ଅନୁଗୋଳ

ଛେଣ୍ଡିପଦାରେ ଗ୍ରୀଷ୍ମପ୍ରବାହ ଜାରି: ଅଟକିଛି ଚାଷ, ମରୁଡ଼ି ଆଶଙ୍କା

ଛେଣ୍ଡିପଦା,୨୨ା୭(ଡି.ଏନ.ଏ.) ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଜାରି ରହିଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି। ଜୁଲାଇ ଆରମ୍ଭରୁ ସ୍ବଳ୍ପ ବର୍ଷା ପରେ ଆଉ ବର୍ଷାର ନାଁ ଗନ୍ଧ ନାହିଁ। ଲଗାତର ୧୫ ଦିନ ହେଲାଣି ପ୍ରବଳ ଖରା ଯୋଗୁ ଗ୍ରୀଷ୍ମଋତୁ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର ବୈଠକ: ‘ଚାଷୀ ବିକାଶ ନେଇ ସଂଗ୍ରାମ ଜାରି ରହିବ’

ବଅଁରପାଳ, ୨୨।୭(ଡି.ଏନ୍‌.ଏ.) ନାଲ୍‌କୋ ଏମ୍ପ୍ଲୋଇଜ ଶ୍ରମିକ ସଂଘ କାର୍ଯ୍ୟାଳୟଠାରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ ଶାଖାର ସଭାପତି ସତ୍ୟବ୍ରତ ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଯୁବ ଶାଖାର ରାଜ୍ୟ ସଭାପତି…

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ଗ୍ରାମାଭିମୁଖୀ ହୋଇ ଫସଲ ନଷ୍ଟ କରୁଛନ୍ତି। ବିଶେଷ କରି…

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର ଉଦ୍‌ଘାଟିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚତମ ନ୍ୟାୟାଳୟର ବିଚାରପତି…

ଅଧିକ ମଦ ବିକିଲେ ପୁରସ୍କାର ପ୍ରସ୍ତାବ: ଅଭିଜ୍ଞତା ନୁହେଁ ଅପରିପକ୍ୱତା

ବଅଁରପାଳ, ୨୧ା୭ (ଡି.ଏନ.ଏ.)- ଜରାଟ, ମିଜୋରାମ, ନାଗାଲାଣ୍ଡ, ଲାକ୍ଷାଦୀପ ଓ ବିହାର ପରି ଗୋଟିଏ ପରେ ଗୋଟିଏ ରାଜ୍ୟ ମଦକୁ ନିଷେଧ କରିଥିବା ବେଳେ ଓଡ଼ିଶା ସରକାର ଏହାର ବିପରୀତ କାର୍ଯ୍ୟ କରିବା, ସର୍ବୋପରି ଅବକାରୀ ବିଭାଗ ଷ୍ଟାଣ୍ଡିଂ କମିଟି ଅଧିକ…

ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୫ ଘଡ଼ିଆଳ

ବନ୍ତଳା, ୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଶୁକ୍ରବାର ଅପରାହ୍ନରେ ୫ଟି ଘଡିଆଳ କୁମ୍ଭୀର ଛଡାଯାଇଛି। ଏହି କୁମ୍ଭୀରଗୁଡିକୁ ନନ୍ଦନକାନନରୁ ସେଠାକୁ ନିଆଯାଇଛି। ଘଡ଼ିଆଳଙ୍କ ଗତିବିଧି ଜାଣିବା ପାଇଁ ସ୍ବତନ୍ତ୍ର ଭାବରେ ୫ଟି ଟ୍ରାନ୍ସମିଟର ଲଗାଯାଇଛି। ପ୍ରଧାନ…

କେନାଲ କାମକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା: କାମ ବନ୍ଦ କରାଇଲେ କ୍ଷତିଗ୍ରସ୍ତ

ଛେଣ୍ଡିପଦା,୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗେଡିଆ ସଜରାସାହିରୁ ପୁରୁଣାଗଡ ଲମ୍ବିଥିବା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କେନାଲ କାମକୁ ନେଇ ଶନିବାର ଉତ୍ତେଜନା ଦେଖାଦେଇଛି। ପ୍ରକଳ୍ପ ବେଳେ କ୍ଷତିଗ୍ରସ୍ତ ହୋଇଥିବା ବାଗେଡିଆ ଗ୍ରାମର ଲୋକେ ଏହାକୁ ବିରୋଧ କରି…

ମୂଷା ଭୟ: ଝିଅ ଶବ ଜଗିବସିଲେ ମା’

ଅନୁଗୋଳ ଅଫିସ, ୨୧।୭ – ଅନୁଗୋଳ ମେଡିକାଲ ଶବ ବ୍ୟବଚ୍ଛେଦ ଗୃହରୁ ଜଣେ ଶିଶୁକନ୍ୟାର ଦୁଇ ଆଖି ଗାଏବ ଅଭିଯୋଗ ଅନ୍ୟ ମୃତକଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି କରିଛି। ଏହାର ଉଦାହରଣ ଶୁକ୍ରବାର ରାତିରେ ହିଁ ଦେଖିବାକୁ…

ଏନ୍‌ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି

ତାଳଚେର, ୨୧ା୭(ନି.ପ୍ର.) – କଣିହାଁ ସ୍ଥିତ ଏନ୍‌ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ମାର୍ଚ୍ଚ ୨୦ରେ ସେ କଣିହାଁ ପ୍ରକଳ୍ପରେ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତି ଅଭିଯୋଗ : ଉନ୍ନତିରେ ଖର୍ଚ୍ଚ ହେଉନି ଅର୍ଥ

ତାଳଚେର, ୨୧ା୭ (ନି.ପ୍ର.) – ତାଳଚେର ପୌର ପରିଷଦରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ କରିଛି ଯୁବ ସମାଜସେବୀ ସଂଗଠନ। ଗୁରୁବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଂଗଠନର ସଭାପତି ସ୍ବାଧୀନ ଥମ୍ବ ଅଭିଯୋଗ କରିଛନ୍ତି, ପୌର ପରିଷଦକୁ ଆସୁଥିବା ବିଭିନ୍ନ…

ଗୁରୁ ଶିଷ୍ୟ ସମ୍ପର୍କ ନିବିଡ଼ ହେଉ

ବଇଣ୍ଡା,୨୦।୭(ଡି.ଏନ.ଏ.): ଶିଶୁଙ୍କୁ ଭଲ ମଣିଷ କରିବା ପାଇଁ ଶିକ୍ଷକ ସମାଜର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ। ସବୁବେଳେ ଗୁରୁଙ୍କୁ ସମ୍ମାନ ଦିଆଯାଉ। ଗୁରୁ-ଶିଷ୍ୟ ସମ୍ପର୍କ ନିବିଡ଼ ହେଲେ ଶିଶୁର ଭବିଷ୍ୟତ ଉକଳ ହେବ ବୋଲି ଶନିବାର କିଶୋରନଗର ବ୍ଲକ କିଶୋରନଗର ହାଇସ୍କୁଲର ୬୨…

ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ  ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି। ଅବକାରୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri