ଅନୁଗୋଳ

୮ରେ ହିଙ୍ଗୁଳା ମନ୍ଦିର ରତ୍ନମୁଦ

ତାଳଚେର, ୭ା୭(ନି.ପ୍ର.) – ମା’ ହିଙ୍ଗୁଳାଙ୍କ ନୂତନ ଭବ୍ୟ ମନ୍ଦିରର ପବିତ୍ର ରନତ୍ମୁଦ ଉତ୍ସବ ଆସନ୍ତା ୮ ତାରିଖ ହେରା ପଞ୍ଚମୀ ଦିନ ତାଳଚେର ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ...

ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) – ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୋଟଙ୍ଗା ଥାନା ଅଞ୍ଚଳର ଗଗନ...

ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ

କଣିହଁ।, ୭।୭ (ଡି.ଏନ୍‌.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି। ଓଏଚ୍‌ପିସି ଟୁ ଷ୍ଟାର କଲୋନୀ ଓ ଆଇଟିଆଇ ଛାତ୍ରାବାସର ପାଚେରି ଭାଙ୍ଗିବା ସହ...

ସନ୍ଦିହାନ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ଅନୁଗୋଳ ଅଫିସ, ୭।୭ – ବାଘ ବଂଶ ବୃଦ୍ଧି ପାଇଁ ଅନୁଗୋଳ ଜିଲା ସାତକୋଶିଆରେ ଆରମ୍ଭ ହୋଇଥିବା ବ୍ୟାଘ୍ର ପ୍ରକଳ୍ପର ଭାଗ୍ୟ ଏବେ ସନ୍ଦିହାନ। ଗତ ବର୍ଷ ନଭେମ୍ବରରେ ଯୁବ ମହାବଳ ମୃତ୍ୟୁ ପରେ ବନ୍ଦୀ ବାଘୁଣୀ ସୁନ୍ଦରୀକୁ ଅଭୟାରଣ୍ୟକୁ...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ବନ୍ତଳା, ୭ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଦୀର୍ଘ ୧୫ ଦିନ ହେଲାଣି ବିପଦସଙ୍କୁଳ ଅବସ୍ଥାରେ ରହିଛି। କାଳବୈଶାଖୀରେ ଏହି ଖୁଣ୍ଟ ମୂଳରୁ ଅଧା ଭାଙ୍ଗି ଯାଇଥିଲେ ଏହାକୁ ସେଠାରୁ ହଟାଯାଉନାହିଁ।...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ଗୋରୁ ମୃତ

ପବିତ୍ରନଗର,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ପଞ୍ଚାୟତ ବୁଲାଝର ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ଗୋରୁଙ୍କ ମୃତ୍ୟୁ ଘଟିଛି। ସମସ୍ତ ଗୋରୁ ଗ୍ରାମର ପରମାନନ୍ଦ ସାହୁଙ୍କର ହୋଇଥିବା ବେଳେ ଏଥିରେ ଗୋଟିଏ ବଳଦ ଓ ଅନ୍ୟ ଚାରୋଟି...

ବରସାହି କୋଠଘରେ ଅଗ୍ନିକାଣ୍ଡ

ଛେଣ୍ଡିପଦା,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ ନିଆଁ ଲାଗିଯାଇ ତାହା କୋଠଘରକୁ ବ୍ୟାପିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ।...

ଜୁନ୍‌ରେ ହୋଇଛି କମ୍‌ ବର୍ଷା : ଚିନ୍ତାରେ ତାଳଚେର କୃଷି ଜିଲା ଚାଷୀ

ତାଳଚେର, ୬ା୭(ନି.ପ୍ର.)- ତାଳଚେର କୃଷି ଜିଲାରେ ଚଳିତବର୍ଷ ୫୮,୩୬୪ ହେକ୍ଟର ଜମିରେ ଖରିଫ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ହେଲେ ଅନିୟମିତ ବର୍ଷା ଏବେଠାରୁ ଚାଷୀଙ୍କୁ ହତାଶ କଲାଣି। ଆଗାମୀ ଦିନରେ ଭଲ ବର୍ଷା ନ ହେଲେ ଚାଷ...

କୁଲାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ୮ ଶ୍ରେଣୀକୁ ୩ ଗୃହ

ବଅଁରପାଳ, ୬।୭(ଡି.ଏନ୍‌.ଏ) – ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଥିବା କୁଲାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘ ଦିନ ହେଲା ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଠାରୁ ଆରମ୍ଭ କରି ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ...

ଛେଣ୍ତିପଦା ସାଲୁଇଖମଣରେ ବାର୍‌ହା ଆତଙ୍କ: ଜୀବନ ରକ୍ଷା ଲାଗି ପୋଖରୀକୁ ଡେଇଁଲେ ବ୍ୟକ୍ତି

ଛେଣ୍ଡିପଦା,୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସାଲୁଇଖମଣ ଗ୍ରାମରେ ଏକ ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ତ୍ରିଲୋଚନ ମାଝି, ଝୁନାରାଣୀ ସାହୁ। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଏକ ବାର୍‌ହା ନିକଟସ୍ଥ ଜଙ୍ଗଲରୁ ଗ୍ରାମ ଭିତରକୁ...

ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଗ୍ରାମରେ ତୀବ୍ର ଉତ୍ତେଜନା...

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri