ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ; ରାତିକ ଭିତରେ ୫ ଗାଡ଼ିରୁ ଚୋରି
ପରଜଙ୍ଗ, ୫।୮(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ଏହି…
ନାବାଳିକା ବଳାତ୍କାର ଘଟଣା: ମାମୁଙ୍କୁ ମାଡ଼,୩ ଗିରଫ
ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ ରବିବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ…
ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ
ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଟ୍ରିପ ଟ୍ରିପ କାଠ ବାହାରକୁ ଚାଲାଣ ହେଉଥିବାବେଳେ ଜଙ୍ଗଲ ଧ୍ୱଂସ ହେବାକୁ ବସିଛି।…
ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା
ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ,…
ଏସ୍ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ
ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ…
ବିଦ୍ୟୁତ୍ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍ଟିପିସିର ୪, ଟିଟିପିଏସ୍ର ୫ ୟୁନିଟ୍ ବନ୍ଦ
ତାଳଚେର,୪ା୮ (ନି.ପ୍ର.)-ଏମ୍ସିଏଲ୍ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର ସିଧାସଳଖ ପ୍ରଭାବ ୩୦୦୦ ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍ଟିପିସି ଓ ଏହା…
ପ୍ରଶାସନ ଉପରେ ବଢ଼ିଲା ଚାପ: ପରିବହନ ସ୍ବାଭାବିକ ପାଇଁ ଦାବିପତ୍ର
ତାଳଚେର,୪ା୮(ନି.ପ୍ର.)-ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ୪ ଶ୍ରମିକଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ସହ ପୂର୍ବପରି ଟ୍ରକ୍ ଗୁଡିକରେ କୋଇଲା ପରିବହନ ପାଇଁ ପଦକ୍ଷେପ ନେବାକୁ ତାଳଚେର କୋଲ୍ କଞ୍ଜ୍ୟୁମର ଆସୋସିଏଶନ ଓ ଟ୍ରକ୍ ମାଲିକମାନଙ୍କ ପକ୍ଷରୁ ଶନିବାର ପ୍ରଶାସନ…
ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ନାବାଳକଙ୍କୁ ୨୦ ବର୍ଷ ଜେଲ୍
ଅନୁଗୋଳ ଅଫିସ, ୪।୮-ଅନୁଗୋଳ ଥାନା ପଞ୍ଚମହଲା ନିକଟରେ ୨୦୧୭ ମାର୍ଚ୍ଚ ୩୧ରେ ଜଣେ ଛାତ୍ରୀଙ୍କୁ ଗଣ ବଳାତ୍କାର କରାଯାଇଥିବା ମାମଲାରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅନୁଗୋଳ ଅତିରିକ୍ତ ଜିଲା ଦୌରା ଜଜ୍…
ବୈଠକ ବିଫଳ, କୋଲ୍ ଫିଲଡ୍ସରେ ଅଚଳାବସ୍ଥା ଜାରି
ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ, ଶିବରାମପୁର ଗ୍ରାମବାସୀଙ୍କୁ ନେଇ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ…
ନକଲି ଅଳଙ୍କାର ଦେଇ ଲକ୍ଷାଧିକ ଟଙ୍କା ଠକେଇ
ଛେଣ୍ଡିପଦା,୪।୮(ଡି.ଏନ.ଏ.)-ନକଲି ଅଳଙ୍କାର ଦେଇ ୨ ଅଣଓଡ଼ିଆ ଯୁବକ ଶନିବାର ପ୍ରାୟ ୧ ଲକ୍ଷ ୩୦ ହଜାର ଟଙ୍କା ଠକେଇ କରି ଫେରାର ହୋଇଯାଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଅନୁଗୋଳ ଜିଲା ଜରପଡା ଥାନା କଞ୍ଜରା ମୁଣ୍ଡାସାହି ଗ୍ରାମର ଯୁବ ବ୍ୟବସାୟୀ ଶ୍ରୀବତ୍ସ…
ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ: ବନ୍ଦ ୟୁନିଟ୍ ସଂଖ୍ୟା ୪କୁ ବୃଦ୍ଧି
ତାଳଚେର,୩।୮(ନି.ପ୍ର.): ଅନୁଗୋଳ ଜିଲା ଭରତପୁର କୋଇଲାଖଣି ଦୁର୍ଘଟଣା ପରେ ୩ ହଜାର ମେଗାୱାଟ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗଛି। କୋଇଲା ଅଭାବରୁ ବିଭାଗୀୟ କର୍ତ୍ତୃପକ୍ଷ ଶନିବାର ପୁଣି ଆଉ…
ଭରତପୁର ଖଣି ଦୁର୍ଘଟଣା:କୋଇଲା ମନ୍ତ୍ରଣାଳୟ ହସ୍ତକ୍ଷେପ କରୁ: ବିଜେଡ
ତାଳଚେର,୩ା୮(ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣା ଏମ୍ସିଏଲ୍ର ଦାୟିତ୍ୱହୀନତା ଓ ଅବହେଳା ଯୋଗୁ ଘଟିଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯିବା ସହ କୋଇଲା ମନ୍ତ୍ରଣାଳୟ ତୁରନ୍ତ ଏଥିରେ ହସ୍ତକ୍ଷେପ କରିବାକୁ ଦାବି ହୋଇଛି। ଦଳ ପକ୍ଷରୁ କୁହାଯାଇଛି…

