ଭରତପୁର ଖଣି ଦୁର୍ଘଟଣା ଅଞ୍ଚଳରେ ଏମ୍ସିଏଲ ସିଏମ୍ଡି:‘କୋଲ ଇଣ୍ଡିଆ ଇତିହାସରେ ପ୍ରଥମ’
ତାଳଚେର,୩୦ା୭(ନି.ପ୍ର.) ତାଳଚେର ଭରତପୁର କୋଇଲା ଖଣିରେ ଅତଡା ଖସିବା ଘଟଣା ପରେ ମହାନଦୀ କୋଲ ଫିଲ୍ଡସ (ଏମ୍ସିଏଲ)ର ସିଏମ୍ଡି ଭୋଳନାଥ ଶୁକ୍ଳା ସୋମବାର ଦିନିକିଆ ତାଳଚେର ଗସ୍ତରେ ଆସିଥିଲେ। ପୂର୍ବାହ୍ନ ସାଢେ ୧୦ଟାରେ ସେ ଭରତପୁର କୋଇଲା ଖଣିର ଦୁର୍ଘଟଣାସ୍ଥଳ ପରିଦର୍ଶନ…
ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା
ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…
ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ
ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏକଦା ସହରବାସୀଙ୍କୁ ଆକୃଷ୍ଟ କରୁଥିବା ଉକ୍ତ ପାର୍କକୁ ଏବେ ଲୋକେ…
ନାଲ୍କୋରେ ବି ସମଦଶା
ବଅଁରପାଳ, ୩୦।୭(ଡି.ଏନ.ଏ.)-ତାଳଚେରଠାରେ ଭରତପୁର କୋଇଲା ଖଣି ଦୁର୍ଘଟଣାର ପ୍ରଭାବ ନାଲ୍କୋ ପ୍ଲାଣ୍ଟରେ ମଧ୍ୟ ପଡିଛି। ନବରନତ୍ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋରେ ବର୍ତ୍ତମାନ କୋଇଲା ସଙ୍କଟ ଯୋଗୁ ବିଦ୍ୟୁତ୍ ଉତ୍ପାଦନ ହ୍ରାସ ପାଇଛି। ୧୨ଶହ ମେଗାୱାଟ ବିଶିଷ୍ଟ ନାଲ୍କୋ ସିପିପିରେ ୧୦ଟି ୟୁନିଟ…
ଏନ୍ଟିପିସିରେ ଘୋର କୋଇଲା ସଙ୍କଟ
ତାଳଚେର, ୩୦ା୭ (ନି.ପ୍ର.) ଅନୁଗୋଳ ଜିଲା କଣିହାଁ ସ୍ଥିତ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଭରତପୁର କୋଇଲା ଖଣିଠାରେ ଅତଡା ଖସିବା ଘଟଣା ପରେ ଗତ ୨୫ ତାରିଖରୁ ସମସ୍ତ ଖଣି ବନ୍ଦ ରହିଛି।…
କୋର୍ଟ ରୁମ୍ରେ ଧସେଇ ପଶିଲେ ଲୋକେ
ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର ଆରମ୍ଭ ହେବାରୁ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ବର୍ଷା ସତ୍ତ୍ୱେ ଲୋକେ ସେମାନଙ୍କ ଅଭିଯୋଗ…
ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ
ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି ନାରାୟଣ…
୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ
ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା ହରିଣ ମାଂସ ଓ ଚମଡ଼ା ଜବତ କରାଯାଇଥିବା ସାତକୋଶିଆ ଡିଏଫ୍ଓ ରାମାସ୍ବାମୀ ସୂଚନା ଦେଇଛନ୍ତି।…
ଭରତପୁର କୋଇଲା ଖଣିରେ ଦୁର୍ଘଟଣା: ୬ ଦିନ ପରେ ସିଏମ୍ଡିଙ୍କ ଘଟଣାସ୍ଥଳ ପରିଦର୍ଶନ
ତାଳଚେର,୨୯।୭(ନି.ପ୍ର.): ଭରତପୁର କୋଇଲା ଖଣିରେ ଦୁର୍ଘଟଣାର ୬ଦିନ ପରେ ସୋମବାର ଏମ୍ସିଏଲ୍ର ସିଏମ୍ଡି ବି.ଏନ୍. ଶୁକ୍ଳା ଭରତପୁର କୋଇଲାଖଣି ପରିଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଶୁକ୍ଳା ଭରତପୁର ଖଣିରେ ପହଞ୍ଚି ଦୁର୍ଘଟଣାସ୍ଥଳ ଏବଂ ଚାଲିଥିବା ଉଦ୍ଧାର କାର୍ଯ୍ୟ ବୁଲି ଦେଖିଥିଲେ। ପରେ ଏମ୍ସିଏଲ୍ର…
କଣିହାଁ ଏନ୍ଟିପିସିରେ କୋଇଲା ସଙ୍କଟ : ବନ୍ଦ ହେଲା ୩ ୟୁନିଟ୍
ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ ଏନ୍ଟିପିସି ପାଖରେ ଅଧାଦିନର କୋଇଲା ମହଜୁଦ ରହିଛି। ଯାହା ବିଭାଗୀୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାକୁ ବଢ଼ାଇ…
ଭରତପୁର କୋଇଲା ଖଣି ଦୁର୍ଘଟଣା: ଏମ୍ସିଏଲ୍ର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନବାଚୀ
ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ (ଏମ୍ସିଏଲ୍)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋଇଲା ତଳେ ପୋତି ହୋଇ ରହିଥିବା ଆଉ ଜଣଙ୍କ ମୃତଦେହ…
ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା
ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଏହି ସମସ୍ୟା ଏବେ ପୂରା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେବାକୁ ବସିଛି। ଏପରି…
Archives


