ଅନୁଗୋଳ

କୋର୍ଟକୁ ମନ୍ଦିର ସହ ତୁଳନା କଲେ ପୀଡ଼ିତାଙ୍କ ମା’ ବାପା : ଏଭଳି ସବୁ ଦୋଷୀଙ୍କୁ ଫାଶୀ ମିଳୁ

ଅନୁଗୋଳ ଅଫିସ, ୨୭।୭ – ଅନୁଗୋଳ ସହର ଉପକଣ୍ଠରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଅନୁଗୋଳ କୋର୍ଟ ଦେଇଥିବା ଏହି ଦୃଷ୍ଟାନ୍ତମୂଳକ ରାୟ କାର୍ଯ୍ୟକାରୀ ହେଲେ ଏପରି ଅପରାଧ ହ୍ରାସ…

ସମନ୍ବୟ କମିଟି ସଚେତନତା ବୈଠକ : ଫାଇଲେରିଆମୁକ୍ତ ଜିଲା ଆହ୍ବାନ

ଢେଙ୍କାନାଳ ଅଫିସ, ୨୭।୭ – ଢେଙ୍କାନାଳକୁ ଫାଇଲେରିଆମୁକ୍ତ କରିବାକୁ ଅଣ୍ଟା ଭିଡ଼ିଛି ଜିଲା ପ୍ରଶାସନ। ଏ ନେଇ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆୟୋଜିତ ହୋଇଛି ଜିଲା ସମନ୍ବୟ ବୈଠକ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା…

ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଓଡ଼ିଶାକୁ ୨୦ ପଦକ

ବଅଁରପାଳ, ୨୭।୭(ଡି.ଏନ.ଏ.) – ଚଳିତ ମାସ ୧୮ ତାରିଖ ଠାରୁ ୨୧ ପର୍ଯ୍ୟନ୍ତ ହରିୟାଣାର ରୋହତକ ସ୍ଥିତ ଏମ୍‌ଡିୟୁ ବିଶ୍ୱ ବିଦ୍ୟାଳୟରେ ସିନିୟର ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଆମେଚର କିକବକ୍ସିଂ ଆସୋସିଏଶନ ଓଡ଼ିଶାର ଖେଳାଳିମାନେ ସଫଳତା ହାସଲ କରିଛନ୍ତି। ୧୭…

ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି: ସ୍କୁଲରେ ତାଲା ପକାଇ ପ୍ରତିବାଦ

ଭୁବନ, ୨୭।୭(ଡି.ଏନ.ଏ.)- ଭୁବନ ବ୍ଲକ ବାଲିଝାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ପୁଷ୍ପଲତା ହୋତାଙ୍କୁ ବଦଳି ଦାବିରେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଶିକ୍ଷା ବିଭାଗର ପଦସ୍ଥ ଅଧିକାରୀ ପହଞ୍ଚତ୍ ବୁଝାଶୁଝା କରିବା ପରେ…

ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ପୋକ୍ସୋ ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ…

ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ମାମଲା:  ଅଭିଯୁକ୍ତଙ୍କୁ ୫ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୨୬।୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ୨୦୧୫ରେ ଘଟିଥିବା ନାବାଳିକା ଛାତ୍ରୀ (୧୬ବର୍ଷ) ବଳାତ୍କାର ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ସୁଦାମ ସାହୁଙ୍କୁ ଦୋଷୀ ସାବ୍ୟସ୍ତ…

ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ବାଇସିଙ୍ଗା ନାଳ ଉପରେ ଥିବା ଉକ୍ତ ଗଡ଼ା ବ୍ରିଟିଶ…

ନାଳରୁ ଅଧାପୋତା ଅବସ୍ଥାରେ ଶ୍ରମିକ ଉଦ୍ଧାର, ୭ ଦିନ ହେବ ନିଖୋଜ ଥିଲେ

ଛେଣ୍ଡିପଦା ,୨୬।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଡାହିବର ଗ୍ରାମ ନିକଟସ୍ଥ ନାଳରୁ ଶୁକ୍ରବାର ଅଧାପୋତା ଅବସ୍ଥାରେ ନିଖୋଜ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡ଼ଖଣ୍ଡ ରାଜ୍ୟ ସାହେବଗଞ୍ଜ ଥାନା ରାଜମହଲ ଗ୍ରାମର ବରଜାହାନ ଶେଖ। ପ୍ରକାଶ ଯେ, ସ୍ବଚ୍ଛ…

ଉଦ୍ଧାର ନାବାଳିକା ଗଲେ ବାଳାଶ୍ରମ: ୮ ଦିନ ହେଲା ଥିଲେ ପ୍ରେମିକ ଘରେ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପୋଲିସ ତାଙ୍କ ପ୍ରେମିକଙ୍କ ଘରୁ ଉଦ୍ଧାର କରିଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ବନ୍ତଳା ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର କରିଥିଲା।…

ପୋଲିସ ଓ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହୁ

ବଇଣ୍ଡା,୨୫।୭(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଧିରେ ଧିରେ ଅପରାଧ ବୃଦ୍ଧି ପାଉଛି। ଏଥିପ୍ରତି ଜନସାଧାରଣ ଅଧିକ ଯତ୍ନବାନ ହେବା ଆବଶ୍ୟକ। ପୋଲିସ ସହିତ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ ଅପରାଧ ହ୍ରାସ ପାଇବ ବୋଲି ବୁଧବାର କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସଭାଗୃହ ପରିସରରେ…

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ ନେଇ ବୁଧବାର ଭାଜପା କର୍ମୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ ଜାରି…

ଆଖି ଗାଏବ, ନାବାଳିକା ବଳାତ୍କାର ଘଟଣା : ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ

ଅନୁଗୋଳ ଅଫିସ,୨୪।୭: ଅନୁଗୋଳ ଜିଲାରେ ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ମୃତଦେହରୁ ଆଖି ଗାଏବ ଏବଂ ଜଣେ ଆଠ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣା ପ୍ରତିବାଦରେ ବୁଧବାର ଭାଜପା ଅନୁଗୋଳ ନଗର ମଣ୍ଡଳ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri