ଅନୁଗୋଳ

ଘରୁ ଡାକି ନେଇ ହତ୍ୟା, ଠେଙ୍ଗାରେ ପିଟି ମାରିଦେଲେ

ଅନୁଗୋଳ,୧୭ା୯(ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଞ୍ଚଳରେ ୨ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କାଙ୍ଗୁଲା ଗ୍ରାମର ସଂଗ୍ରାମ ବେହେରା(୨୨)ଙ୍କୁ ଘରୁ ଡାକି ନେଇ କେହି ହତ୍ୟା କରିଥିବା ବେଳେ ଅଙ୍ଗାରବନ୍ଧ ଗାଁର ସୌମ୍ୟରଞ୍ଜନ ବେହେରାଙ୍କୁ ଠେଙ୍ଗାରେ ପିଟି…

ସହପାଠୀଙ୍କୁ ପଢ଼ାଉଛନ୍ତି ମେଧାବୀ

ବଇଣ୍ଡା,୧୬।୯(ପରିକ୍ଷିତ ସାହୁ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ ୩ ଦଫା ଦାବି ପୂରଣ ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଶିକ୍ଷୟିତ୍ରୀ ଶିକ୍ଷକମାନେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନରେ…

ବଜ୍ରପାତ ଆକ୍ରାନ୍ତଙ୍କୁ ବାଇକ୍‌ରେ ଅଣାଗଲା ମେଡିକାଲ

ଅନୁଗୋଳ, ୧୩।୯ (ଅମିତ କୁମାର ସାମଲ): ଗାଈ ଚରାଉଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଗୁରୁତର ହୋଇଥିଲେ ଜଣେ ବୃଦ୍ଧ। ପରିବାର ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ୩ ଘଣ୍ଟାର ଅପେକ୍ଷା ସତ୍ତ୍ୱେ ପହଞ୍ଚିଲାନି…

କାର୍ଯ୍ୟକ୍ଷମ ହେଉନି ଜେଏମ୍‌ଏଫ୍‌ସି କୋର୍ଟ

ବଇଣ୍ଡା,୧୧।୯(ପରିକ୍ଷିତ ସାହୁ): ଗ୍ରାମାଞ୍ଚଳର ଲୋକଙ୍କୁ ନ୍ୟାୟିକ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୨୦୧୮ରେ ବିଭିନ୍ନ ବ୍ଲକରେ ଜେଏମ୍‌ଏଫ୍‌ସି (ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ସ୍ଥାପନ ପାଇଁ ଘୋଷଣା କରିଥିଲେ। ଏପରିକି ତତ୍କାଳୀନ ପ୍ରମୁଖ ସଚିବଙ୍କ ଚିଠି ସଂଖ୍ୟା…

ସକାଳ ୯ରୁ ସାଢ଼େ ୬ ଯାଏ ଗଡ଼ିବନି ଭାରିଯାନ

ଅନୁଗୋଳ, ୧୧ା୯ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ରନ୍ତଲେଇ ଠାରୁ ବଅଁରପାଳ ପର୍ଯ୍ୟନ୍ତ ୫୫ନଂ. ଜାତୀୟ ରାଜପଥର ୧୭ କିଲୋମିଟର ରାସ୍ତା ମରାମତି ହେଉଛି। ଏହି ମରାମତି କାର୍ଯ୍ୟ ଶେଷ ନ ହେବା ପର୍ଯ୍ୟନ୍ତ ଉକ୍ତ ୧୭ କିଲୋମିଟର ରାସ୍ତାରେ…

ବିପୁଳ ପରିମାଣର ଦେଶୀ ମଦ ଜବତ, ୨ ଗିରଫ

ଛେଣ୍ଡିପଦା,୯ା୯(ଅଜିତ ଧଳ): ଅନୁଗୋଳ ଜିଲା ଅବକାରୀ ବିଭାଗ ପକ୍ଷରୁ ନକଲି ବିଦେଶୀ ମଦ ତିଆରି ହେଉଥିବା ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଛେଣ୍ତିପଦା ଥାନା ମଛକୁଟା ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣରେ ନକଲି ଦେଶୀ ଓ ବିଦେଶୀ ମଦ ଜବତ କରିବା…

ରାଜପଥରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ବଅଁରପାଳ,୯ା୯(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର ହାଇସ୍କୁଲର ୬ଷ୍ଠ ଶ୍ରେଣୀର ଛାତ୍ରୀ ପୂଜା ସାହୁ (୧୧)ଙ୍କ ଗୁରୁବାର ଦୁର୍ଘଟଣାରେ ମୃତ୍ୟୁ ପରଠାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଅପରାହ୍ନ ୧ଟାରୁ ଛାତ୍ରୀଛାତ୍ରମାନେ ୫୫ନଂ. ଜାତୀୟ…

ସାତକୋଶିଆ ଅଭୟାରଣ୍ୟରୁ ମିଳିଲା ୨ ହାତୀର ମୃତଦେହ

ଅନୁଗୋଳ,୫।୯: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରୁ ୨ ହାତୀର ମୃତଦେହ ଠାବ କରାଯାଇଛି। ତେବେ ହାତୀ ୨ଟିର କିପରି ମୃତ୍ୟୁଘଟିଲା ତାର କାରଣ ଜଣାପଡ଼ି ନାହିଁ। ମଙ୍ଗଳବାର ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ୨ଟିର ମୃତଦେହ…

ପୋଲ କାମ ସରୁନି, ନାଳରେ ପଶି ଯାତାୟାତ

ବଇଣ୍ଡା,୫।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ମଇମୁରା ପଞ୍ଚାୟତ ମଇମୁରାଠାରୁ କଳଚିକଟାକୁ ସଂଯୋଗ ପାଇଁ ମଇମୁରାଠାରେ ନିର୍ମାଣ ହେଉଥିବା ପୋଲ କାର୍ଯ୍ୟ ସରୁନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ପୋଲ କାମ ଶେଷ ହେଉ ନ ଥିବା ଯୋଗୁ ଏହା…

୨୨୨ ଛାତ୍ରୀଛାତ୍ରଙ୍କୁ ୫ ଶିକ୍ଷକ

ବଇଣ୍ଡା,୩।୯(ପରିକ୍ଷିତ ସାହୁ)ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅନେକ ପୁରୁଣା ବିଦ୍ୟାଳୟରେ ବହୁ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ କରାଯାଉନାହିଁ। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଶ୍ରେଣୀ ଗୃହ ଅଭାବ…

ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ଦେଶରେ ତୃତୀୟ

ଅନୁଗୋଳ, ୩।୯(ଅମିତ କୁମାର ସାମଲ)କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ଆସନ୍ତା ୭ ତାରିଖରେ ମଧ୍ୟପ୍ରଦେଶସ୍ଥିତ ଭୋପାଳର କୁଶବାହୁ ଠାକ୍‌ରେ ହଲ୍‌ରେ ଜଙ୍ଗଲ ଓ…

ବିଧାୟକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୋମା

ତାଳଚେର,୨ା୯(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କାର୍ଯ୍ୟାଳୟ ସମ୍ମୁଖରୁ ଶୁକ୍ରବାର ବିକ୍ରମପୁର ପୋଲିସ ଏକ ବୋମା ଉଦ୍ଧାର କରିଛି। ସୂଚନା ଅନୁସାରେ, ସକାଳେ ବିଧାୟକଙ୍କ କେତେଜଣ ସହଯୋଗୀ ଭରତପୁରସ୍ଥିତ କାର୍ଯ୍ୟାଳୟ ସମ୍ମୁଖରେ ଏକ ବୋମା ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?