ଅନୁଗୋଳ

ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ

ବଅଁରପାଳ,୯।୮ (ଡିି.ଏନ୍‌.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ବି ନାହିଁ। ଏପରି କି ବେଞ୍ଚ ଓ ଡେସ୍କ ଅଭାବରୁ…

ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ ସେଠାରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ହେଉନାହିଁ। ଏଥିସହ ଶ୍ରେଣୀଗୃହର ଅଭାବ ଓ ଅନ୍ୟାନ୍ୟ…

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରକାଶ ଯେ, ଛେଣ୍ଡିପଦାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୃମି…

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ : ବାଇକଚାଳକ ମୃତ

ଅନୁଗୋଳ ଅଫିସ,୮।୮: ଅନୁଗୋଳ ସହର ଉପକଣ୍ଠ ହୁଲୁରିସିଂହା ପୋଲ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଅନୁଗୋଳରୁ ବେପାର ସାରି ରନ୍ତଲେଇ ଗ୍ରାମର ଦୁଃଖବନ୍ଧୁ ଦାସ ନିଜ ବାଇକରେ ଘରକୁ ଫେରୁଥିବା ସମୟରେ ଟ୍ରକ ସହ ମୁହାଁମୁହିଁ…

ସାପକାମୁଡ଼ାରେ ପୁଅ ମୃତ, ବାପା ଗୁରୁତର

ଅନୁଗୋଳ ଅଫିସ,୮।୮: ଅନୁଗୋଳ ଜିଲା ତଳଗଡ଼ ପଞ୍ଚାୟତ କନ୍ତମେଘ ଗ୍ରାମରେ ଘରେ ଶୋଇଥିବା ସମୟରେ ବାପ ଓ ପୁଅଙ୍କୁ ସାପ କାମୁଡ଼ି ଦେବାରୁ ପୁଅ ଟୁକୁ ଗଡ଼ନାୟକ(୧୨)ଙ୍କ ମୃତ୍ୟୁ ଘଟିଥିବାବେଳେ ବାପା ସୁକାନ୍ତଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…

ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ତେବେ ପୂର୍ବରୁ ଏହି ଦୁର୍ଘଟଣାରେ ମିଥୁନ ନାଥ…

ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.) ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି ଘଟଣା ଜଣାପଡ଼ିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ ସଙ୍ଗଠନ…

ଅନୁଗୋଳ ପୌରପାଳିକାର ପଦକ୍ଷେପ: ଡେଲି ମାର୍କେଟରେ ଫଳ, ପରିବା ବ୍ୟବସାୟ

ଅନୁଗୋଳ ଅଫିସ,୮।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ବୁଧବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ସହରରେ ବୁଲି ଠେଲାରେ ଫଳ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଡେଲି ମାର୍କେଟରେ ବ୍ୟବସାୟ ପାଇଁ କୁହାଯାଇଛି। ଏପରି କି ସହରର ବିଭିନ୍ନ ସ୍ଥାନରେ ବସୁଥିବା ପରିବା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍‌: ଚାଳକ ମୃତ

ପବିତ୍ରନଗର, ୭।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପବିତ୍ରନଗର ନିକଟ ସମାକୋଇ ପୋଲ ନିକଟରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଜଣଙ୍କ ହେଲେ ପାଳଲହଡା ଥାନା ଶିଗଡ ଗ୍ରାମର…

ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ

ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ବିଭାଗ ପ୍ରଥମେ ତହସିଲର ପୂର୍ବତନ ଆରଆଇ ଜଗବନ୍ଧୁ ନାଏକଙ୍କ ଛେଣ୍ଡିପଦା ତହସିଲ…

ଭରତପୁର କୋଇଲା ଖଣି ଦୁର୍ଘଟଣା:  ମୃତକଙ୍କ ପରିବାରକୁ ମିଳିବ ୩୦ ଲକ୍ଷ

ଅନୁଗୋଳ ଅଫିସ, ୭।୮: ଭରତପୁର କୋଇଲା ଖଣି ଦୁର୍ଘଟଣାରେ ୪ ମୃତ ଶ୍ରମିକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ସହ ଜଣେ ସଦସ୍ୟଙ୍କୁ ଚାକିରି ଦିଆଯିବ। ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ…

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା ସହ ଆଇରନ ଚେଷ୍ଟ ଉଠାଇ ନେଇଛନ୍ତି। ଏଥିସହିତ ୩ଟି ଗଡରେଜ ତାଡି ଦେଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?