମାନ୍ୟ ବର୍ଷାରେ ରାସ୍ତାରେ ପ୍ରବାହିତ ହେଉଛି। ଏଥିଯୋଗୁ ପିଚୁ ରାସ୍ତା କ୍ଷୟକ୍ଷତି ହୋଇ ଖାଲଖମାରେ ପରିଣତ ହୋଇଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର ଚୋରି ହୋଇଥିବା ସୋମବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ଠାକୁରଗଡ଼ ଗ୍ରାମରେ ଧଣ୍ଡାତୋପା ଗ୍ରାମର…

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି…

ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ…

୨୦ ଫୁଟ ଗଭୀର କୂଅରେ ଖସିପଡ଼ିିଥିବା ଭାଲୁ ଉଦ୍ଧାର

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କୋଶଳା ନିକଟସ୍ଥ ଭାଗଲାକଟା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ କୂଅ ଭିତରେ ଭାଲୁ ପଡ଼ିଥିଲା। ନିକଟସ୍ଥ କୋଶଳା ସଂରକ୍ଷିତ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ଆସିଥିବା ଭାଲୁଟି ଭାଗଲାକଟା ଗ୍ରାମର…

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଅପ୍‌ଡେଟ ହେଉନି ନିରାମୟ ସୂଚନା

ଅନୁଗୋଳ ଅଫିସ, ୧୨।୮: ବିଭିନ୍ନ ସମୟରେ ଅନେକ କାରଣକୁ ନେଇ ବିବାଦରେ ରହୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଅବ୍ୟବସ୍ଥା ଓ ଅବହେଳାକୁ ନେଇ ଚର୍ଚ୍ଚାରେ। ଉନ୍ନତମାନର ସେବା ପ୍ରଦାନ, ଭିତ୍ତିଭୂମି ସମସ୍ୟାକୁ ନେଇ ଅଭିଯୋଗର ତାଲିକା ଲମ୍ବା ହୋଇ…

ସିଡବ୍ଲ୍ୟୁସି ନିକଟରେ ନାବାଳିକାଙ୍କୁ ହାଜର କରାଇଲାନି ପୋଲିସ; ଡିଜିପି, ସରକାରଙ୍କୁ ଅବଗତ କରାଇବ ସମିତି

ଅନୁଗୋଳ ଅଫିସ, ୧୨।୮: ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ପୋଲିସ ଶନିବାର ତାଙ୍କ ବାପାଙ୍କ ଜିମା ଦେବାପରେ ପୀଡିତାଙ୍କ ସୁରକ୍ଷାକୁ ନେଇ ଜିଲା ଶିଶୁ ମଙ୍ଗଳ ସମିତି(ସିଡବ୍ଲ୍ୟୁସି) ପ୍ରଶ୍ନ ଉଠାଇଥିଲା। ଏଥିସହ ରବିବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?