୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍ ଫିଲ୍ଡସ ଚଳଚଞ୍ଚଳ
ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍ ହୋଇଯାଇଥିବା ତାଳଚେର କୋଲ୍ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। ସମସ୍ୟା ସମାଧାନ ପାଇଁ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ସଫଳ ହେବା…
ଉପଜିଲାପାଳଙ୍କୁ ଭେଟିଲା ଓକିଲ ସଂଘ: ତହସିଲଦାରଙ୍କ ବିରୋଧରେ ଫେରାଦ
ଅନୁଗୋଳ ଅଫିସ, ୭।୮-ଅନୁଗୋଳ ତହସିଲଦାରଙ୍କ ବିରୋଧରେ ଅଭିଯୋଗ ଆଣିଛି ଓକିଲ ସଂଘ। ମଙ୍ଗଳବାର ଅନୁଗୋଳ ଉପଜିଲାପାଳଙ୍କୁ ଭେଟି ସଂଘ କର୍ମକର୍ତ୍ତାମାନେ ଅଭିଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି। ଏ ନେଇ ଉପଜିଲାପାଳ ବାସୁଦେବ ଶତପଥୀ କହିଛନ୍ତି, ଲିଖିତ ଅଭିଯୋଗ ହେଲେ ଜିଲାପାଳଙ୍କୁ ଅବଗତ…
କିଶୋରନଗର ବ୍ଲକରେ ଅଘୋଷିତ ବିଦ୍ୟୁତ କାଟ, ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ
ବଇଣ୍ଡା,୬।୮ଡି.ଏନ.ଏ.)- କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ଧରଡ଼ପାଳ, ନତଡା, କ୍ଷେତି ଅଞ୍ଚଳରେ ଗତ କିଛିଦିନ ହେବ ଅଘୋଷିତ ବିଦ୍ୟୁତ କାଟ ହେଉଛି। ଫଳରେ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। କିଛିଦିନ ହେବ ମଧ୍ୟାହ୍ନରେ ୮ରୁ୧୦ ଥର ବିଦ୍ୟୁତ କାଟ ହେଉଥିବାବେଳେ…
୨ ଟ୍ରକ ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର
ପାଲଲହଡା,୬।୮ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ୧୪୯ ନଂ. ଜାତୀୟ ରାଜପଥ ବରମାଇଲ ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭର ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ…
ଭରତପୁର କୋଇଲା ଖଣି ଦୁର୍ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ
ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ତାଳଚେର ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ପରିବାର ଓ ବିଧାୟକଙ୍କ ସହିତ ଜିଲା ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଛି। ବନ୍ଦ ଥିବା ଖଣି ଖୋଲିବା, ମୃତକଙ୍କ ପରିବାରକୁ…
ମନ୍ଥର ଗତିରେ ଚାଲିଛି ଏମ୍ଜିଏନ୍ଆର୍ଇଜିଏସ୍
ବଅଁରପାଳ,୬।୮-ଗ୍ରାମାଞ୍ଚଳର ଗରିବ ଅଣକୁଶଳୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ଅତୀତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଆରମ୍ଭ କରାଯାଇଥିଲା। ବର୍ଷକୁ ଅନୂ୍ୟନ ଶହେ ଦିନର କାମ ଯୋଗାଇ ଦେବାକୁ…
ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା
ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ ରଖିଥିବା ଅଭିଯୋଗରେ ଜଣେ ଛତୁ ବ୍ୟବସାୟୀଙ୍କ ଉପରେ ୫ ଶହ ଟଙ୍କା ଜରିମାନା…
ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର
ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍ସିଏଲ୍ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ବଲଣ୍ଡା ପୋଲିସ ମୃତଦେହ ଜବତ କରି ତାଳଚେର…
ନାବାଳିକା ବଳାତ୍କାର ଘଟଣା:ପୀଡିତାଙ୍କ ବୟାନ ରେକର୍ଡ
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର କଟକରୁ ଫେରିଥିଲେ। ସୋମବାର ନାବାଳିକାଙ୍କ ୧୬୪ ବୟାନ ରେକର୍ଡ କରାଯାଇଥିବା ଅନୁଗୋଳ ଥାନା…
ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା ବର୍ଷରୁ ଏଠାରେ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଅଦ୍ୟାବଧି ମୌଳିକ ସୁବିଧା…
ପାଇନାନ୍ସ କର୍ମଚାରୀ କହି ଲୁଟୁଥିଲେ ଟଙ୍କା: ଗ୍ରାମବାସୀଙ୍କ ହାତରେ ଧରାପଡ଼ି ମାଡ଼ ଖାଇଲେ ଯୁବକ
ବଇଣ୍ଡା,୫।୮(ଡି.ଏନ.ଏ.)-ଅନୁଗୋଳ ଜିଲା ହଣ୍ଡପା ଥାନା ଗରୁଡ଼ ଗ୍ରାମରେ ଜଣେ ଅଟୋ ମାଲିକଙ୍କଠାରୁ ବଇଣ୍ଡା ଅଞ୍ଚଳର ୨ଜଣ ଯୁବକ ଟଙ୍କା ଲୁଟୁଥିବାବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ି ଜଣେ ଯୁବକ ମାଡ଼ଖାଇଛନ୍ତି। ଅନ୍ୟ ଜଣେ ଯୁବକ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ…
ନାତୁଣୀକୁ ମାଡ଼ ମାରି ଜେଜେ ମା’ ଗିରଫ
ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି ଘଟଣା ରବିବାର ଅନୁଗୋଳ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। କ୍ଷତାକ୍ତ ଅବସ୍ଥାରେ ପୋଲିସ…

