ଅନୁଗୋଳ

କଂଗ୍ରେସ ଦେଲା ଖଣି ବନ୍ଦ ଚେତାବନୀ

ତାଳଚେର,୩ା୮(ନି.ପ୍ର.) ତାଳଚେରସ୍ଥିତ ଭରତପୁର ଖଣି ଦୁର୍ଘଟଣାରେ ମୃତାହତ ଶ୍ରମିକଙ୍କୁ ନେଇ ଭାଜପା ଏବଂ ବିଜେଡି ରାଜନୀତି କରୁଥିବା କଂଗ୍ରେସ ଅଭିଯୋଗ କରିଛି। ଏକ ଖବରଦାତା ସମ୍ମିଳନୀରେ ଦଳ ପକ୍ଷରୁ କୁହାଯାଇଛି ଯେ, ଦୁର୍ଘଟଣା ବେଳେ ଘଟଣାସ୍ଥଳରେ କେତେ ଶ୍ରମିକ କାର୍ଯ୍ୟ କରୁଥିଲେ…

ନିଯୁକ୍ତି ଦାବିରେ ଏନ୍‌ଟିପିସି କ୍ଷତିଗ୍ରସ୍ତଙ୍କ ଆନ୍ଦୋଳନ

କଣିହାଁ,୩।୮(ଡି.ଏନ.ଏ.) କଣିହାଁ ବ୍ଲକସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଜମି ହରାଇଥିବା ୧୨ଟି ପରିବାର ମୁଖିଆମାନେ ସ୍ଥାୟୀ ନିଯୁକ୍ତି ଦାବିରେ ଶୁକ୍ରବାର ଏନ୍‌ଟିପିସି ଟାଉନ ଥାନା ଅଞ୍ଚଳ ଆମ୍ବପାଳ ରେଲଓ୍ବେ କ୍ରସିଂ ରେଳ ଧାରଣାରେ ବସି ଆନ୍ଦୋଳନ…

ଅନୁଗୋଳ ପୋଲିସ ମୁଖ୍ୟାଳୟରେ ଉଦ୍‌ଘାଟିତ ହେଲା ସିଟି ସର୍ଭିଲେନ୍ସ, ଆଇଟିଏମ୍‌ଏସ୍‌ ବ୍ୟବସ୍ଥା

ଅନୁଗୋଳ ଅଫିସ,୨।୮: ଅନୁଗୋଳ ପୋଲିସ ମୁଖ୍ୟାଳୟରେ ସିଟି ସର୍ଭିଲେନ୍ସ ଓ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାକୁ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏବଂ ପୋଲିସ ମହାନିର୍ଦ୍ଦେଶକ ଡା. ରାଜେନ୍ଦ୍ର ପ୍ରସାଦ ଶର୍ମା ଶୁକ୍ରବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ, ଏସ୍‌ପି ମିତ୍ରଭାନୁ…

ସ୍କୁଟରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ, ପ୍ରତିବାଦରେ ତାଳଚେର- ବଅଁରପାଳ ରାସ୍ତାରୋକୋ

ତାଳଚେର,୨।୮(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଚାଇଁପାଳ ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ତୃପ୍ତିମୟୀ ଭୂତିଆ (୩୦)।…

ବାଲିସାହି-ସୁରାବ ରାସ୍ତା କଦର୍ଯ୍ୟ

ଅନୁଗୋଳ ଅଫିସ, ୨।୮-ଅନୁଗୋଳ ଜିଲା ବଲାସିଂହା ପଞ୍ଚାୟତ ବାଲିସାହିଠାରୁ ସୁରାବ ଯାଇଥିବା ୪ କିମି ରାସ୍ତା ଶୋଚନୀୟ ହୋଇପଡିଛି। ଅସରାଏ ବର୍ଷା ହେଲେ ସେଠାରେ ପାଣି ଜମି କାଦୁଅରେ ଭର୍ତ୍ତି ହୋଇଯାଉଥିବାରୁ ଏହା ଯାତାୟାତ ଉପଯୋଗୀ ହେଉନାହିଁ। ଫଳରେ ଏହା ଉପରେ…

ଅସୁସ୍ଥ ଘୋଡ଼ାର ଚିକିତ୍ସା କଲେନି:ମରିବାକୁ ଛାଡ଼ିଦେଇ ମାଲିକ ପାର୍‌

ଅନୁଗୋଳ ଅଫିସ, ୨।୮- ପଶୁ ହେଲେ ବି ଜୀବନ ଅଛି। ଯନ୍ତ୍ରଣାରେ ଛଟପଟ ହେଉଛି। ଏପରି ଅବସ୍ଥାରେ ତା’ର ଯତ୍ନ ଜରୁରୀ। ହେଲେ ଅବିବେକୀ ମାଲିକ ଜଣକ ଏହା ବୁଝିଲେନି। ଅସୁସ୍ଥ ଘୋଡ଼ାର ଚିକିତ୍ସା ପରିବର୍ତ୍ତେ ମରିବାକୁ ଛାଡ଼ିଦେଇ ଅନ୍ୟ ଘୋଡ଼ା…

ଚାବି ହଜିଲେ ଖୋଜାପଡ଼ନ୍ତି ଯଶୋବନ୍ତ

ଘର ଉତ୍ତରପ୍ରଦେଶ। କିନ୍ତୁ ତାଙ୍କ ପରିଚୟ ରହିଛି ନାଲ୍‌କୋ ଅଞ୍ଚଳରେ। ଜଣେ ଭଲ ଚାବି କାରିଗର ଭାବେ ବର୍ଷ ବର୍ଷ ଧରି ସେ ଏଠାରେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କ ବାପା ମଧ୍ୟ ନାଲ୍‌କୋ ଅଞ୍ଚଳରେ ରହି ବ୍ୟବସାୟ ଚଳାଇ ଆସୁଥିଲେ। କୌଳିକ…

ଟ୍ରେନ ଧକ୍କାରେ ଭାଲୁ ମୃତ

ବଇଣ୍ଡା,୧।୮(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳ ପଥର ହଣ୍ଡପା ଥାନା କୃଷ୍ଣପୁରଠାରେ ଟ୍ରେନ ଧକ୍କାରେ ଏକ ଅଣ୍ଡିରା ଭାଲୁର ମୃତ୍ୟୁ ହୋଇଛି। ଘଟଣାରୁ ଜଣାପଡ଼ିଛି, ରେଳ ଲାଇନ ପାର ହୋଇ ଉକ୍ତ ଭାଲୁଟି ଜଙ୍ଗଲ ଅଭିମୁଖେ ଯାଉଥିବାବେଳେ ସମ୍ବଲପୁରରୁ ଅନୁଗୋଳ ଅଭିମୁଖେ ଆସୁଥିବା ଏକ ପାସେଞ୍ଜର…

ମା’ର ମୃତଦେହକୁ କାନ୍ଧଦେଲେନି ପୁଅ: ପୋଲିସ ଉପସ୍ଥିତିରେ ଅନ୍ତିମ ସଂସ୍କାର କଲେ ଗ୍ରାମବାସୀ

ଛେଣ୍ଡିପଦା,୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ମାଛକୁଟା ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ମା’ର ଅନ୍ତିମ ସଂସ୍କାର ପାଇଁ ନିଜ ପୁଅ କାନ୍ଧ ଦେଇ ନ ଥିବା ଜଣାପଡ଼ିଛି। ଦୀର୍ଘ ସମୟ ଧରି ଗଁ।ରେ ମୃତଦେହ ପଡ଼ିଥିବା…

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା, ପ୍ରତିବାଦରେ ରାସ୍ତା ଅବରୋଧ

ବଇଣ୍ଡା,୧।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ପ୍ରତାପପୁର ଗ୍ରାମରେ ହାତୀ ଆକ୍ରମଣରେ ମଞ୍ଜୁଲତା ସାହୁ(୫୫)ଙ୍କ ଜୀବନ ଯାଇଛି। ଏହାର ପ୍ରତିବାଦ ଏବଂ କ୍ଷତିପୂରଣ ଦାବି କରି ଗ୍ରାମବାସୀ ୫୫ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର…

ନାଲକୋ ପ୍ଲାଣ୍ଟରେ ପୋଡ଼ି ହୋଇଯାଇଥିବା ଶ୍ରମିକଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୧।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ ପରିସରରେ ଗତ୨୩ ତାରିଖରେ ଏକ ଦୁର୍ଘଟଣାରେ ଆହତ ହୋଇଥିବା ଶ୍ରମିକଙ୍କ ଗୁରୁବାର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ହେଲେ…

ଉପଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଛେଣ୍ଡିପଦା,୧ା୮(ସ୍ବ.ପ୍ର) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହା ଗ୍ରାମକୁ ୧୫ ଦିନ ହେବ ଯାତାୟାତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ଗ୍ରାମବାସୀ ଅସୁବିଧା ଭୋଗୁଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମବାସୀ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?